Provérbios 1

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଏହି ହିତାପଦେେଶଗୁଡ଼ିକ ହେଉଛି, ଦାଉଦଙ୍କର ପୁତ୍ର ଶଲୋମନଙ୍କର। ଶଲୋମନ ଇଶ୍ରାୟେଲର ରାଜା ଥିଲେ।
1 Provérbios de Salomão, filho de Davi, rei de Israel,
2 ଏହି ହିତାପଦେେଶ ଲୋକମାନଙ୍କୁ ବୁଦ୍ଧିମାନ କରିବ। ଏବଂ ସମାନେେ ଜାଣିପାରିବେ କେଉଁ କାର୍ୟ୍ଯଟି ଠିକ୍। ଜ୍ଞାନ ଓ ଉପଦେଶ ବୁଝିବାକୁ ଏହି ବାକ୍ଯମାନ ସାହାୟ୍ଯ କରିବ।
2 para conhecer a sabedoria e a instrução, para compreender as palavras sensatas,
3 ଏହି ଉପଦେଶ ଲୋକମାନଙ୍କର ନିର୍ଦ୍ଦେଶ ଠିକ୍ ବାଟରେ କରିବ। ଏହାଦ୍ବାରା ଲୋକମାନେ ସଚ୍ଚୋଟତା, ସାଧୁତା ଓ ନ୍ଯାଯ ଶିକ୍ଷା କରିବେ।
3 para adquirir as lições do bom senso, da justiça, da eqüidade e da retidão;
4 ଏହି ଉପଦେଶଗୁଡ଼ିକ ସହେି ଲୋକମାନଙ୍କୁ ଶିକ୍ଷା ଦଇପୋରିବ, ଯେଉଁମାନେ କି ଜ୍ଞାନ ଆହରଣ କରିବାକୁ ଚାହାନ୍ତି। ଏହି ଉପଦେଶଗୁଡ଼ିକ ୟୁବା ଲୋକମାନଙ୍କୁ ଜ୍ଞାନ ଓ ଏହାକୁ କିପରି ବ୍ଯବହାର କରିବାକୁ ହୁଏ ସମାନଙ୍କେୁ ଶିକ୍ଷା ଦିଏ।
4 para dar aos simples o discernimento, ao adolescente a ciência e a reflexão.
5 ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ଯଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସମାନେେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।
5 Que o sábio escute, e aumentará seu saber, e o homem inteligente adquirirá prudência
6 ଯେଉଁ ଲୋକମାନେ, ୟିଏକି ଏହି ହିତାପଦେେଶ ଶୁଣନ୍ତି, ଜ୍ଞାନୀ ଲୋକ କହି ୟାଇଥିବା କଥା ବୁଝିବା ରେ ସକ୍ଷମ ହବେେ ଏବଂ ଗୁପ୍ତ ରହିଥିବା ଗଳ୍ପର ଅର୍ଥ ମଧ୍ଯ ବୁଝିପାରିବେ। ସମାନେେ ଜ୍ଞାନୀମାନଙ୍କର କହିଥିବା ହିତଜନକ ପରାମର୍ଶ ବୁଝିପାରିବେ।
6 para compreender os provérbios, as alegorias, as máximas dos sábios e seus enigmas.
7 ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ଯ ମାନି ଚଳିବା ଜଣେ ବ୍ଯକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥି ରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ ବୋଧ ଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।
7 O temor do Senhor é o princípio da sabedoria. Os insensatos desprezam a sabedoria e a instrução.
8 ହେ ମାରେ ପୁତ୍ର, ତୁମ୍ଭର ପିତାଙ୍କର ଉପଦେଶ ଶୁଣ, ଯେତବେେଳେ ସେ ତୁମ୍ଭକୁ ଶୃଙ୍ଖଳିତ କରନ୍ତି ଏବଂ ତୁମ୍ଭ ମାତାଙ୍କର ଉପଦେଶ ପରିତ୍ଯାଗ କର ନାହିଁ।
