Provérbios 26
Oriya Bible (GL_ORIYA) vs NTLH
1 ଗ୍ରୀଷ୍ମକାଳ ରେ ହିମ ଓ ଫସଲ ସମୟରେ ବୃଷ୍ଟି ସହେିପରି ମୂର୍ଖକୁ ସମ୍ମାନ ଅନୁପୟୁକ୍ତ ଅଟେ।
1 Elogiar um tolo é tão absurdo como cair neve no verão ou chover no tempo da colheita.
2 ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ଡ଼ାଳ ଚଟିଆ ଡ଼ଉଡ଼ୁଥିବା ବେଳେ ସପରେି ଆକାରଣ ରେ ଦତ୍ତ ଶାପ ନିକଟକୁ ଆ ସେ ନାହିଁ।
2 A maldição não cai sobre quem não merece; ela é como um passarinho que voa sem rumo.
3 ଅଶ୍ବ ପାଇଁ କୋରଡ଼ା, ଗଧ ପାଇଁ ଲଗାମ, ପୁଣି ମୂର୍ଖର ପିଠି ପାଇଁ ବାଡ଼ି ଦରକାର।
3 O chicote foi feito para o cavalo, o freio, para o jumento, e a vara, para as costas de quem não tem juízo.
4 ମୂର୍ଖକୁ ତା'ର ଅଜ୍ଞାନତା ଅନୁସାରେ ଉତ୍ତର ଦିଅ ନାହିଁ। ତୁମ୍ଭେ ଯଦି ଏପରି ଉତ୍ତର ଦିଅ, ତବେେ ତୁମ୍ଭେ ମଧ୍ଯ ତାହାର ତୁଲ୍ଯ ହବେ।
4 Quem dá uma resposta séria a uma pergunta tola é tão tolo como quem a fez.
5 ମୂର୍ଖକୁ ତା'ର ଅଜ୍ଞାନତାନୁସା ରେ ଉତ୍ତର ଦିଅ। ନୋହିଲେ ସେ ଆପଣା ଦୃଷ୍ଟି ରେ ଆପଣାକୁ ଜ୍ଞାନୀ ବୋଧ କରିବ।
5 Responda ao tolo de acordo com a tolice dele para que ele não fique pensando que é sábio.
6 ମୂର୍ଖ ମାଧ୍ଯମ ରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ। ସେ ନିଜ ଉପରକୁ ଅସୁବିଧା ନିଜେ ଆଣେ।
6 Quem manda um tolo dar um recado está procurando problemas; seria melhor que cortasse os próprios pés.
7 ଲେଙ୍ଗଡ଼ୋର ଚରଣ ଯେପରି ଅଦରକାରୀ ଭାବେ ଝୁଲୁଥାଏ, ଅଜ୍ଞାନର ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି।
7 Um provérbio citado por um tolo tem tanto valor como as pernas de um aleijado.
8 ପ୍ରସ୍ତରକୁ ବାଟୁଳି ରେ ବାନ୍ଧିବା ପାଇଁ ଚେଷ୍ଟା କରିବା ଯେପରି ବ୍ଯବହାର୍ୟ୍ଯହୀନ, ସହେିପରି ନିର୍ବୋଧକୁ ସମ୍ମାନ ଦବୋ ଅଟେ।
8 Elogiar um tolo é o mesmo que amarrar a pedra no estilingue .
9 ମତ୍ତଲୋକର ହସ୍ତ ରେ କଣ୍ଟକ ଉଠାୟିବା ଯେପରି, ମୂର୍ଖମାନଙ୍କ ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି ଅଟେ।
9 O tolo, citando um provérbio, é como o bêbado tentando tirar um espinho da mão.
10 ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସପରେି ସହେି ଲୋକ ଯେ ମୂର୍ଖ ପଥିକକୁ ବତନେ ଦିଏ ଓ ଯେ ମଦୁଆକୁ ବତନେ ଦିଏ।
10 O patrão que contrata qualquer tolo que lhe pede emprego acaba prejudicando todos.
11 ଆପଣା ବାନ୍ତି ପ୍ରତି ଫରେିବା କୁକୁରର ଯେପରି, ବାରମ୍ବାର ଆପଣା ଅଜ୍ଞାନତା ରେ କର୍ମ କରିବା ମୂର୍ଖ ସପରେି।
11 O tolo que faz uma tolice pela segunda vez é como um cachorro que volta ao seu vômito.
12 ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ୟିଏ ଭାବେ ସେ ଜ୍ଞାନୀ, ସେତବେେଳେ ସେ ଜ୍ଞାନୀ ନ ଥାଏ।
12 Pode-se esperar mais de um tolo do que de quem pensa que é mais sábio do que é.
13 ଅଳସୁଆ କ ହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।
13 O preguiçoso fica em casa e diz: “Se eu sair, o leão me pega.”
14 କବଜା ରେ ଯେପରି କବାଟ ଝୁଲେ, ଠିକ୍ ସହେିପରି ଅଳସୁଆ ଆପଣା ଶୟ୍ଯା ରେ ଥାଇ ଝୁଲୁଥାଏ।
14 O preguiçoso vira de um lado para outro na cama. Ele é como uma porta que gira nas dobradiças, mas, de fato, não sai do lugar.
