Provérbios 22

Oriya Bible (GL_ORIYA)

1 ବହୁ ଧନ ଅପେକ୍ଷା ସୁନାମ ଅର୍ଜନ କରିବା ଭଲ। ଖ୍ଯାତି ଅର୍ଜନ କରିବା ସୁନା ରୂପା ଅର୍ଜନ କରିବାଠାରୁ ନିଶ୍ଚିତ ଉତ୍ତମ।

2 ଧନୀ ଓ ଗରିବ ସମସ୍ତେ ସମାନ। କାରଣ ସଦାପ୍ରଭୁ ସମସ୍ତଙ୍କର ସୃଷ୍ଟିକର୍ତ୍ତା।

3 ଚତୁର ଲୋକ ବିପଦ ଦେଖେ ଏବଂ ଏହାକୁ ଦୂର କରେ। ମାତ୍ର ଅ ବୋଧ ଲୋକମାନେ ବିପଦକୁ ଆବୋରି ନିଅନ୍ତି ଏବଂ କ୍ଷତିଗ୍ରସ୍ତ ହୁଅନ୍ତି।

4 ନମ୍ରତାର ଓ ସଦାପ୍ରଭୁଙ୍କ ବିଷଯକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।

5 କୁଟିଳ ଲୋକମାନଙ୍କ ପଥ କଣ୍ଟକାକୀର୍ଣ୍ଣ ଓ ଫାନ୍ଦପୂର୍ଣ୍ଣ। ଯେ ଆପଣା ପ୍ରାଣ ରକ୍ଷା କରେ, ସମାନଙ୍କେଠାରୁ ଦୂର ରେ ରହିବ।

6 ନିଜର ୟୁବାବସ୍ଥା ରେ ସଠିକ୍ ଜୀବନ ଧାରଣ କରିବା ପାଇଁ, ବାଳକକୁ ଶିକ୍ଷା ଦିଅ। ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହବେ ନାହିଁ।

7 ଧନବାନ ଦରିଦ୍ର ଉପ ରେ କତ୍ତୃର୍ତ୍ବ କରେ, ପୁଣି ଋଣୀ ମହାଜନର ଦାସ ହୁଏ।

8 ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ଯ କାଟିବ ଏବଂ ତାହାର କୋପରୂପ ଦଣ୍ଡ ଲୁପ୍ତ ହବେ।

9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ, ଯେ ହତେୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।

10 ନିନ୍ଦକକୁ ବାହାର କରି ଦିଅ, ତହିଁରେ ବିବାଦ ଓ ଅପମାନ ବନ୍ଦ ହବେ।

11 ଯେଉଁଲୋକ ହୃଦଯ ରେ ପବିତ୍ର ତା'ର କଥା ଅନୁଗ୍ରହ ୟୁକ୍ତ, ସେ ରାଜାର ବନ୍ଧୁ ହାଇପୋରିବ।

12 ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ନଜର ରେଖ। ମାତ୍ର ବିଶ୍ବାସଘାତକର ସେ ବିନାଶ କରନ୍ତି।

13 ଆଳସ୍ଯ ଲୋକ କ ହେ, ବାହା ରେ ସିଂହ ଅଛି। ମୁଁ ସଡ଼କରେ ହତ ହବେି।

14 ପର ସ୍ତ୍ରୀର ମୁଖ ଗଭୀର ଗାତ ଅଟେ, ସଦାପ୍ରଭୁଙ୍କର ଘୃଣିତ ଲୋକ ତହିଁରେ ପଡ଼ିବ।

15 ପିଲାର ମନ ରେ ଅଜ୍ଞାନତା ଥାଏ। ପୁଣି ଶାସନ ବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।

16 ଯେଉଁଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ, ପୁଣି ଯେ ଧନିକି ଦାନ କରେ, ତାହାକୁ କବଳେ ଅଭାବ ଘଟିବ।