8 Ouve, meu filho, a instrução de teu pai: não desprezes o ensinamento de tua mãe.
9 ତୁମ୍ଭର ପିତା ଓ ମାତା, ଯାହା କିଛି ଶିକ୍ଷା ଦିଅନ୍ତି, ସହେି ବାକ୍ଯଗୁଡ଼ିକ ତୁମ୍ଭର ପାଇଁ ଆଶୀର୍ବାଦ ଫୁଲମାଳ ପରି ଅଟେ ଏବଂ ତୁମ୍ଭର ଗଳା ପାଇଁ ହାର ଅଟେ।
9 Isto será, pois, um diadema de graça para tua cabeça e um colar para teu pescoço.
10 ହେ ମାରେ ପୁତ୍ର, ପାପୀମାନେ ପାପକର୍ମ କରିବାକୁ ଭଲ ପାଆନ୍ତି ଏବଂ ସହେିପରି ଲୋକମାନେ ତୁମ୍ଭକୁ କୁକାର୍ୟ୍ଯ କରାଇବାକୁ ପ୍ରବର୍ତ୍ତାଇବେ। ସମାନଙ୍କେୁ ତୁମ୍ଭର ସମ୍ମତି ଦିଅ ନାହିଁ।
10 Meu filho, se pecadores te quiserem seduzir, não consintas;
11 ସହେି ଲୋକମାନେ ତୁମ୍ଭକୁ କହିପାରନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭମାନେେ ରକ୍ତପାଦ କରିବାକୁ ଚାହିଁ ବସୁ। ନିର୍ଦ୍ଦୋଶମାନଙ୍କୁ ବିନା କାରଣ ରେ ଧରିବାକୁ ଗୁପ୍ତ ରେ ଲୁଚି ରହୁ।
11 se te disserem: Vem conosco, faremos emboscadas, para {derramar} sangue, armaremos ciladas ao inocente, sem motivo,
12 ଆମ୍ଭମାନେେ ସମାନଙ୍କେୁ ହତ୍ଯା କରିବା। ଆମ୍ଭମାନେେ ସମାନଙ୍କେୁ ମୃତ୍ଯୁର ସ୍ଥାନକୁ ପଠାଇବା। ଆମ୍ଭମାନେେ ସମାନଙ୍କେୁ ବିନାଶ କରି କବରକୁ ପଠାଇବା।
12 como a região dos mortos devoremo-lo vivo, inteiro, como aquele que desce à cova.
13 ଆମ୍ଭମାନେେ ତହିଁରୁ ସବୁପ୍ରକାର ବହୁମୂଲ୍ଯ ଧନ ପାଇବା। ଲୁଟିତ ଦ୍ରବ୍ଯ ରେ ଆମ୍ଭମାନଙ୍କର ଗୃହକୁ ପରିପୂର୍ଣ୍ଣ କରିବା।
13 Nós acharemos toda a sorte de coisas preciosas, nós encheremos nossas casas de despojos.
14 ତେଣୁ ଆସ ଆମ୍ଭମାନଙ୍କ ସହିତ ଯୋଗ ଦିଅ, ଏବଂ ଆମ୍ଭେ ସମସ୍ତେ ଯାହା ପାଇବା ତାହା ବାଣ୍ଟ କରିବା।
14 Tu desfrutarás tua parte conosco, uma só será a bolsa comum de todos nós!
15 ହେ ମାରେ ପୁତ୍ର, ଏପରି ଲୋକମାନଙ୍କୁ ଅନୁସରଣ କର ନାହିଁ। ଏପରି ପଥରେ ତୁମ୍ଭେ ପାଦ ଦିଅ ନାହିଁ।
15 Oh, não andes com eles, afasta teus passos de suas sendas,
16 ସହେି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥାନ୍ତି। ସମାନେେ ସର୍ବଦା ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି।
16 porque seus passos se dirigem para o mal, e se apressam a derramar sangue.
