Provérbios 13

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ଜ୍ଞାନୀ ପୁତ୍ର ପିତାଙ୍କର ଉପଦେଶ ଯତ୍ନ ସହକା ରେ ଶୁଣେ। କିନ୍ତୁ ଗର୍ବୀ ମୂର୍ଖ ଲୋକ କାହାରି ଉପଦେଶ ଶୁଣେ ନାହିଁ।
1 O filho sábio ouve a instrução do pai, mas o zombador não dá ouvidos à repreensão.
2 ଉତ୍ତମ ଲୋକମାନେ ସମାନଙ୍କେର ଶବ୍ଦଗୁଡ଼ିକର ଉତ୍ତମ ଫଳ ଭୋଗ କରନ୍ତି। ମାତ୍ର ବିଶ୍ବାସଘାତକ ଲୋକମାନେ ହିଂସାରୁ ଭୋଗ କରୋ
2 Do fruto da boca cada um comerá o bem, mas os infiéis só desejam a violência.
3 ଯେଉଁ ଲୋକ ଆପଣା ମୁଖର କଥାକୁ ଜଗେ ସେ ତା'ର ଜୀବନ ରକ୍ଷା କରେ। ଯେ ଚିନ୍ତା ନ କରି କ ହେ ସେ ବିନାଶ ପ୍ରାପ୍ତ ହୁଏ।
3 Quem vigia as suas palavras conserva a sua vida, mas o que fala demais arruína a si mesmo.
4 ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା'ର ଇଚ୍ଛାନୁସା ରେ ଫଳ ଭୋଗ କରେ।
4 O preguiçoso deseja e nada tem, mas o desejo dos que se esforçam será atendido.
5 ଧାର୍ମିକ ଲୋକ ମିଥ୍ଯାକୁ ଘୃଣା କରେ। ମାତ୍ର ଦୁଷ୍ଟ ଲୋକ ଲଜ୍ଜା ଭୋଗ କରେ।
5 O justo odeia a mentira, mas o ímpio traz vergonha e desonra.
6 ଧାର୍ମିକତା ସରଳ ପଥଗାମୀକୁ ରକ୍ଷା କରେ। ମାତ୍ର ଦୁଷ୍ଟତା ପାପୀକୁ ପରାସ୍ତ କରେ।
6 A justiça guarda o que anda com integridade, mas a maldade subverte o pecador.
7 କହେି କହେି ଆପଣାକୁ ଧନୀ ବୋଲି ପରିଚଯ ଦିଅନ୍ତି। କିନ୍ତୁ ତା'ର କିଛି ନ ଥାଏ। ମାତ୍ର କେତକଙ୍କେର ଧନ ଥାଇ ମଧ୍ଯ ସମାନେେ ଦରିତ୍ର ପରି ଆଚରଣ କରନ୍ତି।
