Provérbios 21

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 କୃଷକ ତା'ର ଜମି ରେ ପାଣି ମଡ଼ାଇବା ପାଇଁ େଛାଟ ନାଳ କରେ। ସେ ତା'ର ଜଳ ୟୁଆଡ଼େ ନବୋକୁ ଚା ହେଁ ସେଆଡ଼େ ତା'ର ନାଳ ବଙ୍କଇେ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ୟୁଆଡ଼େ ଇଚ୍ଛା ସିଆଡ଼େ ନଇୟୋଏ।
1 O coração do rei é como um rio controlado pelo Senhor; ele o dirige para onde quer.
2 ମନୁଷ୍ଯ ଯାହା କର୍ମ କରେ ତାହା ତା'ର ଦୃଷ୍ଟି ରେ ଠିକ୍ ଅଟେ। ମାତ୍ର ସଦାପ୍ରଭୁ ହୃଦଯ ସବୁ ତୌଲନ୍ତି।
2 Todos os caminhos do homem lhe parecem justos, mas o Senhor pesa o coração.
3 ବଳିଦାନ ଅପେକ୍ଷା ନ୍ଯାଯ ଓ ସୁବିଚାର ସଦାପ୍ରଭୁଙ୍କ ପ୍ରିଯ ବିଷଯ।
3 Fazer o que é justo e certo é mais aceitável ao Senhor do que oferecer sacrifícios.
4 ଦୁଷ୍ଟ ଲୋକମାନଙ୍କର ଗର୍ବ ଚାହାଁଣି ଓ ଗର୍ବୀତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦଖାୟୋଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।
4 A vida de pecado dos ímpios se vê no olhar orgulhoso e no coração arrogante,
5 ଚିନ୍ତାଧାରା ଯୋଜନା ଏବଂ କଠିନ କର୍ମ ପ୍ରଚୁରତା ଜନ୍ମାଏ। କିନ୍ତୁ ଦୃଢ଼ ଭାବରେ ଅଳ୍ପକୁ ଅତିଶୀଘ୍ର ଧ ରେ। କବଳେ ଦାରିଦ୍ର୍ଯ ଆଡ଼କୁ ପଥ ଦଖାେଏ।
5 Os planos bem elaborados levam à fartura; mas o apressado sempre acaba na miséria.
6 ଯଦି ତୁମ୍ଭେ ଠକିକରି ଧନ ଅର୍ଜନ କରିଥାଅ, ସହେି ଧନ ଶୀଘ୍ର ଚାଲିୟିବ, ଠିକ୍ ବାଷ୍ଫପରି। ସହେି ଧନ ମୃତ୍ଯୁ ଆଡ଼କୁ ପରିଚାଳିତ ହବେ।
6 A fortuna obtida com língua mentirosa é ilusão fugidia e armadilha mortal.
7 ଦୁଷ୍ଟମାନଙ୍କର ଦୌରାତ୍ମ୍ଯ ସମାନଙ୍କେୁ ବିନାଶ କରିବ। ଯେ ହତେୁ ସମାନେେ ନ୍ଯାଯ କର୍ମ କରିବାକୁ ନାସ୍ତି କରନ୍ତି।
7 A violência dos ímpios os arrastará, pois recusam-se a agir corretamente.
8 ଦୋଷ ରେ ଭାରାକ୍ରାନ୍ତ ଲୋକର ପଥ ଅତିଶଯ ବକ୍ର, ମାତ୍ର ଜଣେ ପବିତ୍ର ଲୋକର ପଥ ସଳଖ ଏବଂ ସାଧୁ।
8 O caminho do culpado é tortuoso, mas a conduta do inocente é reta.
9 କଳିହୁଡ଼ି ସ୍ତ୍ରୀ ସଙ୍ଗ ରେ ପ୍ରଶସ୍ତ ଗୃହ ରେ ବାସ କରିବା ଅପେକ୍ଷା ଛାତର ଏକ କଣ ରେ ବାସ କରିବା ଭଲ।
