Provérbios 2

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ହେ ମାରେ ପୁତ୍ର, ମାରେବାକ୍ଯ ଗ୍ରହଣ କର। ମାରେ ନିର୍ଦ୍ଦେଶ ମନେ କର।
1 Meu filho, preste atenção às minhas palavras e guarde meus mandamentos como um tesouro.
2 ଜ୍ଞାନକୁ ଶୁଣ ଏବଂ ବୁଝିବା ପାଇଁ ତୀକ୍ଷ୍ମ ମନ ପ୍ରଯୋଗ କର।
2 Dê ouvidos à sabedoria e concentre o coração no entendimento.
3 ସୁବିବଚେନା ପ୍ରତି ଡ଼ାକ ପକାଅ। ବୁଦ୍ଧି ନିମନ୍ତେ ଉଚ୍ଚସ୍ବର କର।
3 Clame por inteligência e peça entendimento.
4 ନ୍ଯାଯ ରୂପା ତୁଲ୍ଯ ଅଟେ, ତାକୁ ଖାଜେ। ପୋତାଧନ ପରି ତା'ର ଅନେଷ୍ବଣ କର।
4 Busque-os como a prata, procure-os como a tesouros escondidos.
5 ଯଦି ତୁମ୍ଭେ ଏପରି କର। ତବେେ ତୁମ୍ଭେ ସଦାପ୍ରଭୁଙ୍କ ବିଷଯକ ଭୟ ବୁଝିବ ଓ ପରମେଶ୍ବରଙ୍କ ବିଷଯକ ତତ୍ତ୍ବଜ୍ଞାନ ପାଇବ।
5 Então entenderá o que é o temor do S enhor e obterá o conhecimento de Deus.
6 ଯେ ହତେୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
6 Pois o S enhor concede sabedoria; de sua boca vêm conhecimento e entendimento.
7 ସେ ସତ୍ ଲୋକଙ୍କ ପାଇଁ ତତ୍ତ୍ବଜ୍ଞାନ ସଞ୍ଚଯ କରନ୍ତି। ସେ ନିରୀହ ଲୋକମାନଙ୍କର ଢ଼ାଲ ସ୍ବରୂପ ଅଟନ୍ତି।
7 Ele reserva bom senso aos honestos e é escudo para os íntegros.
8 ସେ ଯେଉଁ ଲୋକମାନେ ନ୍ଯାଯ ପଥରେ ଚାଲନ୍ତି, ସମାନଙ୍କେୁ ରକ୍ଷା କରନ୍ତି ଏବଂ ତାଙ୍କର ପବିତ୍ର ଲୋକମାନଙ୍କର ଗତି ସୁରକ୍ଷିତ କରନ୍ତି।
8 Guarda os caminhos dos justos e protege seus fiéis por onde andam.
9 ତେଣୁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ଯାଯ, ଓ ମଙ୍ଗଳର ପ୍ରେତ୍ୟକକ ସୁପଥ ଜାଣିବ।
9 Então você entenderá o que é certo, justo e imparcial e saberá o bom caminho a seguir.
10 ଜ୍ଞାନ ତୁମ୍ଭ ହୃଦଯ ରେ ପ୍ରବେଶ କରିବ, ବିଦ୍ଯା ତୁମ୍ଭ ପ୍ରାଣର ଆନନ୍ଦଦାୟକ ହବେ।
10 Pois a sabedoria entrará em seu coração, e o conhecimento o encherá de alegria.
11 ଜ୍ଞାନ ତୁମ୍ଭକୁ ରକ୍ଷା କରିବ, ପରିଣାମଦର୍ଶୀତା ତୁମ୍ଭର ପ୍ରହରୀ ହବେ।
11 As escolhas sábias o guardarão, e o entendimento o protegerá.
12 ସତର୍କତା ଓ ବୁଝାମଣା ଦୁଷ୍ଟ ଲୋକମାନଙ୍କ ପରି ଭୁଲ୍ ପଥରେ ଜୀବନଧାରଣରୁ ତୁମ୍ଭକୁ ରକ୍ଷା କରିବ, ଲୋକମାନଙ୍କଠାରୁ, ଯେଉଁମାନେ ମନ୍ଦ କଥା କହନ୍ତି।
