Provérbios 24
Oriya Bible (GL_ORIYA) vs VC
1 ମନ୍ଦ ଲୋକମାନଙ୍କ ପ୍ରତି ଇର୍ଷା କର ନାହିଁ। ସମାନଙ୍କେର ମଧ୍ଯ ସାଙ୍ଗ ହୁଅ ନାହିଁ।
1 Não invejes os maus, nem desejes estar com eles,
2 ସମାନେେ ମନ ରେ ଦୌରାତ୍ମ୍ଯ କଳ୍ପନା କରନ୍ତି। ସମାନେେ ଅନିଷ୍ଟ କରିବା ପାଇଁ କହନ୍ତି।
2 porque seus corações maquinam a violência e seus lábios só proclamam a iniqüidade.
3 ବୁଦ୍ଧି ଓ ଜ୍ଞାନଦ୍ବାରା ଉତ୍ତମ ଗୃହ ନିର୍ମିତ ହୁଏ।
3 É com sabedoria que se constrói a casa, pela prudência ela se consolida.
4 ଜ୍ଞାନ ରେ ତାହାର କଠାେରୀ ସବୁ ବହୁମୂଲ୍ଯ ଓ ମନୋରମ ବସ୍ତ୍ର ରେ ପରିପୂର୍ଣ୍ଣ ହୁଏ।
4 Pela ciência enchem-se os celeiros de todo bem precioso e agradável.
5 ଜ୍ଞାନବାନ ଲୋକମାନେ ବଳବାନ୍ ଅଟନ୍ତି। ଏବଂ ବିଦ୍ବାନ୍ ଲୋକମାନେ ବଳ ବଢ଼ାନ୍ତି।
5 O sábio é um homem forte, o douto é cheio de vigor.
6 ୟୁଦ୍ଧ କରିବା ପୂର୍ବରୁ ଯତ୍ନ ରେ ଯୋଜନା କରିବା ଉଚିତ୍। ଯଦି ତୁମ୍ଭେ ୟୁଦ୍ଧ ରେ ଜଯ କରିବାକୁ ଚାହଁ, ତୁମ୍ଭମାନଙ୍କର ନିଶ୍ଚିତ ଉତ୍ତମ ଉପଦେଷ୍ଟା ରହିବା ଉଚିତ।
6 É com a prudência que empreenderás a guerra e a vitória depende de grande número de conselheiros.
7 ଅଜ୍ଞାନ ଲୋକମାନେ ଜ୍ଞାନକୁ ବୁଝିପାରନ୍ତି ନାହିଁ। ଯେତବେେଳେ ଲୋକମାନେ ଗୁରୁତ୍ବପୂର୍ଣ୍ଣ କଥାବାର୍ତ୍ତା କରନ୍ତି ବୋକାମାନେ ନୀରବ ରୁହନ୍ତି।
7 A sabedoria é por demais sublime para o tolo; à porta da cidade, ele não abre a boca.
8 ଯେଉଁ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଯୋଜନା କରନ୍ତି, ଲୋକମାନେ ସମାନଙ୍କେୁ କୁସନ୍ଧାନୀ ବୋଲି କହିବେ। ଏବଂ ସମାନେେ ତୁମ୍ଭମାନଙ୍କର କଥା ଶୁଣିବେ ନାହିଁ।
8 Quem medita fazer o mal, é chamado mestre intrigante.
9 ନିର୍ବୋଧ ଲୋକମାନେ ଯାହାସବୁ ଯୋଜନା କରନ୍ତି, ତାହା ପାପ। ଲୋକମାନେ ସହେି ଲୋକକୁ ଘୃଣା କରନ୍ତି ୟିଏ ଅନ୍ୟମାନଙ୍କଠାରୁ ନିଜକୁ ଉତ୍ତମ ବୋଲି ବିବଚେନା କରେ।