9 Melhor é viver num canto sob o telhado do que repartir a casa com uma mulher briguenta.
10 ଦୁଷ୍ଟ ଲୋକର ମନ ସର୍ବଦା ଅନଷ୍ଟ ପାଞ୍ଚେ। ପୁଣି ତା'ର ଦୃଷ୍ଟି ରେ ତା'ର ପ୍ରତିବେଶୀ କିଛି ଅନୁଗ୍ରହ ପାଏ ନାହିଁ।
10 O desejo do perverso é fazer o mal; ele não tem dó do próximo.
11 ନିନ୍ଦକମାନଙ୍କୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ୍ ହୁଏ। ମାତ୍ର ବୁଦ୍ଧିମାନ୍କୁ ବୁଝାଇ ଦେଲେ ସେ ଆହୁରି ଜ୍ଞାନବାନ୍ ହୁଏ।
11 Quando o zombador é castigado, o inexperiente obtém sabedoria; quando o sábio recebe instrução, obtém conhecimento.
12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷଯ ରେ ବିବଚେନା କରେ। ସହେି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହାଇେ କିପରି ସର୍ବନାଶ ହୁଅନ୍ତି। ଏହା ସୁବିବଚେନା କରେ।
12 O justo observa a casa dos ímpios e os faz cair na desgraça.
13 ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡ଼ାକ ଶୁଣେ ନାହିଁ, ସେ ମଧ୍ଯ ଆପେ ଡ଼ାକିବ। କିନ୍ତୁ ଉତ୍ତର ପାଇବ ନାହିଁ।
13 Quem fecha os ouvidos ao clamor dos pobres também clamará e não terá resposta.
14 ଗୁପ୍ତ ରେ ଦାନ ଦେଲେ କୋରଧ ଶାନ୍ତ ହୁଏ। ପୁଣି ଅଣ୍ଟି ରେ ଲାଞ୍ଚ ପ୍ରଦାନ ପ୍ରଚଣ୍ଡ କୋପ ଶାନ୍ତ କରେ।
14 O presente que se faz em segredo acalma a ira, e o suborno oferecido às ocultas apazigua a maior fúria.
15 ନ୍ଯାଯ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷଯ। ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
15 Quando se faz justiça, o justo se alegra, mas os malfeitores se apavoram.
16 ଯେ ଜ୍ଞାନ ପଥ ଛାଡ଼ି ଭ୍ରମଣ କରେ, ସେ ମୃତ୍ଯୁ ଲୋକ ମଧିଅରେ ଶଷେ ହବେ।
16 Quem se afasta do caminho da sensatez repousará na companhia dos mortos.
17 ଯେଉଁ ଲୋକ ଆମାଦେ ଭଲପାଏ, ସେ ଦରିଦ୍ର ହବେ। ପୁଣି ଯେ ଦ୍ରାକ୍ଷାରସ ଓ ତୈଳ ଭଲପାଏ, ସେ ଧନବାନ ହବେ ନାହିଁ।
17 Quem se entrega aos prazeres passará necessidade; quem se apega ao vinho e ao azeite jamais será rico.
18 ଦୁଷ୍ଟଲୋକ ଧାର୍ମିକର ମୁକ୍ତିର ମୂଲ୍ଯ ସ୍ବରୂପ, ପୁଣି ବିଶ୍ବାସଘାତକ ସରଳ ଲୋକର ବଦଳି ସ୍ବରୂପ।
18 O ímpio serve de resgate para o justo, e o infiel, para o homem íntegro.
19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗ ରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବାସ କରିବା ଭଲ।
19 Melhor é viver no deserto do que com uma mulher briguenta e amargurada.
20 ଜ୍ଞାନବାନର ଗୃହ ରେ ବହୁମୂଲ୍ଯ ସମ୍ପତ୍ତି ଥାଏ ଓ ତୈଳ ଥାଏ, ମାତ୍ର ଗୋଟିଏ ମୂର୍ଖ ଶୋଷି ଦିଏ ଏବଂ ଏହା ସମସ୍ତ ଶଷେ କରେ।
