Provérbios 30
Oriya Bible (GL_ORIYA) vs VC
1 ଏଗୁଡ଼ିକ ହେଉଛି ୟାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଈଥୀଯଲେ ଓ ଉକଲଙ୍କ ପାଇଁ ବାର୍ତ୍ତା।
1 Palavras de Agur, filho de Jaque, de Massa. Palavras desse homem: Eu me fatiguei por Deus, estou esgotado por Deus, eis-me entregue.
2 ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧ ଲୋକ। ମାଠାେ ରେ ମନୁଷ୍ଯର ବିବଚେନା ନାହିଁ।
2 Porque eu sou o mais insensato dos homens, não tenho a inteligência de um homem.
3 ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ବରଙ୍କ ବିଷଯ ରେ ମଧ୍ଯ ମାରେ ଜ୍ଞାନ ନାହିଁ।
3 Não aprendi a sabedoria e não conheci a ciência do Santo.
4 କିଏ କବେେ ସ୍ବର୍ଗକୁ ୟାଇଛି ଏବଂ ତଳକୁ ଫରେି ଆସିଛି ? କୌଣସି ଲୋକ ତା'ର ମୁଷ୍ଟି ରେ ବାଯୁକୁ ଏକତ୍ର କରି ନାହିଁ। କୌଣସି ଲୋକ କପଡ଼ା ରେ ସମସ୍ତ ଜଳକୁ ବାନ୍ଧି ନାହିଁ। କୌଣସି ଲୋକ ପୃଥିବୀର ସବୁ ସୀମା ନିରୂପଣ କରି ନାହିଁ। ଯଦି କୌଣସି ଲୋକ ଏହା କରିଛି, ସେ କିଏ ? ତାଙ୍କର ପୁତ୍ରର ନାମ କ'ଣ ?
4 Quem subiu ao céu e quem dele desceu? Quem reteve o vento em suas mãos? Quem envolveu as águas em seu manto? Quem determinou as extremidades da terra? Qual é o seu nome, qual é o nome de seu filho, se é que o sabes?
5 ପରମେଶ୍ବରଙ୍କର ପ୍ରେତ୍ୟକକ ବାକ୍ଯ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠା ରେ ଆଶ୍ରଯ ନିଅନ୍ତି, ସେ ସମାନଙ୍କେର ଢ଼ାଲ ଅଟନ୍ତି।
5 Toda a palavra de Deus é provada, é um escudo para quem se fia nele.
6 ତେଣୁ ପରମେଶ୍ବରଙ୍କର ବାକ୍ଯକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କରନାହିଁ। ଯଦି ତୁମ୍ଭେ ଏପରି କର, ସେ ତୁମ୍ଭକୁ ଶାସ୍ତି ଦବେେ, ଏବଂ ତୁମ୍ଭେ ମିଥ୍ଯା କହୁଛ ବୋଲି ପ୍ରମାଣିତ ହବେ।
6 Não acrescentes nada às suas palavras, para que ele não te corrija e sejas achado mentiroso.
7 ହେ ସଦାପ୍ରଭୁ, ମାରେ ମଲା ପୂର୍ବରୁ ମାେତେ ଦୁଇଟି ବର ଦିଅ।
7 Eu te peço duas coisas, não mas negues antes de minha morte:
8 ମାେତେ ସହାୟ ହୁଅ, ମୁଁ ଯେପରି ମିଥ୍ଯା ନ କ ହେ, ମାେତେ ଅତ୍ଯଧିକ ଧନୀ କି ଅତ୍ଯଧିକ ଗରିବ କର ନାହିଁ। ମାରେ ପ୍ରେତ୍ୟକକ ଦିନର ଆବଶ୍ଯକତା କବଳେ ପୂରଣ କର।
8 afasta de mim falsidade e mentira, não me dês nem pobreza nem riqueza, concede-me o pão que me é necessário,
9 ଯଦି ମାରେ ଆବଶ୍ଯକତାଠାରୁ ଅଧିକ ଥାଏ, ତବେେ ମୁଁ ହୁଏତ ଚିନ୍ତା କରିପା ରେ ଯେ, ମୁଁ ପରମେଶ୍ବରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତବେେ ମୁଁ ଚୋରି ହୁଏତ କରିବି ଓ ପରମେଶ୍ବରଙ୍କ ନାମକୁ ଲଜ୍ଜ୍ଯା ଆଣିବି।
9 para que, saciado, eu não te renegue, e não diga: Quem é o Senhor? Ou que, pobre, eu não roube, e não profane o nome do meu Deus.
