Provérbios 18

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଯେ ଆପଣାକୁ ପୃଥକ୍ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ବ ଜ୍ଞାନ ପ୍ରତ୍ଯାଖାନ କରେ।
1 Quem se isola procura sua própria vontade e se irrita contra tudo o que é razoável.
2 ମୂର୍ଖ ଲୋକ ଅନ୍ୟଠାରୁ ଶିକ୍ଷା ପାଇଁ ଭଲ ପାଏ ନାହିଁ। କବଳେ ଆପଣା ମନର କଥା ପ୍ରକାଶ କରିବା ରେ ସନ୍ତାଷେ ପାଏ।
2 O insensato não tem propensão para a inteligência, mas para a expansão dos próprios sentimentos.
3 ଦୁଷ୍ଟ ଆସିଲେ ଅବଜ୍ଞା ଆ ସେ। ପୁଣି ଅପମାନ ସଙ୍ଗେ ଦୁର୍ନାମ ଆ ସେ।
3 O desprezo ombreia com a iniqüidade; o opróbrio com a vergonha.
4 ମନୁଷ୍ଯର ମୁଖର ବାକ୍ଯ ଗଭୀର ଜଳତୁଲ୍ଯ। ପୁଣି ଜ୍ଞାନ ରେ ଉତ୍ପତ୍ତି ସ୍ଥାନ ଜଳ ସୋର୍ତ ସଦୃଶ।
4 As palavras da boca de um homem são águas profundas; a fonte da sabedoria é uma torrente transbordante.
5 ଦୁଷ୍ଟର କଥାକୁ ଅପେକ୍ଷା କରିବା ଅବା ବିଚାର ରେ ଧାର୍ମିକ ପ୍ରତି ଅନ୍ଯାଯ କରିବା ଭଲ ନୁହେଁ।
5 Não fica bem favorecer um perverso para prejudicar o direito do justo.
6 ମୂର୍ଖର କଥା ବିବାଦ ରେ ପ୍ରର୍ବତ୍ତେ। ପୁଣି ତା'ର କଥା ମାଡ଼ ଖାଇବାକୁ ଡାକେ।
6 Os lábios do insensato promovem contendas: sua boca atrai açoites.
7 ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ଯ ପ୍ରାଣର ଫାନ୍ଦ ସ୍ବରୂପ।
7 A boca do tolo é a sua ruína; seus lábios são uma armadilha para a sua própria vida.
8 ନିନ୍ଦାର ବାକ୍ଯଗୁଡ଼ିକ, ସୁଷମ ଖାଦ୍ୟ ପରି ଅଟେ, ଯାହା ପାକସ୍ଥଳି ତଳକୁ ୟାଏ।
8 As palavras do delator são como gulodices: penetram até as entranhas.
9 ଆପଣା କାର୍ୟ୍ଯ ରେ ଯେ ଅଳସ, ସେ ବିନାଶକର ଭଳଇ।
9 O frouxo no trabalho é um irmão do dissipador.
10 ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି।
10 O nome do Senhor é uma torre: para lá corre o justo a fim de procurar segurança.
11 ଧନବାନର ଧନ ତାହାର ଦୃଢ଼ ନଗର। ପୁଣି ତାହାର ଜ୍ଞାତ ରେ ଏହା ଉଚ୍ଚ ପ୍ରାଚୀର ସ୍ବରୂପ, ଯେ କହେି ହେଲେ ଚଢ଼ିପାରିବେ ନାହିଁ।
11 A fortuna do rico é sua cidade forte; em seu pensar, ela é como uma muralha elevada.
12 ଗର୍ବୀତ ମନୁଷ୍ଯର ମନ ବିନାଶ ସମ୍ମୁଖ ରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
12 Antes da ruína, o coração do homem se eleva, mas a humildade precede a glória.
13 ଯେ ଶୁଣିବା ପୂର୍ବରୁ ଉତ୍ତର କରେ, ଗୋଟିଏ ଅଜ୍ଞାନତା ପରି ସିଏ ବିବଚେନା ହୁଏ ଓ ଲଜ୍ଜିତର କାରଣ ହୁଏ।