20 Na casa do sábio há comida e azeite armazenados, mas o tolo devora tudo o que pode.
21 ଯେଉଁ ଲୋକ ଧାର୍ମିକତା ଓ ଦୟାର ପଶ୍ଚାଦ୍ଗାମୀ, ସେ ଜୀବନ, ଧାର୍ମିକତା ଓ ସମ୍ମାନ ପାଏ।
21 Quem segue a justiça e a lealdade encontra vida, justiça e honra.
22 ଜ୍ଞାନୀ ଲୋକ ବଳବାନ୍ ଲୋକମାନଙ୍କର ଆକ୍ରମଣ କଲେ। ପୁଣି ଦୁର୍ଗସବୁ ଧ୍ବଂସ କଲେ ସମାନେେ ବିଶ୍ବାସ କରନ୍ତି।
22 O sábio conquista a cidade dos valentes e derruba a fortaleza em que eles confiam.
23 ଯେ ଆପଣା ମୁଖ ଓ ଜିହ୍ବା ରକ୍ଷା କରେ ସେ କ୍ଲେଶରୁ ଆପଣା ପ୍ରାଣକୁ ରକ୍ଷା କରେ।
23 Quem é cuidadoso no que fala evita muito sofrimento.
24 ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦୁକ ନାମ ରେ ବିଖ୍ଯାତ। ସେ ଆତ୍ମଗର୍ବ ଦଖାେଏ।
24 O vaidoso e arrogante, chama-se zombador; ele age com extremo orgulho.
25 ଅଳସୁଆର ବାଞ୍ଚିତ ବିଷଯ ତାହାର ମୃତ୍ଯୁ ଘଟାଏ। କାରଣ ତାହାର ହସ୍ତ କର୍ମ କରିବାକୁ ମନା କରେ।
25 O preguiçoso morre de tanto desejar e de nunca pôr as mãos no trabalho.
26 କିଛି ଲୋଭୀ ଲୋକ ଦିନୟାକ କାଟନ୍ତି ବହୁ ଜିନିଷ ଗୁଡ଼ିକ ପାଇଁ ବାସନା କରି, ମାତ୍ର ଧାର୍ମିକ ଲୋକ ଉଦାର ସହିତ ଦିଅନ୍ତି।
26 O dia inteiro ele deseja mais e mais, enquanto o justo reparte sem cessar.
27 ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷଯ, ମାତ୍ର ସେ କୁଅଭିପ୍ରାଯ ରେ ତାହା କଲେ ବହୁତ ଘୃଣିତ ହୁଏ।
27 O sacrifício dos ímpios já por si é detestável; quanto mais quando oferecido com más intenções.
28 ମିଥ୍ଯାସାକ୍ଷୀ ବିନଷ୍ଟ ହବେ, କିନ୍ତୁ ପ୍ରକୃତ ସାକ୍ଷୀ ପୁନର୍ବାର ପରୀକ୍ଷା ହବେ।
28 A testemunha falsa perecerá, mas o testemunho do homem bem informado permanecerá.
29 ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ। ମାତ୍ର ସରଳ ଲୋକ ଆପଣା ବାଟ ଜାଣିଥାଏ।
29 O ímpio mostra no rosto a sua arrogância, mas o justo mantém em ordem o seu caminho.
30 ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।
30 Não há sabedoria alguma, nem discernimento algum, nem plano algum que possa opor-se ao Senhor.
31 ୟୁଦ୍ଧ ଦିନ ପାଇଁ ଅଶ୍ବ ସୁସଜ୍ଜିତ ହୁଏ। ମାତ୍ର ଜଯ ସଦାପ୍ରଭୁଙ୍କଠାରୁ ସର୍ବଦାଆ ସେ।
31 Prepara-se o cavalo para o dia da batalha, mas o Senhor é que dá a vitória.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Provérbios 21, comparar traduções ou montar um estudo — tudo direto pelo WhatsApp.