17 ଆପଣା କର୍ଣ୍ଣ ଡ଼ରେି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।

18 ତୁମ୍ଭେ ଖୁସି ହବେ, ଯଦି ତୁମ୍ଭେ ସମାନଙ୍କେୁ ମନେ ରଖିବ ଏବଂ ଆବୃତ୍ତି କରିବ।

19 ମୁଁ ତୁମ୍ଭକୁ ବର୍ତ୍ତମାନ ସହେି ଶିକ୍ଷା ଦବେି। ତେଣୁ ସଦାପ୍ରଭୁଙ୍କଠା ରେ ତୁମ୍ଭେ ବିଶ୍ବାସ କରିବ।

20 ମୁଁ ତୁମ୍ଭମାନଙ୍କ ପାଇଁ ତିରିଶଟି ସତ୍ଯତାରୂପ ବାକ୍ଯ ଲେଖିଅଛି। ସଗେୁଡ଼ିକ ଜ୍ଞାନ ଗର୍ଭକପୂର୍ଣ୍ଣ ଉପଦେଶ ଅଟେ।

21 ଏହି ସତ୍ଯତା ରୂପକ ବାକ୍ଯ ତୁମ୍ଭକୁ ସତ୍ଯତା ଗୁରୁତ୍ବପୂର୍ଣ୍ଣ କଥା ଶିକ୍ଷା ଦବେ। ଏହାପ ରେ ତୁମ୍ଭମାନେେ ଉତ୍ତମ ଶିକ୍ଷା ଦଇପୋରିବ।

22 ଦରିଦ୍ର ଲୋକଠାରୁ ଚୋରି କରିବା ଅତି ସହଜ କିନ୍ତୁ ଏପରି କର ନାହିଁ। ଏବଂ ସହେି ଦରିଦ୍ର ଲୋକମାନଙ୍କୁ ନ୍ଯାଯରୁ ବଞ୍ଚିତ କର ନାହିଁ।

23 ସଦାପ୍ରଭୁ ସମାନଙ୍କେ ପକ୍ଷ ରେ ପ୍ରତିବାଦ କରିବେ। ପୁଣି ଯେଉଁମାନେ ସମାନଙ୍କେ ଦ୍ରବ୍ଯ ଅପହରଣ କରିବେ, ସେ ସମାନଙ୍କେର ପ୍ରାଣ ଅପହରଣ କରିବେ।

24 ରାଗୀ ଲୋକ ସଙ୍ଗ ରେ ମିତ୍ରତା କର ନାହିଁ। ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ।

25 ଏପରି କଲେ ତୁମ୍ଭେ ତାହାର ବାଟ ଶିକ୍ଷାକରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।

26 ଅନ୍ୟମାନଙ୍କର ଋଣ ପାଇଁ ତୁମ୍ଭେ ଲଗା ହୁଅ ନାହିଁ।

27 ଯଦି ତୁମ୍ଭେ ତାହ ଋଣ ନ ଦଇେ ପାରିବ, ତବେେ ତୁମ୍ଭେ ତୁମ୍ଭର ସମସ୍ତ ହରାଇବ। କାହିଁକି ତୁମ୍ଭେ ତୁମ୍ଭର ଶୟ୍ଯା ହରାଇବ ?

28 ତୁମ୍ଭର ପିତୃ ଲୋକମାନେ ଯେଉଁ ପୁସ୍ତକ ପୁରାତନ ସୀମା ନିର୍ଦ୍ଧାରଣ କରିଛନ୍ତି, ତାହା ଘୁଞ୍ଚାଅ ନାହିଁ।

29 ଯଦି ଜଣେ ଲୋକ ତା'ର କାର୍ୟ୍ଯ ରେ ନିପୁଣ ଓ ତତ୍ପର। ତବେେ ସେ ରାଜାଙ୍କର ସବୋ କରିବାକୁ ସକ୍ଷମ, ସେ କୌଣସି ନୀଚ ଲୋକର ସବୋ କରିବ ନାହିଁ।

Ler em outra tradução

Comparar lado a lado

Estude este capítulo no WhatsApp

Peça à IA da Bíblia Fala para explicar Provérbios 22, comparar traduções ou montar um estudo — tudo direto pelo WhatsApp.