15 ଅଳସୁଆ ଥାଳି ରେ ହାତ ବୁଡ଼ାଇ ଆଉଥରେ ତାହା ମୁଖକୁ ନବୋକୁ ଥକିୟାଏ।
15 Existe gente que tem preguiça até de pôr a comida na própria boca.
16 ସାତଜଣ ସୁବିଚାରଶୁଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟି ରେ ଜ୍ଞାନବାନ୍।
16 O preguiçoso acha que ele sozinho sabe mais do que sete homens capazes de dar respostas certas.
17 ଜଣେ ପଥିକ ୟିଏ ୟୁକ୍ତିତର୍କ ରେ ଜଡ଼ିତ ହୁଏ, ଯାହା ତା'ର ସମ୍ପର୍କ ରେ ନ ଥାଏ। ସେ କୁକୁରର କାନ ଧରିବା ଲୋକତୁଲ୍ଯ ଅଟୋ
17 Quem se mete na discussão dos outros é como quem agarra pelas orelhas um cachorro que vai passando.
18 ଆପଣା ପ୍ରତିବେଶୀକି ଯେଉଁଲୋକ ଭୁଲାଇ କ ହେ, ମୁଁ କୌତୁକ କରୁଛି।
18 — ausente —
19 ସେ ଅଗ୍ନିବାଣ, ତୀର ଓ ମୃତ୍ଯୁ ନିକ୍ଷପକୋରୀ ବାତୁଳ ପରି ଅଟେ।
19 — ausente —
20 କାଠ ବିନା ଯେପରି ନିଆଁ ଲିଭିୟାଏ ଏବଂ କଳହକାରୀ ବିନା ବାଜେ କଥା ସ୍ଥଗିତ ହାଇୟୋଏ।
20 Sem lenha o fogo se apaga; sem mexericos a briga se acaba.
21 ଯେପରି ଭାବରେ ଜ୍ବଳନ୍ତା ଅଙ୍ଗାରକୁ ଅଙ୍ଗାର ଆଲୋକ ଦିଏ ଅଗ୍ନିକୁ କାଠ ଠିକ୍ ସହେିପରି ବିବାଦ ବଢ଼ାଇବାକୁ କଳିହୁଡା ଲୋକ ଆରମ୍ଭ କରିଥାଏ।
21 Como carvão sobre as brasas e lenha no fogo, assim é o briguento para atiçar uma briga.
22 ଭର୍ତ୍ସନା ମନପସନ୍ଦ ଖାଦ୍ୟପରି ଅଟେ, ଏହା ଉଦରର ଅନ୍ତରାଳଯକୁ ଚାଲିୟାଏ।
22 Os mexericos são tão deliciosos! Como gostamos de saboreá-los!
23 ଅନୁରାଗୀ କଥା ଓ ମନ୍ଦ ହୃଦଯ ରୂପା ଖାଦ ରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ଯ ଅଟେ।
23 Como o verniz cobre um pote de barro, as palavras fingidas encobrem um coração mau.
24 ଘୃଣାକାରୀ ନିଜ କଥା ରେ କପଟ କରେ, କିନ୍ତୁ ସେ ହୃଦଯ ରେ ପ୍ରବଞ୍ଚନା ରେଖ।
24 O hipócrita que odeia esconde o seu ódio atrás da bajulação.
25 ସେ ମିଷ୍ଟ ସ୍ବର ରେ କହିଲେ, ତାହାକୁ ବିଶ୍ବାସ କର ନାହିଁ। ଯେ ହତେୁ ତା'ର ହୃଦଯ ରେ ସାତଟା ଘୃଣ୍ଯ ବିଷଯ ଥାଏ।
25 Ele pode falar muito bem, mas não acredite no que ele diz porque o seu coração está cheio de ódio.
26 ତାହାର ଘୃଣା କପଟ ରେ ଆପଣାକୁ ଆବୃତ୍ତ କଲେ ହେଁ, ତା'ର ମନ୍ଦତା ସଭା ରେ ପ୍ରକାଶ ପାଏ।
26 Ele pode disfarçar, mas todos acabarão vendo a sua maldade.
27 ଯେ ଗାତ ଖୋଳେ, ସେ ଆପେ ହିଁ ସହେି ଗାତ ରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା ଉପରକୁ ଲେଉଟି ଥାଏ।
27 Quem coloca uma armadilha para os outros acaba caindo nela; quem rola uma pedra será esmagado por ela.
28 ମିଥ୍ଯାବାଦୀ ଜିହ୍ବା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ। ପୁଣି ଚାଟୁବାଦୀ କଥା ସର୍ବନାଶ କରେ।
28 Quem odeia fere os outros com mentiras; as palavras bajuladoras causam desgraças.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Provérbios 26, comparar traduções ou montar um estudo — tudo direto pelo WhatsApp.