17 ପକ୍ଷୀମାନଙ୍କୁ ଧରିବା ପାଇଁ ଲୋକମାନେ ଜାଲ ବିଛାଇ ଥାନ୍ତି। କିନ୍ତୁ କୌଣସି ପକ୍ଷୀ ଆଗ ରେ ଜାଲ ବିଛାଇବା ବ୍ଯର୍ଥ ଅଟେ।
17 Debalde se lança a rede diante daquele que tem asas.
18 ତେଣୁ ଏହି ଲୋକମାନେ ଗୁପ୍ତ ରେ ଛକି ବସନ୍ତି ଅନ୍ୟମାନଙ୍କୁ ହତ୍ଯା କରିବା ପାଇଁ। କିନ୍ତୁ ବାସ୍ତବ ରେ ସମାନେେ ନିଜ ନିଜର ପ୍ରାଣକୁ ଧରିବା ପାଇଁ ଜାଲ ବିଛାଇଥାନ୍ତି।
18 Eles mesmos armam emboscadas contra seu próprio sangue e se enganam a si mesmos.
19 ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।
19 Tal é a sorte de todo homem ávido de riqueza: arrebata a vida àquele que a detém.
20 ଶୁଣ! ଜ୍ଞାନ ରାସ୍ତାଗୁଡ଼ିକ ଉପ ରେ ଉଚ୍ଚ ସ୍ବର ରେ ଡାକେ। ସର୍ବସାଧାରଣ ଛକଗୁଡ଼ିକରେ ତା'ର ସ୍ବର ଶୁଣାଏ।
20 A Sabedoria clama nas ruas, eleva sua voz na praça,
21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନ ରେ ଡ଼ାକଇ। ନଗର ଦ୍ବାରର ପ୍ରବେଶ ସ୍ଥାନ ରେ, ନଗର ମଧିଅରେ ଆପଣାର ବାକ୍ଯ ଉଚ୍ଚାରଣ କରି କ ହେ।
21 clama nas esquinas da encruzilhada, à entrada das portas da cidade ela faz ouvir sua voz: e até quando os que zombam se comprazerão na zombaria?
22 ହେ ନିର୍ବୋଧଗଣ। କେତକୋଳ ପର୍ୟ୍ଯନ୍ତ ତୁମ୍ଭେ ନିରର୍ଥକ କାର୍ୟ୍ଯ କରିବାକୁ ଭଲ ପାଇବ ? କେତକୋଳ ପର୍ୟ୍ଯନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ ? ହେ ମୂର୍ଖମାନେ ଆଉ କେତକୋଳ ବିଦ୍ଯାକୁ ଘୃଣା କରିବ ?
22 Até quando, insensatos, amareis a tolice, e os tolos odiarão a ciência?
23 ମାରେ ବାକ୍ଯକୁ ସାବଧାନ ସହିତ ଶୁଣ। ମୁଁ ତୁମ୍ଭମାନଙ୍କୁ ଜାଣିଥିବା କଥାସବୁ କହିବି। ମୁଁ ଆପଣା ବାକ୍ଯସବୁ ତୁମ୍ଭମାନଙ୍କୁ ଜଣାଇବି।
23 Convertei-vos às minhas admoestações, espalharei sobre vós o meu espírito, ensinar-vos-ei minhas palavras.
24 କିନ୍ତୁ ତୁମ୍ଭମାନେେ ମାରେ ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାୟ୍ଯ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭମାନେେ ମାରେ ସାହାୟ୍ଯ ଗ୍ରହଣ କରିବାକୁ ମନାକଲ।
24 Uma vez que recusastes o meu chamado e ninguém prestou atenção quando estendi a mão,
25 ତୁମ୍ଭମାନେେ ମାରେ ସମସ୍ତ ବାକ୍ଯକୁ ହଯେ ଜ୍ଞାନ କଲ। ମାରେ କୌଣସି ଅନୁୟୋଗକୁ ଚାହିଁଲ ନାହିଁ।
25 uma vez que negligenciastes todos os meus conselhos e não destes ouvidos às minhas admoestações,
26 ତେଣୁ ମୁଁ ତୁମ୍ଭମାନଙ୍କର ବିପଦ ବେଳେ ହସିବି। ତୁମ୍ଭମାନଙ୍କର ଅସୁବିଧା ସମୟରେ ମୁଁ ପରିହାସ କରିବି।
26 também eu me rirei do vosso infortúnio e zombarei, quando vos sobrevier um terror,
27 ପ୍ରଚଣ୍ଡ ଝଡ଼ପରି ତୁମ୍ଭମାନଙ୍କର ଧ୍ବଂସ ଆସିବ। ଏହା ତୁମ୍ଭକୁ ଆଘାତ କରିବ ଏବଂ ଘୂର୍ଣ୍ଣିବାଯୁ ପରି ତୁମ୍ଭକୁ ପୋଡି଼ ପକାଇବ। ତୁମ୍ଭମାନଙ୍କର ଅସୁବିଧା ଓ ଦୁଃଖ ତୁମ୍ଭମାନଙ୍କର ବୋଝ ହବେ।
27 quando vier sobre vós um pânico, como furacão; quando se abater sobre vós a calamidade, como a tempestade; e quando caírem sobre vós tribulação e angústia.