9 O desígnio da loucura é o pecado; e detrator é terror para os outros.
10 ବିପଦ ଦିନ ରେ ତୁମ୍ଭେ ଯଦି ଭୀରୁ ଦଖାଇବେ, ତବେେ ତୁମ୍ଭର ଶକ୍ତି କ୍ଷୀଣ ହବେ।
10 Se te deixas abater no dia da adversidade, minguada é a tua força.
11 ଯଦି ଲୋକମାନେ ଯୋଜନା କରନ୍ତି ଏକ ଲୋକକୁ ହତ୍ଯା କରିବାକୁ, ତବେେ ତୁମ୍ଭେ ତାଙ୍କୁ ରକ୍ଷା କର।
11 Livra os que foram entregues à morte, salva os que cambaleiam indo para o massacre.
12 ତୁମ୍ଭେ ଏପରି କୁହ ନାହିଁ, ଏହା ମାରେ କର୍ତ୍ତବ୍ଯ ନୁହେଁ। ଯେ ହତେୁ ସଦାପ୍ରଭୁ ସମସ୍ତ ବିଷଯ ଜାଣନ୍ତି। ସଦାପ୍ରଭୁ ତୁମ୍ଭର ପ୍ରେତ୍ୟକକ କର୍ମକୁ ଦେଖୁଛନ୍ତି। ତୁମ୍ଭେ କ'ଣସବୁ କରୁଅଛ। ତେଣୁ ସଦାପ୍ରଭୁ ତୁମ୍ଭର ଉତ୍ତମ କାର୍ୟ୍ଯ ପାଇଁ ତୁମ୍ଭକୁ ପୁରସ୍କୃତ କରିବେ।
12 Se disseres: Mas, não o sabia! Aquele que pesa os corações não o verá? Aquele que vigia tua alma não o saberá? E não retribuirá a cada qual segundo seu procedimento?
13 ହେ ମାରେ ପୁତ୍ର, ତୁମ୍ଭେ ମହୁ ଖାଅ। ଯେ ହତେୁ ତାହା ଭଲ। ତୁମ୍ଭେ ମଧୁ ଚାଖି ଖାଅ, ଯେ ହତେୁ ତାହା ତୁମ୍ଭକୁ ସୁସ୍ବାଦୁ ଲାଗିବ।
13 Meu filho, come mel, pois é bom; um favo de mel é doce para teu paladar.
14 ଠିକ୍ ସହେିପରି ଭାବରେ ଜ୍ଞାନ ତୁମ୍ଭମାନଙ୍କର ପ୍ରାଣ ପାଇଁ ମହୁପରି ଅଟେ। ଯଦି ତୁମ୍ଭେ ଜ୍ଞାନ ଆହରଣ କର, ତବେେ ତୁମ୍ଭର ଭବିଷ୍ଯତ୍ ରହିବ ଏବଂ ତୁମ୍ଭର ଆଶା କବେେ ଶଷେ ହବେ ନାହିଁ।
14 Sabe, pois, que assim será a sabedoria para tua alma. Se tu a encontrares, haverá para ti um bom futuro e tua esperança não será frustrada.
15 ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧ ରେ ଓଗାଳି ବସ ନାହିଁ। ତାହାର ବିଶ୍ରାମ ସ୍ଥାନ ଲୁଟ କର ନାହିଁ।
15 Não conspires, ó ímpio, contra a casa do justo, não destruas sua habitação!
16 ଧାର୍ମିକମାନେ ସାତଥର ପଡ଼ିଲେ ହେଁ ପୁନର୍ବାର ଉଠନ୍ତି। ମାତ୍ର ଦୁଷ୍ଟମାନେ ବିପଦ ରେ ପରାସ୍ତ ହୁଅନ୍ତି।
