Provérbios 15

Oriya Bible (GL_ORIYA) vs VC

Sair da comparação
VC Versão Católica
1 କୋମଳ ପୂର୍ଣ୍ଣ ଉତ୍ତର କୋରଧକୁ ଦମନ କରେ। ମାତ୍ର କଟୁବାକ୍ଯ କୋପ ଜନ୍ମାଏ।
1 Uma resposta branda aplaca o furor, uma palavra dura excita a cólera.
2 ଜଣେ ଜ୍ଞାନୀ ଲୋକ ତା'ର ଚିନ୍ତାଧାରା ଭଲ ଭାବରେ କହିପା ରେ। କିନ୍ତୁ ନିର୍ ବୋଧ ନିର୍ ବୋଧତାକୁ ବଖାଣେ।
2 A língua dos sábios ornamenta a ciência, a boca dos imbecis transborda loucura.
3 ସଦାପ୍ରଭୁ ସର୍ବଦା ସବୁଠା ରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ଯ ନୀରିକ୍ଷଣ କରନ୍ତି।
3 Em todo o lugar estão os olhos do Senhor, observando os maus e os bons.
4 ଶାନ୍ତିର ବାକ୍ଯ ଜୀବନର ବୃକ୍ଷ ସ୍ବରୂପ। ମାତ୍ର କୁଟିଳ ବାକ୍ଯ ଆତ୍ମା ନଷ୍ଟ କରେ।
4 A língua sã é uma árvore de vida; a língua perversa corta o coração.
5 ଅଜ୍ଞାନ ଆପଣା ପିତାର ଶାସନକୁ ଅବ ହଳୋ କରେ, ମାତ୍ର ବିଜ୍ଞୋଚିତ ବ୍ଯକ୍ତି ଭର୍ତ୍ସନାକୁ ଆଦର ସହ ଗ୍ରହଣ କରନ୍ତି।
5 O néscio desdenha a instrução de seu pai, mas o que atende à repreensão torna-se sábio.
6 ଧାର୍ମିକର ଗୃହ ରେ ବହୁ ସମ୍ପତ୍ତି ଥାଏ। ମାତ୍ର ଦୁଷ୍ଟର ଆଯ ରେ ସବୁବେଳେ କଷ୍ଟ ଥାଏ।
6 Na casa do justo há riqueza abundante, mas perturbação nos frutos dos maus.
7 ଜ୍ଞାନୀମାନଙ୍କର ବାକ୍ଯ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସପରେି କରେ ନାହିଁ।
7 Os lábios do sábio destilam saber, e não assim é o coração dos insensatos.
8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।
8 Os sacrifícios dos pérfidos são abominação para o Senhor, a oração dos homens retos lhe é agradável.
9 ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷଯ। ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ ରମେ କରନ୍ତି।
9 O Senhor abomina o caminho do mau, mas ama o que se prende à justiça.
10 ଜଣେ ୟିଏ ଜ୍ଞାନର ପଥ ତ୍ଯାଗ କରେ, ପୁଣି ଯେଉଁଲୋକ ଅନୁୟୋଗ ଘୃଣା କରେ ସେ ମରିବ।
10 Severa é a correção para o que se afasta do caminho, e o que aborrece a repreensão perecerá.
11 ମୃତ୍ଯୁ ଓ ବିନାଶ ସଦାପ୍ରଭୁଙ୍କ ଆଗ ରେ ଖାେଲା ପଡ଼ିଥାଏ। ଲୋକମାନଙ୍କର ହୃଦଯର ଅଭିପ୍ରାଯ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା
11 A habitação dos mortos e o abismo estão abertos diante do Senhor; quanto mais os corações dos filhos dos homens!
12 ଜଣେ ନିନ୍ଦୁକ ଅନୁୟୋଗ ପାଇବାକୁ ଭଲ ପାଆନ୍ତି ନାହିଁ। ସମାନେେ କଦାପି ଜ୍ଞାନୀ ଲୋକମାନଙ୍କ ନିକଟକୁ ୟାଆନ୍ତି ନାହିଁ।
12 O zombador não gosta de quem o repreende, nem vai em busca dos sábios.
13 ଗୋଟିଏ ଆନନ୍ଦିତ ହୃଦଯ ମୁଖକୁ ପ୍ରଫୁଲ୍ଲ କରେ। କିନ୍ତୁ ହୃଦଯର ଦୁଃଖ ସହିତ, ଆତ୍ମା ଦୁଃଖୀ ହବେ ଏବଂ ଭାଙ୍ଗି ୟାଏ।
13 O coração contente alegra o semblante, o coração triste deprime o espírito.
14 ବୁଦ୍ଧିମାନର ମନ ଜ୍ଞାନ ଲୋଡ଼େ। ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଆହାର କରେ।