7 Uns se dizem ricos sem terem nada; outros se dizem pobres, tendo muita riqueza.
8 ମନୁଷ୍ଯର ଧନ ତାହାର ପ୍ରାଣର ପ୍ରାଯଶ୍ଚିତ ସ୍ବରୂପ। ମାତ୍ର ଦରିଦ୍ ରେଲାକ ଧମକ ଶୁଣେ ନାହିଁ।
8 O resgate pela vida de alguém são as riquezas que ele tem, mas o pobre não corre o risco de ser ameaçado.
9 ଧାର୍ମିକ ଲୋକେ ଆଲୋକବର୍ତ୍ତିକା ପରି, ଯାହାକି ଉଜ୍ଜ୍ବଳ ପରି ଆଲୋକ ଦିଏ।
9 A luz dos justos brilha intensamente, mas a lâmpada dos ímpios se apagará.
10 ଅହଙ୍କାରରୁ କବଳେ କଳି ଉତ୍ପନ୍ନ ହୁଏ। ମାତ୍ର ସୁପରାମର୍ଶ ଗ୍ରାହକଠା ରେ ଜ୍ଞାନ ଅଛି।
10 Da soberba só resulta a discórdia, mas a sabedoria está com os que se aconselham.
11 ଅସତ୍ଯ ଉପାଯ ରେ ଅର୍ଜିଥିବା ଧନ ଧ୍ବଂସ ପାଇବ। ମାତ୍ର ସତ୍ଯ ଅର୍ଜିତ ଧନ ବୃଦ୍ଧି ପାଇବ।
11 A riqueza obtida com facilidade, essa diminui, mas quem a ajunta pelo trabalho, esse a vê aumentar.
12 ଆଶା ସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ। ମାତ୍ର ବାଞ୍ଛାର ସିଦ୍ଧିଜୀବନ ବୃକ୍ଷ ସ୍ବରୂପ।
12 Esperança adiada faz adoecer o coração; desejo cumprido é árvore de vida.
13 ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯକୁ ତୁଚ୍ଛ ମନେ କରେ, ସେ ନିଜର ବିନାଶ କରେ। ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହବେ।
13 Quem despreza a palavra terá de pagar por isso, mas o que teme o mandamento será recompensado.
14 ଜ୍ଞାନୀ ଲୋକର ଶିକ୍ଷା ଜୀବନ ରେ ଝର ସ୍ବରୂପ ଅଟେ, ସେ ମୃତ୍ଯୁ ଫାନ୍ଦରୁ ଅନ୍ୟକୁ ରକ୍ଷା କରେ।
14 O ensino do sábio é fonte de vida para evitar os laços da morte.
15 ଜଣେ ମନୁଷ୍ଯ ୟିଏ ଭଲ ଉପଦେଶ ଦିଏ, ଅନୁଗ୍ରହ ଲାଭ କରେ କିନ୍ତୁ ପ୍ରତାରକଗଣ ସମାନଙ୍କେୁ ବିପର୍ୟ୍ଯଯକୁ ଆଗଇେ ନିଅନ୍ତି।
15 O bom senso conquista favor, mas o caminho dos infiéis é intransitável.
16 ପ୍ରେତ୍ୟକକ ଚତୁର ଲୋକ ବୁଦ୍ଧି ରେ କର୍ମ କରେ। ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।
16 Quem é prudente age com conhecimento, mas o tolo espalha a sua tolice.
17 ଦୁଷ୍ଟ ବାର୍ତ୍ତାବାହକ ଆପଦ ରେ ପଡ଼େ, ମାତ୍ର ବିଶ୍ବସ୍ତ ଦୃଢ଼ ସ୍ବାସ୍ଥ୍ଯଜନକ।
17 O mensageiro perverso se precipita no mal, mas o embaixador fiel produz cura.
18 ଯେଉଁ ଜନ ଶାସନ ଅଗ୍ରାହ୍ଯ କରେ, ସେ ଦରିଦ୍ରତା ଓ ଲଜ୍ଜ୍ଯା ପାଏ। ମାତ୍ର ଯେ ଅନୁୟୋଗ ଗ୍ରହଣ କରେ, ସେ ମର୍ୟ୍ଯାଦା ପାଏ।
18 Pobreza e vergonha sobrevêm ao que rejeita a instrução, mas o que aceita a repreensão será honrado.
19 ବାଞ୍ଛା ସିଦ୍ଧି ପ୍ରାଣକୁ ଆନନ୍ଦ ଦିଏ। ଏବଂ ମନ୍ଦ ତ୍ଯାଗ କରିବା ମୂର୍ଖ ଲୋକ ପାଇଁ ଘୃଣାର ବିଷଯ।
19 O desejo que se cumpre agrada a alma, mas os tolos detestam afastar-se do mal.
20 ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହବେ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।
20 Quem anda com os sábios será sábio, mas o companheiro dos tolos acabará mal.
21 ପାପୀମାନଙ୍କ ପଛ ରେ ମନ୍ଦ ଅନୁସରଣ କରେ। ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହବେ।
21 A desgraça persegue os pecadores, mas os justos serão recompensados com o bem.
22 ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିୟାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
22 O homem bom deixa herança aos filhos de seus filhos, mas a riqueza do pecador é depositada para o justo.
23 ଯଭେଳି ଗରୀବ ଲୋକ ତା'ର ଜମି ଚାଷ କରେ, ସେ ପ୍ରଚୁର ଶସ୍ଯ ପାଇପା ରେ କିନ୍ତୁ ଅନ୍ଯାଯ କାରଣରୁ ଏହା ବିନାଶ ହୁଏ।
23 As terras dos pobres dão mantimento em abundância, mas isso se perde por falta de justiça.
24 ଯେ ବାଡ଼ି ବ୍ଯବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ। ଯେ ତାହାକୁ ପ୍ ରମେ କରେ, ସେ ଯଥା ସମୟରେ ଶାସ୍ତି ପାଏ।
24 O que retém a vara odeia o seu filho; quem o ama, este o disciplina desde cedo.
25 ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ୟ୍ଯନ୍ତ ଖାଏ। ମାତ୍ର ପାପୀର ଉଦର ଅତୃପ୍ତ ଥାଏ।
25 O justo tem o bastante para satisfazer o seu apetite, mas o estômago dos ímpios passa fome.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Provérbios 13, comparar traduções ou montar um estudo — tudo direto pelo WhatsApp.