Romanos 15

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଆମ୍ଭେ ଆମ୍ଭର ବିଶ୍ବାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାୟ୍ଯ କରିବା ଉଚିତ ଏବଂ ସମାନଙ୍କେର ଦୁର୍ବଳତାରୁ ସମାନଙ୍କେୁ ଉଦ୍ଧାର କରିବା। ଆମ୍ଭେ କବଳେ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରିବା ଉଚିତ ନୁହେଁ।
1 Ora nós, que somos fortes, devemos suportar as fraquezas dos fracos, e não agradar a nós mesmos.
2 ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ। ସମାନଙ୍କେ ବିଶ୍ବାସକୁ ବଳବାନ କରିବା ଓ ବଢାଇବା ଦୃଷ୍ଟିରୁ ଆମ୍ଭେ ସମାନଙ୍କେ ପାଇଁ କଣ ଭଲ ତାହା ଭାବିବା ଉଚିତ।
2 Portanto cada um de nós agrade ao seu próximo, visando o que é bom para edificação.
3 ଖ୍ରୀଷ୍ଟ ମଧ୍ଯ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟାକରି ନଥିଲେ। ତାହାଙ୍କ ବିଷୟ ରେ ଶାସ୍ତ୍ର କୁ ହେ: ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସମାନେେ ମାରେ ବି ଅପମାନ କରିଛନ୍ତି।
3 Porque também Cristo não se agradou a si mesmo, mas como está escrito: Sobre mim caíram as injúrias dos que te injuriavam.
4 ଶାସ୍ତ୍ର ରେ ଯେଉଁ କଥା ମାନ ଲଖାେ ଅଛି, ସଗେୁଡିକ ଦ୍ବାରା ଆମ୍ଭର ର୍ଧୈୟ୍ଯ ଓ ଶକ୍ତି ବଢେ ଓ ଆମ୍ଭେ ଭରସା ଲାଭ କରୁ।
4 Porquanto, tudo que dantes foi escrito, para nosso ensino foi escrito, para que, pela constância e pela consolação provenientes das Escrituras, tenhamos esperança.
5 ର୍ଧୈୟ୍ଯ ଓ ଶକ୍ତି ପରମେଶ୍ବରଙ୍କ ଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ବରଙ୍କ ଠା ରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗ ରେ ମିଳିମିଶି ରୁହ।
5 Ora, o Deus de constância e de consolação vos dê o mesmo sentimento uns para com os outros, segundo Cristo Jesus.
6 ତା' ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ବରଙ୍କୁ ମହିମା ପ୍ରଦାନ କରି ପାରିବ।
6 Para que unânimes, e a uma boca, glorifiqueis ao Deus e Pai de nosso Senhor Jesus Cristo.
7 ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେ ମାନେ ପରସ୍ପରକୁ ଗ୍ରହଣ କର।
7 Portanto recebei-vos uns aos outros, como também Cristo nos recebeu, para glória de Deus.
8 ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।
8 Digo pois que Cristo foi feito ministro da circuncisão, por causa da verdade de Deus, para confirmar as promessas feitas aos pais;
9 ଅଣଯିହୂଦୀ ଲୋକେ, ପରମେଶ୍ବରଙ୍କ ଦ୍ବାରା ପ୍ରଦତ୍ତକରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ଯ ସେ ଏହା କଲେ। ଶାସ୍ତ୍ର କୁ ହେ:
9 e para que os gentios glorifiquem a Deus pela sua misericórdia, como está escrito: Portanto eu te louvarei entre os gentios, e cantarei ao teu nome.
10 ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,
10 E outra vez diz: Alegrai-vos, gentios, juntamente com o povo.
11 ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,
11 E ainda: Louvai ao Senhor, todos os gentios, e louvem-no, todos os povos.
12 ୟିଶାଇୟ ମଧ୍ଯ କୁହନ୍ତି,
12 E outra vez, diz também Isaías: Haverá a raiz de Jessé, aquele que se levanta para reger os gentios; nele os gentios esperarão.