12 A sabedoria o livrará das ações dos maus, daqueles cujas palavras são perversas.
13 ସମାନେେ ସତ୍ଯପଥ ପରିତ୍ଯାଗ କରି କୁପଥରେ ବାସ କରନ୍ତି।
13 Eles se afastam do rumo certo e andam por caminhos sombrios.
14 ସମାନେେ ଆନନ୍ଦ ପାଆନ୍ତି, ଯେତବେେଳେ ସମାନେେ କୁକର୍ମ କରନ୍ତି ଏବଂ ମନ୍ଦତାକୁ ସମାନେେ ଉପ ଭୋଗ କରନ୍ତି।
14 Têm prazer em praticar o mal e aplaudem a maldade dos perversos.
15 ସମାନଙ୍କେର ରାସ୍ତା ମାେଡ଼ି ହବୋ ଅବସ୍ଥା, ସମାନଙ୍କେର ରାସ୍ତା ବକ୍ର ଅଟେ।
15 Suas ações são desonestas, e seus caminhos, tortuosos.
16 ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ୟିଏ ବ୍ଯଭିଚାରୀ ଚାଟୁବାଦିନୀ ଲୋକଠାରୁ ମଧ୍ଯ ରକ୍ଷା କରିବ।
16 A sabedoria o livrará da mulher imoral, das palavras sedutoras da promíscua.
17 ସେ ୟୁବାବସ୍ଥା ରେ ବିବାହ କରିଥିବ। କିନ୍ତୁ ସେ ତା'ର ସ୍ବାମୀକୁ ଛାଡ଼ି ଥିବ। ପରମେଶ୍ବରଙ୍କ ଠା ରେ ଶପଥ କରି ବିବାହ କରିଥିବା କଥା ସେ ଭୁଲି ୟିବ।
17 Ela abandona o marido, o companheiro de sua juventude, e ignora a aliança que fez diante de Deus.
18 ଯେଉଁ ରାସ୍ତା ତାହାର ଘର ଆଡ଼କୁ, ତାହାର ମୃତ୍ଯୁ ଆଡ଼କୁ ଗଡ଼ଇବେ। ତୁମ୍ଭେ ଯଦି ତାକୁ ଅନୁସରଣ କର ସେ ତୁମ୍ଭକୁ କବରଖାନାକୁ ଆଗଇେ ନବେ।
18 Entrar na casa dela leva à morte; é a estrada para a sepultura.
19 ସେ ନିଜେ ଏକ କବରପରି, ଯେଉଁମାନେ ତା'ର ନିକଟକୁ ୟାଆନ୍ତି ସମାନେେ ସମାନଙ୍କେର ଜୀବନ ହରାଇବେ, ସମାନେେ ଫରେି ପାରିବେ ନାହିଁ।
19 O homem que a visita está perdido; jamais alcançará os caminhos da vida.
20 ଜ୍ଞାନୀମାନଙ୍କୁ ଅନୁସରଣ କରିବା ପାଇଁ, ଜ୍ଞାନ ତୁମ୍ଭକୁ ସାହାୟ୍ଯ କରିବ। ଉତ୍ତମ ଲୋକର ମାର୍ଗ ଅନୁସରଣ ପାଇଁ, ଜ୍ଞାନ ତୁମ୍ଭର ସହାୟ ହବେ।
20 Portanto, siga os passos dos bons e permaneça nos caminhos dos justos.
21 ସରଳ ଲୋକମାନେ ଦେଶ ରେ ବାସ କରିବେ। ନିର୍ଦ୍ଦୋଶୀମାନେ ତହିଁରେ ରହିବେ।
21 Pois os retos viverão na terra, e os íntegros nela permanecerão.
22 ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହବେେ ଓ ବିଶ୍ବାସଘାତକମାନେ ତହିଁରୁ ଉତ୍ପୀଡ଼ନ ହବେେ।
22 Os perversos, porém, serão eliminados da terra, e os desleais, arrancados dela.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Provérbios 2, comparar traduções ou montar um estudo — tudo direto pelo WhatsApp.