28 ଯେତବେେଳେ ଏହିସବୁ ଘଟିବ, ତୁମ୍ଭମାନେେ ମାରେ ସାହାୟ୍ଯ ଲୋଡ଼ିବ। କିନ୍ତୁ ମୁଁ ତୁମ୍ଭକୁ ସାହାୟ୍ଯ କରିବି ନାହିଁ। ତୁମ୍ଭମାନେ ମାେତେ ଖାଜେିବ। କିନ୍ତୁ ତୁମ୍ଭମାନେେ ମାେତେ ପାଇବ ନାହିଁ।
28 Então me chamarão, mas não responderei; procurar-me-ão, mas não atenderei.
29 ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିବି ନାହିଁ, କାରଣ ତୁମ୍ଭମାନେେ ମାରେ ଜ୍ଞାନ ଗ୍ରହଣ କଲ ନାହିଁ, ତୁମ୍ଭମାନେେ ଏହା ଘୃଣାକର। ସଦାପ୍ରଭୁଙ୍କୁ ସମ୍ମାନ ଦବୋ ପାଇଁ ତୁମ୍ଭମାନେେ ନାସ୍ତି କଲ।
29 Porque detestam a ciência sem lhe antepor o temor do Senhor,
30 ତୁମ୍ଭମାନେେ ତୁମ୍ଭର ନିଜ ଇଚ୍ଛା ରେ ବାସ କଲ, ତୁମ୍ଭେ ତୁମ୍ଭର ନିଜର ମନ୍ଦବ୍ଯବସ୍ଥାଗୁଡ଼ିକ ଅନୁସରଣ କଲ। ତେଣୁ ବର୍ତ୍ତମାନ ତୁମ୍ଭେ ନିଜ କର୍ମର ଫଳ ନିଶ୍ଚଯ ଗ୍ରହଣ କରିବ।
30 porque repelem meus conselhos com desprezo às minhas exortações;
31 ନିର୍ବୋଧ ଲୋକମାନେ ନିର୍ବୋଧ ଜୀବନଶୈଳିକୁ ପରିଚାଳିତ ଦିଅନ୍ତି, ଯାହା ସମାନଙ୍କେୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସମାନେେ ଧ୍ବଂସ ପାଇବେ।
31 comerão do fruto dos seus erros e se saciarão com seus planos,
32 କିନ୍ତୁ ୟିଏ କହେି ମାରେକଥା ଶୁଣିବ, ସେ ସୁରକ୍ଷା ରେ ପ୍ରବେଶ କରିବ। ତାହାର କବେେ ହେଲେ କୌଣସି ଦୁର୍ଭାଗ୍ଯ ନ ଥିବ।
32 porque a apostasia dos tolos os mata e o desleixo dos insensatos os perde.
33 ମାତ୍ର ଯେଉଁ ଲୋକ ମାରେ ବାକ୍ଯ ମାନି ଚଳେ। ସେ ନିରାପଦ ରେ ବାସ କରିବ, ତା'ର ଅମଙ୍ଗଳ ହବେ ନାହିଁ।
33 Aquele que me escuta, porém, habitará com segurança, viverá tranqüilo, sem recear dano algum.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Provérbios 1, comparar traduções ou montar um estudo — tudo direto pelo WhatsApp.