13 ମୁଁ ସମସ୍ତ ଭରସା ସୋର୍ତ ପରମେଶ୍ବରଙ୍କ ଠା ରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ବାସ କାରଣରୁ ତୁମ୍ଭ ଜୀବନ ରେ ସମ୍ପୂର୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ର ଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନ ରେ ଝରିବ।
13 Ora, o Deus de esperança vos encha de todo o gozo e paz na vossa fé, para que abundeis na esperança pelo poder do Espírito Santo.
14 ମାେ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେ ମାନେ ଭଲ ଗୁଣ ରେ ପରିପୂର୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେ ମାନେ ପରସ୍ପରକୁ ଶିକ୍ଷା ଦଇେ ପାରିବ।
14 Eu, da minha parte, irmãos meus, estou persuadido a vosso respeito, que vós já estais cheios de bondade, cheios de todo o conhecimento e capazes, vós mesmos, de admoestar-vos uns aos outros.
15 କିନ୍ତୁ ପୁନର୍ବାର ମନେ ପକାଇବା ପାଇଁ ମୁଁ ଖୋଲାଖାଲିେ ଭାବେ କେତକେ ବିଷୟ ରେ ଲେଖିଥିଲି। ପରମେଶ୍ବରଙ୍କ ଠାରୁ ବିଶଷେ ଅନୁଗ୍ରହଦାନ ପାଇଥିବାରୁ, ମୁଁ ଏପରି କଲି।
15 Mas em parte vos escrevo mais ousadamente, como para vos trazer outra vez isto à memória, por causa da graça que por Deus me foi dada,
16 ପରମେଶ୍ବର ମାେତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସବେକ ହାଇେ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିୟୁକ୍ତି କଲେ। ସେ ମାେତେ ସୁସମାଗ୍ଭର ଶିକ୍ଷା ଦବୋର କାର୍ୟ୍ଯ କରିବା ନିମନ୍ତେ ନିୟୁକ୍ତି କଲେ। ଏପରି କରିବା ଉବ୍ଦେଶ୍ଯ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ବରୂପ ହବେେ ଯାହା କି ପରମେଶ୍ବର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ବରଙ୍କ ପାଇଁ ପବିତ୍ର ଆତ୍ନା ଦ୍ବାରା ପବିତ୍ର କରାଗଲା।
16 para ser ministro de Cristo Jesus entre os gentios, ministrando o evangelho de Deus, para que sejam aceitáveis os gentios como oferta, santificada pelo Espírito Santo.
17 ମୁଁ ଗର୍ବକରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠା ରେ ରହି ମୁଁ ପରମେଶ୍ବରଙ୍କ ସବୋ କରିଛି।
17 Tenho, portanto, motivo para me gloriar em Cristo Jesus, nas coisas concernentes a Deus;
18 ମୁଁ ନିଜେ କରିଥିବା କାର୍ୟ୍ଯ ବିଷୟ ରେ କିଛି କହିବି ନାହିଁ। ମୁଁ କବଳେ ସହେି କଥା ଗୁଡିକ କହିବି, ଯାହା ଖ୍ରୀଷ୍ଟୟିଶୁ ମାେ ଦ୍ବାରା କରିଛନ୍ତି ୟବ୍ଦ୍ବାରା ଅଣଯିହୂଦୀମାନେ ପରମେଶ୍ବରଙ୍କ ବାଧ୍ଯ ହବେେ। ସମାନେେ ମାେ କଥା ଓ କାର୍ୟ୍ଯ ପାଇଁ ପରମେଶ୍ବରଙ୍କୁ ମାନିଛନ୍ତି।
18 porque não ousarei falar de coisa alguma senão daquilo que Cristo por meu intermédio tem feito, para obediência da parte dos gentios, por palavra e por obras,
