Romanos 13
Oriya Bible (GL_ORIYA) vs ACF
1 ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।
1 Toda a alma esteja sujeita às potestades superiores; porque não há potestade que não venha de Deus; e as potestades que há foram ordenadas por Deus.
2 ଅତଏବ ଅଧିକାର ବି ରୋଧ କରୁଥିବା ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ଆଜ୍ଞାର ବିରୋଧୀ। ଏପରି ବି ରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ଯବସ୍ଥା କରିଥାଏ।
2 Por isso quem resiste à potestade resiste à ordenação de Deus; e os que resistem trarão sobre si mesmos a condenação.
3 ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।
3 Porque os magistrados não são terror para as boas obras, mas para as más. Queres tu, pois, não temer a potestade? Faze o bem, e terás louvor dela.
4 ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ବରଙ୍କ ସବେକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦବୋ କ୍ଷମତା ଅଛି, ସେ ସହେି କ୍ଷମତାର ପ୍ରଯୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦବେେ।
4 Porque ela é ministro de Deus para teu bem. Mas, se fizeres o mal, teme, pois não traz debalde a espada; porque é ministro de Deus, e vingador para castigar o que faz o mal.
5 ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ଯ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହବେ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଯାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।
5 Portanto é necessário que lhe estejais sujeitos, não somente pelo castigo, mas também pela consciência.
6 ଏହି ଦୃଷ୍ଟିରୁ ତୁମ୍ଭମାନେେ ସରକାରକୁ କର ମଧ୍ଯ ଦିଅ। ସମାନେେ ପରମେଶ୍ବରଙ୍କ ସବୋ ରେ ରହିଛନ୍ତି, ଏବଂ ସହେି କାର୍ୟ୍ଯ କରିବା ପାଇଁ ନିଜର ସଂପୂର୍ଣ ସମୟ ଦେଉଛନ୍ତି।
6 Por esta razão também pagais tributos, porque são ministros de Deus, atendendo sempre a isto mesmo.
7 ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।
7 Portanto, dai a cada um o que deveis: a quem tributo, tributo; a quem imposto, imposto; a quem temor, temor; a quem honra, honra.
8 କାହାର ଋଣୀ ହୁଅ ନାହିଁ। କିନ୍ତୁ ପରପ୍ପର ପ୍ରତି ପ୍ ରମରେ ଋଣ ରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବେଶୀକୁ ପ୍ ରମେ କରେ ସେ ସଂପୂର୍ଣ ବ୍ଯବସ୍ଥା ମାନିଛି।
8 A ninguém devais coisa alguma, a não ser o amor com que vos ameis uns aos outros; porque quem ama aos outros cumpriu a lei.
9 ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।
9 Com efeito: Não adulterarás, não matarás, não furtarás, não darás falso testemunho, não cobiçarás; e se há algum outro mandamento, tudo nesta palavra se resume: Amarás ao teu próximo como a ti mesmo.
10 ପ୍ ରମେ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ ରମେ କରିବା ସଂପୂର୍ଣ ବ୍ଯବସ୍ଥା ପାଳନର ସମକକ୍ଷ।
10 O amor não faz mal ao próximo. De sorte que o cumprimento da lei é o amor.
11 ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।
11 E isto digo, conhecendo o tempo, que já é hora de despertarmos do sono; porque a nossa salvação está agora mais perto de nós do que quando aceitamos a fé.
12 'ରାତି' ପ୍ରାଯଃ କଟି ଗଲାଣି। 'ଦିନ' ପ୍ରାଯଃ ଏହିଠା ରେ। ଅତଏବ ଅନ୍ଧକାର ରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ। ଆମ୍ଭେ ପ୍ରକାଶ ରେ ହେଉଥିବା ଭଲ କାମ କରିବାପାଇଁ ପ୍ରସ୍ତୁତ କରିବା ଉଚିତ।
12 A noite é passada, e o dia é chegado. Rejeitemos, pois, as obras das trevas, e vistamo-nos das armas da luz.
13 ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ। ଆମ୍ଭେ ଖର୍ଚ୍ଚାନ୍ତ ରସରଙ୍ଗ ରେ ମାତିବା ଠିକ୍ ନୁହେଁ। ମାତାଲ ହବୋ ଉଚିତ ନୁହେଁ। ୟୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସ ରେ ଲିପ୍ତ ହବୋ ଠିକ୍ ନୁହେଁ। ୟୁକ୍ତି ତର୍କ କରିବା ଓ ଇର୍ଷାଳୁ ହାବୋ ଉଚିତ୍ ନୁହେଁ।
13 Andemos honestamente, como de dia; não em glutonarias, nem em bebedeiras, nem em desonestidades, nem em dissoluções, nem em contendas e inveja.
14 ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।
14 Mas revesti-vos do Senhor Jesus Cristo, e não tenhais cuidado da carne em suas concupiscências.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Romanos 13, comparar traduções ou montar um estudo — tudo direto pelo WhatsApp.