Provérbios 6

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ହେ ମାରେ ପୁତ୍ର, ଅନ୍ୟ ଲୋକର ଋଣ ରେ ତୁମ୍ଭେ ମଧ୍ଯସ୍ଥି ହୁଅ ନାହିଁ। ଅନ୍ୟର ଋଣ ପରିଶାଧେ କରିବା ପାଇଁ ପ୍ରତିଜ୍ଞା କର ନାହିଁ। ସେ ସାଙ୍ଗ ହେଉ କି ଜଣେ ଅଜଣା ଆଗନ୍ତୁକ ହେଉ ?
1 Filho, você é fiador de alguém?
2 ଯଦି ତୁମ୍ଭେ କର, ତବେେ ତୁମ୍ଭେ ଆପଣା ପ୍ରତିଜ୍ଞା ଦ୍ବାରା ଫାନ୍ଦ ରେ ପଡ଼ିଅଛ ଓ ଆପଣା କଥା ପାଇଁ ଧରାୟାଇ ଅଛ।
2 Deu a sua palavra e ficou preso na promessa que fez?
3 ତୁମ୍ଭେ ଆପଣାକୁ ଏଥିରୁ ଉଦ୍ଧାର କର। ଯେ ହତେୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହାଇେଅଛ। ୟାଅ ଆପଣାକୁ ନମ୍ରକରି ତୁମ୍ଭ ପ୍ରତିବେଶୀକି ବାରମ୍ବାର ବୀନତି କର। ସେ ଋଣରୁ ତୁମ୍ଭକୁ ମୁକ୍ତ କରୁ।
3 Então, meu filho, agora você está nas mãos dessa pessoa. Mas há um jeito de sair disso: vá logo e peça que ela livre você dessa obrigação.
4 ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ୟାଅ ନାହିଁ।
4 Não durma, nem descanse;
5 ଆପଣାକୁ ଉଦ୍ଧାର କର, ଯେପରି ହରିଣ ବ୍ଯାଧଠାରୁ ଦୌଡ଼ି ପଳାଏ ଓ ପକ୍ଷୀମାନେ ଫାସରୁ ରହିୟାଆନ୍ତି।
5 saia dessa armadilha, como um passarinho ou uma gazela escapa do caçador.
6 ହେ ଅଳସୁଆ ଲୋକମାନେ ! ତୁମ୍ଭେ ପିମ୍ପୁଡ଼ି ନିକଟକୁ ୟାଅ। ଦେଖ, ପିମ୍ପୁଡ଼ିମାନେ କିପରି କର୍ମ କରୁଛନ୍ତି। ସମାନଙ୍କେଠାରୁ ଶିଖ ଓ ସମାନଙ୍କେର ଉଦାହରଣରୂପେ କାର୍ୟ୍ଯ କର।
6 Preguiçoso, aprenda uma lição com as formigas!
7 ପିମ୍ପୁଡ଼ିମାନଙ୍କର ନେତା କି ନିରୀକ୍ଷକ କିଅବା ଶାସକ କହେି ନ ଥାନ୍ତି।
7 Elas não têm líder, nem chefe, nem governador,
8 ସମାନେେ ଗ୍ରୀଷ୍ମକାଳ ରେ ଖାଦ୍ୟକୁ ଏକତ୍ର କରନ୍ତି ଏବଂ ଶୀତକାଳ ରେ ପ୍ରଚୁର ପରିମାଣ ରେ ସମାନେେ ଖାଦ୍ୟ ସଂଗୃହୀତ କରିଥାନ୍ତି।
8 mas guardam comida no verão, preparando-se para o inverno.
9 ହେ ଅଳସୁଆ ଲୋକମାନେ, କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ସଠାେ ରେ ପଡ଼ି ରହିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ ?
9 Preguiçoso, até quando você vai ficar deitado? Quando vai se levantar?
10 ଅଳସୁଆମାନେ କହନ୍ତି, ଆଉ ଟିକିଏ ଶାଇେବି, ଆଉ ଟିକିଏ ଢୁଳାଏ। ଆଉ ଟିକିଏ ନିଦ୍ରା ୟିବା ପାଇଁ ଭିଡ଼ିମାେଡ଼ି ହୁଏ।