19 ସମାନେେ ଆଶ୍ଚର୍ୟ୍ଯ କର୍ମ ଓ ଅଭୂତ ଘଟଣା ମାଧ୍ଯମ ରେ ପବିତ୍ର ଆତ୍ମାଙ୍କର ଶକ୍ତି ରେ ପରମେଶ୍ବରଙ୍କୁ ମାନିଛନ୍ତି। ମୁଁ ୟିରୂଶାଲମ ଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳ ରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମାରେ ସହେି କାର୍ୟ୍ଯ ସମାପ୍ତ କଲି।
19 pelo poder de sinais e prodígios, no poder do Espírito Santo; de modo que desde Jerusalém e arredores, até a Ilíria, tenho divulgado o evangelho de Cristo;
20 ମୁଁ ସହେି ଜାଗାମାନଙ୍କ ରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠା ରେ ଖ୍ରୀଷ୍ଟଙ୍କର ନାମ ମଧ୍ଯ ଲୋକମାନେ ଶୁଣି ନାହାଁନ୍ତି। ଏପରି କରିବା ଉଲେଖ୍ଯ ଯେ, ଅନ୍ୟ ଲୋକ ଦ୍ବାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ୟ୍ଯକୁ ଯେପରି ମୁଁ ଆଉଥରେ ନ କରେ।
20 deste modo esforçando-me por anunciar o evangelho, não onde Cristo houvera sido nomeado, para não edificar sobre fundamento alheio;
21 କିନ୍ତୁ ଶାସ୍ତ୍ର ରେ ଏହିପରି ଲଖାେ ହଇେଛି:
21 antes, como está escrito: Aqueles a quem não foi anunciado, o verão; e os que não ouviram, entenderão.
22 ସେଥିପାଇଁ ଅନକେ ଥର ମାେତେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଅଟକାଇ ଦିଆ ଯାଇଛି।
22 Pelo que também muitas vezes tenho sido impedido de ir ter convosco;
23 ଏବେ ଏହି ଅଂଚଳ ରେ ମୁଁ ମାରେ କାର୍ୟ୍ଯ ସମାପ୍ତ କରି ସାରିଛି। ବିଗତ ଅନକେ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି।
23 mas agora, não tendo mais o que me detenha nestas regiões, e tendo já há muitos anos grande desejo de ir visitar-vos,
24 ଅତଏବ ମୁଁ ଯେତବେେଳେ ସ୍ପନକେୁ ୟିବି, ସେତବେେଳେ ତୁମ୍ଭମାନଙ୍କୁ ଦଖାେ କରିବି। ଆଶା କରେ ଯେ ସ୍ପନକେୁ ୟିବାବାଟରେ ମୁଁ ତୁମ୍ଭମାନଙ୍କୁ ଦଖାେ କରିବି ସଠାେରେ ରହିବି ଓ ଆନନ୍ଦ ଉପ ଭୋଗ କରିବି। ତୁମ୍ଭମାନେେ ମାେତେ ମାରେ ଯାତ୍ରା ରେ ମଧ୍ଯ ସାହାୟ୍ଯ କରି ପାରିବ।
24 eu o farei quando for à Espanha; pois espero ver-vos de passagem e por vós ser encaminhado para lá, depois de ter gozado um pouco da vossa companhia.
25 ପରମେଶ୍ବରଙ୍କ ଲୋକଙ୍କ ସବୋ ରେ ଏବେ ମୁଁ ୟିରୁଶାଲମ ଯାଉଛି।
25 Mas agora vou a Jerusalém para ministrar aos santos.
26 ୟିରୁଶାଲମଠା ରେ ଥିବା ପରମେଶ୍ବରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାଯାର ବିଶ୍ବାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସମାନେେ ସମାନଙ୍କେର ସହାୟ ହାଇପୋରିବେ।
26 Porque pareceu bem à Macedônia e à Acaia levantar uma oferta fraternal para os pobres dentre os santos que estão em Jerusalém.