14 O coração do inteligente procura a ciência; a boca dos tolos sacia-se de loucuras.
15 ଗୋଟିଏ ମାତ୍ର ଜଣେ ହୃଷ୍ଟଚିତ୍ତ ପାଇଁ ପ୍ରେତ୍ୟକକ ଦିନ ଗୋଟିଏ ଭୋଜି ଅଟେ।
15 Para o aflito todos os dias são maus; para um coração contente, são um perpétuo festim.
16 ଅଶାନ୍ତି ୟୁକ୍ତି ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟୟୁକ୍ତ ଅଳ୍ପ ସମ୍ପତ୍ତି ଭଲ।
16 Vale mais o pouco com o temor do Senhor que um grande tesouro com a inquietação.
17 ହିଂସା ସହିତ ହୃଷ୍ଟପୃଷ୍ଟ ଗୋମାଂସ ଭୋଜନ ଅପେକ୍ଷା ପ୍ ରମେଥିବା ସ୍ଥାନ ରେ ଶାକାନ୍ନ ଭଲ।
17 Mais vale um prato de legume com amizade que um boi cevado com ódio.
18 କ୍ରୋଧୀ ଲୋକ ବିବାଦ ଆରମ୍ଭ କରେ କିନ୍ତୁ ଜଣେ ର୍ଧୈୟ୍ଯ ମଣିଷ ଯାହାର ଗୋଟିଏ ବିବାଦକୁ ସମାଧାନ କରେ।
18 O homem iracundo excita questões, mas o paciente apazigua as disputas.
19 ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ଗୋଟିଏ ସାଧୁ ଲୋକର ପଥ ଗୋଟିଏ ରାଜପଥ ପରି ଅଟେ।
19 O caminho do preguiçoso é como uma sebe de espinhos, o caminho dos corretos é sem tropeço.
20 ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ, ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
20 O filho sábio alegra seu pai; o insensato despreza sua mãe.
21 ନିର୍ ବୋଧ ପ୍ରତି, ଅଜ୍ଞାନତା କୌତୁହଳପୂର୍ଣ୍ଣ, ମାତ୍ର ବୁଦ୍ଧିମାନ୍ ଲୋକ ଆପଣା ଗତି ୟଥୋଚିତ୍ କରନ୍ତି।
21 A loucura diverte o insensato, mas o homem inteligente segue o caminho reto.
22 ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ। ମାତ୍ର ବହୁତ ମନ୍ତ୍ରଣାଦ୍ବାରା ତାହା ସ୍ଥିରୀକୃତ ହୁଏ।
22 Os projetos malogram por falta de deliberação; conseguem bom êxito com muitos conselheiros.
23 ଉତ୍ତମ ଉତ୍ତର ଦଇେ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ୟଥୋଚିତ କଥା ୟଥୋଚିତ ସମୟରେ ଅଟେ।
23 Saber dar uma resposta é fonte de alegria; como é agradável uma palavra oportuna!
24 ନୀଚସ୍ଥିତ ପାତାଳକୁ ତ୍ଯାଗ କରିବା ପାଇଁ ବୁଦ୍ଧିମାନ୍ ଲୋକଙ୍କ ନିମନ୍ତେ ଜୀବନର ପଥ ଉର୍ଦ୍ଧ୍ବଗାମୀ।
24 O sábio escala o caminho da vida, para evitar a descida à morada dos mortos.
25 ଗର୍ବୀ ଲୋକର ଗୃହକୁ ସଦାପ୍ରଭୁ ବିନାଶ କରିବେ। ମାତ୍ର ବିଧବାର ସୀମା ସଦାପ୍ରଭୁ ସ୍ଥିର କରିବେ।
25 O Senhor destrói a casa dos soberbos, mas firma os limites da viúva.
26 ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ଯ ଅଟେ। ମାତ୍ର ସ୍ବଳ୍ପ କଥା ଆନନ୍ଦ ଦାୟକ।
26 Os projetos dos pérfidos são abomináveis ao Senhor, mas as palavras benevolentes são puras.
27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ। ମାତ୍ର ଯେଉଁ ଲୋକ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବ।
27 O homem cobiçoso perturba a sua casa, aquele que odeia os subornos viverá.
28 ଧାର୍ମିକର ମନ ବିବଚେନା କରି ଉତ୍ତର ଦିଏ। ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦକଥା ସର୍ବଦା କ ହେ।
28 O coração do justo estuda a sua resposta; a boca dos maus, porém, vomita o mal.
29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂର ରେ ଥାନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
29 O Senhor está longe dos maus, mas atende à oração dos justos.
30 ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ। ଉତ୍ତମ ସମାଚାର ଅସ୍ଥିଗୁଡ଼ିକୁ ପୃଷ୍ଟି ଯୋଗଏ।
30 O brilho dos olhos alegra o coração; uma boa notícia fortifica os ossos.
31 ଯେଉଁ କର୍ଣ୍ଣ ଜୀବନ ଦାୟକ ଅନୁୟୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧିଅରେ ବାସ କରେ।
31 Quem der atenção às repreensões salutares habitará entre os sábios.
32 ଯେଉଁ ଲୋକ ଶାସନ ଅଗ୍ରାହ୍ଯ କରେ, ସେ ଆପଣା ପ୍ରାଣ କାଳକୁ ହ୍ରାସ କରେ। ମାତ୍ର ଅନୁ ଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।
32 O que rejeita a correção faz pouco caso de sua vida; quem ouve a repreensão adquire sabedoria.
33 ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖ ରେ ଥାଏ।
33 O temor do Senhor é uma escola de sabedoria. A humildade precede a glória.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Provérbios 15, comparar traduções ou montar um estudo — tudo direto pelo WhatsApp.