10 Então o preguiçoso diz: “Eu vou dormir somente um pouquinho, vou cruzar os braços e descansar mais um pouco.”
11 କିନ୍ତୁ ସେ ଶାଇେ ରହେ ଓ ଆଉ ଶୋଇ ରହେ। ସେ ଦରିଦ୍ରରୁ ଦରିଦ୍ରତର ହାଇୟୋଏ। ଖୁବ୍ଶୀଘ୍ର ତା'ର ଆଉ କିଛି ନ ଥାଏ। ଅଳସୁଆମୀ ଖଣ୍ଟ ପରି ତୁମ୍ଭର ସମସ୍ତ ଧନ ଏକାଥରେ ଛଡ଼ାଇ ନବେ।
11 Mas, enquanto ele dorme, a pobreza o atacará como um ladrão armado.
12 ପାପାଧମ ବ୍ଯକ୍ତି, ଅପରାଧୀ ମନୁଷ୍ଯ ସର୍ବଦା ମିଥ୍ଯା କଥା କହନ୍ତି।
12 Os homens maus e sem valor vivem dizendo mentiras.
13 ସେ ଆଖି ରେ ଠା ରେ, ସେ ଗୋଡ଼ ରେ ଓ ଅଙ୍ଗୁଳି ଦ୍ବାରା ସଙ୍କତେ କରେ।
13 Piscam e fazem gestos para enganar os outros.
14 ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।
14 As suas mentes perversas estão sempre planejando o mal, e eles espalham confusão por toda parte.
15 କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହବେ। ସେ ଆକସ୍ମିକ ଶୀଘ୍ର ବିନାଶ ହବେ। ଏବଂ ତାଙ୍କୁ କିଛି ଉପାଯ ମିଳିବ ନାହିଁ।
15 Por isso a desgraça cairá de repente sobre eles, e não poderão escapar. o olhar orgulhoso, a língua mentirosa, mãos que matam gente inocente, a mente que faz planos perversos, pés que se apressam para fazer o mal, a testemunha falsa que diz mentiras e a pessoa que provoca brigas entre amigos.
16 ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।
16 — ausente —
17 ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।
17 — ausente —
18 ହୃଦଯ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବଗଗୋମୀ ଚରଣ।
18 — ausente —
19 ମିଥ୍ଯା ସାକ୍ଷୀ, ଯେ ମିଥ୍ଯା କହି ଭାଇମାନଙ୍କ ମଧିଅରେ କଳିର ବୀଜ ବୁଣେ।
19 — ausente —
20 ହେ ମାରେ ପୁତ୍ର, ଆପଣା ପିତାର ଆଜ୍ଞା ପାଳନ କର। ଏବଂ ମାତାର ଉପଦେଶ ଭୁଲ ନାହିଁ।
20 Filho, faça o que o seu pai diz e nunca esqueça o que a sua mãe ensinou.
21 ସମାନଙ୍କେର ଆଜ୍ଞାସବୁ ଏବଂ ଶିକ୍ଷାଗୁଡ଼ିକ ସର୍ବଦା ମନେ ରଖ। ତାହାକୁ ତୁମ୍ଭ ହୃଦଯ ରେ ବାନ୍ଧି ରଖ ଏବଂ ତାହାକୁ ତୁମ୍ଭର ଗଳାର ଫୁଲହାର ପରି ବାନ୍ଧ।
21 Guarde sempre as suas palavras bem-gravadas no coração.
22 ଯେତବେେଳେ ତୁମ୍ଭେ ଚାଲିବ, ସମାନଙ୍କେର ଶିକ୍ଷାଗୁଡ଼ିକ ତୁମ୍ଭକୁ ପଥ ଦଖାଇବେେ। ଯେତବେେଳେ ତୁମ୍ଭେ ଶଯନ କରିବାକୁ ୟିବ ସମାନେେ ତୁମ୍ଭର ପ୍ରହରୀ ହବେ। ଯେତବେେଳେ ତୁମ୍ଭେ ଜାଗ୍ରତ ହବେ, ସମାନେେ ତୁମ୍ଭ ସହ ଆଳାପ କରିବେ।
22 Os seus ensinamentos o guiarão quando você viajar, protegerão você de noite e aconselharão de dia.
23 ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଳାଇ ନବେ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଳାଇ ନବେ।
23 As suas instruções são uma luz brilhante, e a sua correção ensina a viver.
24 ସମାନଙ୍କେର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଚାଟୁବାକ୍ଯଠାରୁ ଦୂ ରଇେ ରଖୁ।