16 Porque o justo cai sete vezes, mas ergue-se, enquanto os ímpios desfalecem na desgraça.
17 ଯେତବେେଳେ ତୁମ୍ଭର ଶତ୍ରୁ ସମସ୍ଯା ରେ ଅଛି, ତୁମ୍ଭେ ହସ ନାହିଁ, ଯେତବେେଳେ ସେ ପଡ଼ିୟାଏ, ସହେି ସମୟରେ ମଧ୍ଯ ତୁମ୍ଭେ ଖୁସି ହୁଅ ନାହିଁ।
17 Não te alegres, se teu inimigo cair, se tropeçar, que não se rejubile teu coração,
18 ଯଦି ତୁମ୍ଭେ ଏପରି କର, ତାହା ମଧ୍ଯ ସଦାପ୍ରଭୁ ଦେଖିବେ। ସଦାପ୍ରଭୁ ଏପରି କର୍ମ ରେ ତୁମ୍ଭମାନଙ୍କ ପ୍ରତି ଖୁସି ହବେେ ନାହିଁ। ଏହାପ ରେ ସଦାପ୍ରଭୁ ତୁମ୍ଭର ଶତ୍ରୁକୁ ସାହାୟ୍ଯ କରିପାରନ୍ତି।
18 para não suceder que o Senhor o veja, e isto lhe desagrade, e tire de cima dele sua ira.
19 ମନ୍ଦକର୍ମକାରୀମାନଙ୍କ ସକାେଶ ନିଶ୍ଚିତ ହୁଅନ୍ତି ନାହିଁ। ଏବଂ ଦୁଷ୍ଟମାନଙ୍କ ପ୍ରତି ଇର୍ଷା କର ନାହିଁ।
19 Não te indignes à vista dos maus, não invejes os ímpios,
20 ମନ୍ଦ ଲୋକମାନଙ୍କର କୌଣସି ଭବିଷ୍ଯତ୍ ନାହିଁ। ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାୟିବ।
20 porque para o mal não há futuro e o luzeiro dos ímpios extinguir-se-á.
21 ହେ ମାରେ ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର। ସହେି ଲୋକମାନଙ୍କ ସହିତ ଜଡିତ ହୁଅ ନାହିଁ। ଯେଉଁମାନେ ସମାନଙ୍କେର ବିପକ୍ଷ ରେ ଅଛନ୍ତି।
21 Meu filho, teme o Senhor e o rei, não te mistures com os sediciosos,
22 କାରଣ ସମାନଙ୍କେର ହଠାତ୍ ବିପଦ ଘଟିବ। ତୁମ୍ଭେ ଜାଣ ନାହିଁ ସଦାପ୍ରଭୁ ଏବଂ ରାଜା ସମାନଙ୍କେର ଶତ୍ରୁମାନଙ୍କ ପାଇଁ କି ବିପଦ ଆଣନ୍ତି।
22 porque, de repente, surgirá sua desgraça. Quem conhece a destruição de uns e de outros?
23 ଏହିସବୁ ମଧ୍ଯ ଜ୍ଞାନୀମାନଙ୍କର କଥା ଅଟେ ;
23 O que segue é ainda dos sábios: Não é bom mostrar-se parcial no julgamento.
24 ସହେି ଧାର୍ମିକ ୟିଏ ଏକ ଦୋଷୀ ମନୁଷ୍ଯକୁ କ ହେ, 'ତୁମ୍ଭେ ନିରୀହ ଅଟ,' ଲୋକମାନେ ତାଙ୍କୁ ଅଭିଶାପ ଦବେେ। ଏପରିକି ଅନ୍ୟ ଗୋଷ୍ଠୀଯମାନେ ନିନ୍ଦା କରିବେ।
24 Ao que diz ao culpado: Tu és inocente, os povos o amaldiçoarão, as nações o abominarão.
25 ଯେଉଁମାନେ ନିଜର ଦୋଷକୁ ସାବ୍ଯସ୍ତ କରନ୍ତି, ସମାନେେ ଧନବାନ୍ ହୁଅନ୍ତି। ସମାନେେ ଭଲ ଆଶୀର୍ବାଦ ଲାଭ କରନ୍ତି।