10 ଦାସର ପ୍ରଭୁ ସମ୍ମୁଖ ରେ ତା'ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ବାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବଚେନା କରିବ।
10 Não calunies um escravo junto de seu senhor, para que ele não te amaldiçoe e sofras o castigo.
11 କିଛି ଲୋକ ଅଛନ୍ତି ଯେଉଁମାନେ ତାଙ୍କର ପିତାଙ୍କ ବିରୁଦ୍ଧ ରେ କହନ୍ତି। ଏବଂ ସମାନେେ ସମାନଙ୍କେର ମାତାଙ୍କୁ ସମ୍ମାନ ଦଖାଇେ ନାହାନ୍ତି।
11 Há uma raça que amaldiçoa seu pai e que não abençoa sua mãe.
12 କେତକେ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବ ରେ ସମାନେେ ଅତ୍ଯନ୍ତ ଖରାପ ଲୋକ ଅଟନ୍ତି।
12 Há uma raça que se julga pura e que não está limpa de sua mancha.
13 କେତକେ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସମାନେେ ବହୁତ ଭଲ। ସମାନେେ ଭାବନ୍ତି ଅନ୍ୟମାନଙ୍କଠାରୁ ୟଥେଷ୍ଟ ଭଲ।
13 Há uma raça , oh, cujos olhos são altivos, com pálpebras levantadas!
14 କେତକେ ଲୋକ ଅଛନ୍ତି, ସମାନଙ୍କେର ବାକ୍ଯ ଖଣ୍ଡାଧାରଠାରୁ ତୀକ୍ଷ୍ଣ। ସମାନଙ୍କେର ଦାନ୍ତ ଛୁରୀପରି ଅଟେ। ସମାନେେ ଏହାକୁ ଦରିଦ୍ର ଲୋକମାନଙ୍କୁ ଗ୍ରାସ କରିବାକୁ ବ୍ଯବହାର କରନ୍ତି।
14 Há uma raça cujos dentes são espadas e os maxilares, facas, para devorar os desvalidos da terra e os indigentes dentre os homens.
15 କେତକେ ଲୋକ ଅଛନ୍ତି ସମାନେେ ସବୁ ନବୋକୁ ଚାହାଁନ୍ତି। ସମାନେେ ସର୍ବଦା କହନ୍ତି, ମାେତେ ଦିଅ, ମାେତେ ଦିଅ। ଏପରି ତିନୋଟି କଥା ରେ ସମାନେେ ଆଦୌ ସନ୍ତୁଷ୍ଟ ନୁହଁନ୍ତି। ଏବଂ ଚତୁର୍ଥଟି କବେେ ହେଲେ କ ହେ ନାହିଁ, ମାରେ ପାଖ ରେ ୟଥେଷ୍ଟ ଅଛି।
15 A sanguessuga tem duas filhas: Dá! Dá! Há três coisas insaciáveis, quatro mesmo, que nunca dizem: Basta!
16 ମୃତ୍ଯୁର ସ୍ଥାନ, ବନ୍ଧ୍ଯା ସ୍ତ୍ରୀ, ଜଳ ରେ ଅତୃପ୍ତ ଭୂମି ଓ ଅଗ୍ନି ଯେଉଁମାନେ କହନ୍ତି ନାହିଁ, ୟଥେଷ୍ଟ ହେଲା।
16 A habitação dos mortos, o seio estéril, o solo que a água jamais sacia e o fogo que nunca diz: Basta!
17 ଯେଉଁ ବ୍ଯକ୍ତି ତା'ର ପିତାଙ୍କୁ ପରିହାସ କରେ ଓ ତା'ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହବେ। ଏହିପରି ତା ପାଇଁ ହବେ। ତା'ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡ଼ାମରାକାଉମାନେ ସଗେୁଡ଼ିକୁ ଖାଇଯିବେ।
17 Os olhos de quem zomba do pai, de quem se recusa obedecer sua mãe: os corvos da torrente o arrebatarão, os filhos da águia o devorarão.
18 ତିନି କଥା ମାେତେ ରହସ୍ଯ ପରି ଲାଗେ। ପୁଣି ଚାରି କଥା ମୁଁ ଜାଣେ ନାହିଁ।
18 Há três coisas que me são mistério, quatro mesmo, que não compreendo:
19 ଆକାଶ ରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତର ରେ ସର୍ପର ଗତି, ସମୁଦ୍ର ମଧିଅରେ ଜାହାଜର ଗତି, ୟୁବତୀଠା ରେ ପୁରୁଷର ଗତି।
19 O vôo da águia nos céus, o rastejar da cobra no rochedo, a navegação de um navio em pleno mar, o caminho de um homem junto a uma jovem.