27 ସମାନେେ ଖୁସି ରେ ଏହା କରିଛନ୍ତି। ଏହା ସମାନଙ୍କେର କର୍ତ୍ତବ୍ଯ ମଧ୍ଯ ଅଟେ। କାରଣ ଯିହୂଦୀମାନଙ୍କର ଆତ୍ମିକ ଆଶୀର୍ବାଦର ଅଂଶ ଅଣଯିହୂଦୀମାନେ ପାଇଛନ୍ତି। ଅତଏବ ଯିହୂଦୀମାନଙ୍କର ଉନ୍ନତି ପାଇଁ ଅଣଯିହୂଦୀମାନେ ସମାନଙ୍କେର ଜାଗତିକ ଆଶୀର୍ବାଦକୁ ବ୍ଯବହାର କରିବା ଉଚିତ।
27 Isto pois lhes pareceu bem, como devedores que são para com eles. Porque, se os gentios foram participantes das bênçãos espirituais dos judeus, devem também servir a estes com as materiais.
28 ଅତଏବ, ମୁଁ ଏହି ସବୋମୂଳକ କର୍ମ ଏକାଠି ଶଷେ କରିସାରିବା ପରେ ଏବଂ ଏହି ଧନକୁ ସୁରକ୍ଷିତ ଭାବରେ ୟିରୁଶାମଲର ଗରିବମାନଙ୍କୁ ଦଲୋ ପରେ ତୁମ୍ଭମାନଙ୍କ ନଗର ବାଟ ଦଇେ ସ୍ପନେ ୟିବି। ଗଲା ବାଟରେ ମୁଁ ତୁମ୍ଭମାନଙ୍କୁ ଦଖାେ କରିବି ଓ ସଠାେରେ ରହିବି।
28 Tendo, pois, concluído isto, e havendo-lhes consignado este fruto, de lá, passando por vós, irei à Espanha.
29 ମୁଁ ଜାଣେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତବେେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ ଆଶୀର୍ବାଦ ନଇେ ଆସିବି।
29 E bem sei que, quando for visitar-vos, chegarei na plenitude da bênção de Cristo.
30 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ୟିଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଅନୁ ରଧେ କରେ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ମାେ ପାଇଁ ପ୍ରାର୍ଥନା କରିବା ଦ୍ବାରା ମାେତେ ସାହାୟ୍ଯ କର। ତୁମ୍ଭମାନେେ ପ୍ରଭୁ ୟିଶୁ ଓ ଆତ୍ମାର ପ୍ ରମେ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।
30 Rogo-vos, irmãos, por nosso Senhor Jesus Cristo e pelo amor do Espírito, que luteis juntamente comigo nas vossas orações por mim a Deus,
31 ପ୍ରାର୍ଥନା କର ଯେ, ମୁଁ ଯିହୁଦାଠା ରେ ଅବିଶ୍ବାସୀଲୋକମାନଙ୍କ କବଳରୁ ରକ୍ଷା କରିବି। ଏବଂ ଏଥିପାଇଁ ମଧ୍ଯ ପ୍ରାର୍ଥନା କରେ ଯେ, ୟିରୂଶାମଲଠା ରେ ଯାହା ସାହାୟ୍ଯ ପହଁଞ୍ଚିବ ସେଥି ରେ ପରମେଶ୍ବରଙ୍କ ଲୋକେ ପ୍ରସନ୍ନ ହବେେ।
31 para que eu seja livre dos rebeldes que estão na Judéia, e que este meu ministério em Jerusalém seja aceitável aos santos;
32 ତା'ପରେ ଯଦି ପରମେଶ୍ବର ଇଚ୍ଛା କରନ୍ତି ତା' ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନବେି।
32 a fim de que, pela vontade de Deus, eu chegue até vós com alegria, e possa entre vós recobrar as forças.
33 ଶାନ୍ତିଦାତା ପରମେଶ୍ବର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ। ଆମେନ୍।
33 E o Deus de paz seja com todos vós. Amém.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Romanos 15, comparar traduções ou montar um estudo — tudo direto pelo WhatsApp.