25 Aqueles que sabem repreender são louvados, sobre eles cai uma chuva de bênçãos.
26 ୟିଏ ଯଥାର୍ଥ ଉତ୍ତର ଦିଏ ଲୋକମାନଙ୍କୁ ଆନନ୍ଦ ଦିଏ। ଏହା ଓଠ ରେ ଚୁମ୍ବନ ତୁଲ୍ଯ।
26 Dá um beijo nos lábios aquele que responde com sinceridade.
27 ବାହା ରେ ତୁମ୍ଭ କାର୍ୟ୍ଯର ଆଯୋଜନ କର। ଆପଣା ନିମନ୍ତେ ସହେି କ୍ଷେତ୍ର ପ୍ରସ୍ତୁତ କର। ଏହାପ ରେ ଆପଣା ଗୃହ ନିର୍ମାଣ କର।
27 Cuida da tua tarefa de fora, aplica-te ao teu campo e depois edificarás tua habitação.
28 ଏକ ଯଥାର୍ଥ କାରଣ ବିନା ତୁମ୍ଭର ପ୍ରତିବେଶୀର ବିପକ୍ଷ ରେ ସାକ୍ଷୀ ହୁଅ ନାହିଁ। ମିଥ୍ଯା କୁହ ନାହିଁ।
28 Não sejas testemunha inconsiderada contra teu próximo. Queres, acaso, que teus lábios te enganem?
29 ସେ ମାେପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସପରେି କରିବି ଓ ତାହାର କର୍ମାନୁସା ରେ ମୁଁ ତାହାକୁ ପ୍ରତିଫଳ ଦବେି, ଏପରି କୁହ ନାହିଁ।
29 Não digas: Far-lhe-ei o que me fez, pagarei a este homem segundo seus atos.
30 ମୁଁ ଅଳସୁଆର କ୍ଷେତ୍ର ଓ ନିର୍ ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ଦଇେ ଗଲି।
30 Perto da terra do preguiçoso eu passei, junto à vinha de um homem insensato:
31 ମୁଁ ଦେଖିଲି ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି। ବିଛୁଆତି ତହିଁ ଉପ ରେ ବଢ଼ିଅଛି। ତହିଁର ପଥର ପ୍ରାଚୀର ସବୁ ଭାଙ୍ଗିଅଛି।
31 eis que, por toda a parte, cresciam abrolhos, urtigas cobriam o solo, o muro de pedra estava por terra.
32 ତେଣୁ ମୁଁ ଅନାଇଲି, ପୁଣି ମନୋୟୋଗ କଲି, ମୁଁ ଦେଖିଲି ଓ ଉପଦେଶ ପାଇଲି।
32 Vendo isso, refleti; daquilo que havia visto, tirei esta lição:
33 ଦିନ ବେଳେ ଗଡିପଡ଼ି ତୁମ୍ଭର ହାତକୁ ବିଶ୍ରାମ ଦଇେ ତୁମ୍ଭେ ଯଦି ଶାଇେ ରୁହ,
33 um pouco de sono, um pouco de torpor, um pouco cruzando as mãos para descansar
34 ତବେେ ଦରିଦ୍ରତା ତୁମ୍ଭ ଉପରକୁ ଖଳବ୍ଯକ୍ତି ତୁଲ୍ଯ ଏବଂ ତୁମ୍ଭର ଅଭାବ ସସଜ୍ଜ ଲୋକ ପରି ଆସିବ। ଯେଉଁଗୁଡ଼ିକୁ ତୁମ୍ଭେ ପରାସ୍ତ କରିବାକୁ ଅସମର୍ଥ ହବେ।
34 e virá a indigência como um vagabundo, a miséria como um homem armado!
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Provérbios 24, comparar traduções ou montar um estudo — tudo direto pelo WhatsApp.