24 Elas livrarão você da mulher imoral e das suas palavras sedutoras.
25 ତୁମ୍ଭ ହୃଦଯ ରେ ସହେି ସୁନ୍ଦର ସ୍ତ୍ରୀର ସୌନ୍ଦର୍ୟ୍ଯକୁ ଲୋଭ କର ନାହିଁ। ତା'ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।
25 Não seja tentado pela sua beleza, nem caia na armadilha dos seus olhos tentadores.
26 ବ୍ଯଭିଚାରିଣୀକୁ ପାଉଁରୋଟୀର ଦାମ ଦବୋକୁ ପଡ଼ିବ, ଅନ୍ୟ ଜଣଙ୍କ ସ୍ତ୍ରୀ ପାଇଁ ତୁମ୍ଭ ଜୀବନର ଦାମ ଦବୋକୁ ପଡ଼ିବ।
26 Qualquer homem pode ter uma prostituta por pouco dinheiro, mas o adultério custará a ele a sua própria vida.
27 ଯଦି କହେି ଲୋକ ତା'ର ବକ୍ଷ ଦେଶ ରେ ନିଆଁ ରଖିବ, ତବେେ ତାହା ପୋଡ଼ି ୟିବ।
27 Será que você pode carregar fogo no colo sem queimar a roupa?
28 ଯଦି କହେି ଲୋକ ଜ୍ବଳନ୍ତା ଅଙ୍ଗାର ଉପ ରେ ଚାଲେ, ତବେେ ତା'ର ପାଦ ପୋଡ଼ିୟିବ।
28 Será que você pode andar em cima de brasas sem queimar os pés?
29 ଏହା ଠିକ୍ ସହେିପରି ହବେ, ଯଦି ତୁମ୍ଭେ ପର ସ୍ତ୍ରୀ ସହିତ ଶଯନ କରିବ। ଯେକହେି ଏହା ଇଚ୍ଛା କରେ ଦଣ୍ଡିତରୁ ପଳାଇ ୟାଇପାରିବ ନାହିଁ।
29 O homem que dorme com a mulher de outro corre esse mesmo perigo. Quem fizer isso terá de sofrer muito.
30 ଭୋକିଲା ୟୋଗୁ ଯଦି ଚୋରି କରେ। ତବେେ ଲୋକେ ତାକୁ ଘୃଣା କରିବେ।
30 Quem rouba comida para matar a fome não é desprezado.
31 ମାତ୍ର ଯଦି ଧରାପଡ଼େ, ତବେେ ତାକୁ ସାତଗୁଣ ଫରୋଇବାକୁ ପଡ଼େ। ଆପଣା ଗୃହର ସର୍ବସ୍ବ ତାକୁ ଦବୋକୁ ହବେ।
31 Porém, se é apanhado, tem de pagar sete vezes mais: ele precisa entregar tudo o que tem.
32 ଜଣେ ବ୍ଯଭୀଚାରୀ ଲୋକ ନିର୍ବୋଧ ଅଟେ। ସେ ତା'ର ନିଜର ବିନାଶ ଆଣିବ।
32 No entanto o homem que comete adultério não tem juízo; ele está se destruindo a si mesmo.
33 ଲୋକମାନେ ଏଥିପାଇଁ ନିଜର ସମସ୍ତ ସମ୍ମାନ ହରନ୍ତି। ତା'ର କଳଙ୍କ ମାର୍ଜିତ ହବେ ନାହିଁ।
33 Passará vergonha, levará uma surra e ficará desmoralizado para sempre.
34 ସହେି ସ୍ତ୍ରୀର ସ୍ବାମୀ ନିତ୍ଯାନ୍ତ ଇର୍ଷାପରାଯଣ ହବେ। ତା'ର ସ୍ବାମୀ ନିତ୍ଯାନ୍ତ କୋରଧତ ହବେ। ପ୍ରତିହିଂସା କରିବା ବେଳେ ସେ କିଛି ମାନିବ ନାହିଁ।
34 Porque o ciúme faz o marido ficar furioso, e a sua vingança não tem limites.
35 ଯେ କୌଣସି ମୂଲ୍ଯ ତା'ର କୋର୍ଧକୁ ଶାନ୍ତ କରିପାରିବ ନାହିଁ। ଯେତେ ଅର୍ଥ ଦେଲେ ବି ତା'ର କୋରଧ ଶାନ୍ତ ହବେ ନାହିଁ।
35 Ele não aceitará nenhum pagamento; e mesmo uma porção de presentes não acabará com a sua raiva.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Provérbios 6, comparar traduções ou montar um estudo — tudo direto pelo WhatsApp.