20 ସହେିପରି ବ୍ଯଭିଚାରିଣୀ ସ୍ତ୍ରୀର ଗତି। ସେ ଖାଇ ମୁହଁ ପୋଛି ଦିଏ ଓ କ ହେ, ମୁଁ କିଛି ଅଧର୍ମ କରି ନାହିଁ।
20 Tal é o procedimento da mulher adúltera: come, depois limpa a boca, dizendo: Não fiz mal algum.
21 ତିନି କଥାର ଭାର ରେ ପୃଥିବୀ କମ୍ପିତ ହୁଏ। ପୁଣି ଚାରି କଥାର ଭାର ରେ ମଧ୍ଯ ତାହା ସେ ସହିପା ରେ ନାହିଁ।
21 Três coisas fazem tremer a terra, há mesmo quatro que ela não pode suportar:
22 ଦାସର ଭାର ଯେତବେେଳେ ସେ ରାଜତ୍ବ କରେ, ମୂର୍ଖର ଭାର ଯେତବେେଳେ ସେ ଆହାର ରେ ପରିତୃପ୍ତ।
22 um escravo que se torna rei, um tolo que está farto de pão,
23 କହେି ଭଲ ପାଉ ନ ଥିବା ସ୍ତ୍ରୀଲୋକକୁ ଯାହାର ବିବାହ ହାଇୟୋଏ। ଏବଂ ଚାକରାଣୀର ଭାର ଯେତବେେଳେ ସେ ତା'ର ମାଲିକାଣିର ସ୍ଥାନ ନିଏ।
23 uma filha desprezada que se casa, uma serva que suplanta sua senhora.
24 ଚାରି ପ୍ରାଣୀ ପୃଥିବୀ ରେ ସାନ, ମାତ୍ର ସମାନେେ ଅତିଶଯ ଜ୍ଞାନବାନ୍ ଅଟନ୍ତି।
24 Há quatro animais pequenos na terra que, entretanto, são sábios, muito sábios:
25 ପିମ୍ପୁଡ଼ି ଜାତି ଦୁର୍ବଳ ଅଟନ୍ତି, ମାତ୍ର ଅତିଶଯ ଜ୍ଞାନବାନ, ସମାନେେ ଗ୍ରୀଷ୍ମ ସମୟରେ ସମାନଙ୍କେର ଖାଦ୍ୟ ସଞ୍ଚଯ କରି ରଖନ୍ତି।
25 as formigas, povo sem força, que, durante o verão, preparam suas provisões,
26 ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ମାତ୍ର ସମାନେେ ଶୈଳ ରେ ଆପଣାର ବସା ନିର୍ମାଣ କରନ୍ତି।
26 os arganazes, povo sem poder, que fazem sua habitação nos rochedos,
27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସମାନେେ ଦଳବଦ୍ଧ ହାଇେ ଗମନ କରନ୍ତି।
27 os gafanhotos, que não têm rei e avançam todos em bandos,
28 ଝିଟିପିଟି ହସ୍ତଦ୍ବାରା ଧ ରେ, ତଥାପି ସେ ରାଜାର ଅଟ୍ଟାଳିକା ରେ ଥାଏ।
28 a lagartixa, que se pode pegar na mão e penetra nos palácios reais.
29 ତିନିପ୍ରାଣୀ ଗୌରବଶାଳୀ ଅଟନ୍ତି, ଯେତବେେଳେ ସମାନେେ ସୈନିକ ରୀତି ରେ ଅଗ୍ରସର ହୁଅନ୍ତି। ପୁଣି ଚାରିପ୍ରାଣୀ ଗୌରବଶାଳୀ ଅଟନ୍ତି ଯେତବେେଳେ ସମାନେେ ଚାଲନ୍ତି।
29 Há três coisas que têm bela aparência, quatro mesmo, que andam garbosamente:
30 ସମସ୍ତ ପଶୁମାନଙ୍କ ମଧିଅରେ ସବୁଠୁ ଶକ୍ତିଶାଳୀ ସିଂହ, କାହାକୁ କବେେ ଭୟ କରେ ନାହିଁ।
30 O leão, o mais bravo dos animais, que não recua diante de nada,
31 ୟୁଦ୍ଧାଶ୍ବ, ଛାଗ ଓ ରାଜା ଯାହା ବିରୁଦ୍ଧ ରେ କହେି ଉେଠ ନାହିଁ।
31 o animal cingido pelos rins, o bode e o rei acompanhado de seu exército.
32 ଯଦି ତୁମ୍ଭେ ଆପଣାକୁ ଉଚ୍ଚ କରିବା ରେ ମୂଢ଼ର କର୍ମ କରିଥାଅ, କିମ୍ବା ଯଦି କୁକଳ୍ପନା କରୁଥାଅ, ତବେେ ଆପଣା ମୁଖ ରେ ହାତ ଦିଅ।
32 Se tiveres a asneira de elevar-te a ti mesmo, refletindo nisso, depois, põe tua mão à boca,
33 କାରଣ ଯେପରି ଦୁଗ୍ଧମନ୍ଥନରୁ ଲହୁଣୀ ବାହା ରେ ଓ ନାସିକା ମନ୍ଥନ ରେ ରକ୍ତ ବାହା ରେ, ଠିକ୍ ସହେିପରି କୋର୍ଧ ମନ୍ଥନ ରେ ବିବାଦ ବାହା ରେ।
33 porque quem comprime o leite, tira dele a manteiga, quem aperta o nariz, faz jorrar o sangue, quem provoca a cólera, promove a disputa.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Provérbios 30, comparar traduções ou montar um estudo — tudo direto pelo WhatsApp.