13 Quem responde antes de ouvir, passa por tolo e se cobre de confusão.
14 ଯେତବେେଳେ ଜଣେ ମନୁଷ୍ଯ ଅସୁସ୍ଥ ହୁଏ ତା'ର ଆତ୍ମା ତା'ର ଅସୁସ୍ଥତାକୁ ସହିପା ରେ, କିନ୍ତୁ କହେି ହେଲେ ଗୋଟିଏ ରୋଗଗ୍ରସ୍ତ ଆତ୍ମାକୁ ସହିପା ରେ ନାହିଁ।
14 O espírito do homem suporta a doença, mas quem erguerá um espírito abatido?
15 ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ।
15 O coração inteligente adquire o saber; o ouvido dos sábios procura a ciência.
16 ମନୁଷ୍ଯର ଭଟେୀ ତାକୁ ପ୍ରବେଶ ଦିଏ। ପ୍ରଭାବଶାଳୀ ଲୋକମାନଙ୍କର ଉପସ୍ଥିତ ଭିତରକୁ।
16 O presente de um homem lhe abre tudo, e lhe dá acesso junto aos grandes.
17 ଯେଉଁ ଲୋକ ପ୍ରଥମେ ଆପଣା ଘଟଣା ଉପସ୍ଥାପନା କରେ ଓ ବିବାଦ ଜଣାଏ, ସେ ଧାର୍ମିକ। ଯେପର୍ୟ୍ଯନ୍ତ ସେ ଅନ୍ୟ ଲୋକ ଦ୍ବାରା ପରୀକ୍ଷା ହାଇେ ନାହିଁ।
17 Quem advoga sua causa, por primeiro, parece ter razão; sobrevém a parte adversa, que examina a fundo.
18 ଗୁଳିବାଣ୍ଟ ବିରୋଧ ମେଣ୍ଟାଇ ଦିଏ ଓ ବଳବାନମାନଙ୍କୁ ପୃଥକ କରେ।
18 A sorte apazigua as contendas e decide entre os poderosos.
19 ବିରକ୍ତ ଭାଇ ଦୃଢ଼ ନଗର ଅପେକ୍ଷା କଷ୍ଟକର। ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ବରୂପ।
19 Um irmão ofendido é pior que uma cidade forte; as questões entre irmãos são como os ferrolhos de uma cidadela.
20 ମନୁଷ୍ଯର ଉଦର ତା'ର ମୁଖ ଫଳ ରେ ପୂର୍ଣ୍ଣ ହୁଏ। କିନ୍ତୁ ସେ ଆପଣା ଓଷ୍ଠର କଥା ରେ ତୃପ୍ତ ହୁଏ।
20 É do fruto de sua boca que um homem se nutre; com o produto de seus lábios ele se farta.
21 ମରଣ ଓ ଜୀବନ ଜିହ୍ବାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ।
21 Morte e vida estão à mercê da língua: os que a amam comerão dos seus frutos.
22 ଯେଉଁ ଲୋକ ଭାର୍ୟ୍ଯା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
22 Aquele que acha uma mulher, acha a felicidade: é um dom recebido do Senhor.
23 ଦରିଦ୍ର ଲୋକ ବିନଯ କରେ। ମାତ୍ର ଧନବାନ କଠିନ ଉତ୍ତର ଦିଏ।
23 O pobre fala suplicando; a resposta do rico é ríspida.
24 ଯେ ଅନକେ ମିତ୍ର କରେ, ସମାନେେ ତାଙ୍କର ବିନାଶର କାରଣ ହାଇପୋରନ୍ତି। ମାତ୍ର ଜଣେ ପ୍ ରମେକାରୀ ଅଛନ୍ତି ଯେ ଭାଇ ଅପେକ୍ଷା ଅଧିକ ଘନିଷ୍ଠ ହାଇେ ରହନ୍ତି।
24 O homem cercado de muitos amigos tem neles sua desgraça, mas existe um amigo mais unido que um irmão.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Provérbios 18, comparar traduções ou montar um estudo — tudo direto pelo WhatsApp.