Romanos 1

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ଖ୍ରୀଷ୍ଟ ଯୀଶୁଙ୍କ ଜଣେ କ୍ରୀତଦାସ ପାଉଲଙ୍କଠାରୁ ନମସ୍କାର। ପରମେଶ୍ବର ମାେତେ ତାହାଙ୍କର ପ୍ ରରେିତ ଭାବରେ ଡାକିଲେ। ତାହାଙ୍କର ସୁସମାଚ଼ାର ଲୋକମାନଙ୍କୁ କହିବା ପାଇଁ ମୁଁ ବଛା ହଲିେ।
1 Paulo, servo de Jesus Cristo, chamado para apóstolo, separado para o evangelho de Deus.
2 ପରମେଶ୍ବର, ଏହି ସୁସମାଚ଼ାର ନିଜ ଲୋକଙ୍କୁ ଦବୋ ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ବର ନିଜ ଭବିଷ୍ଯଦ୍ବକ୍ତାମାନଙ୍କୁ ବ୍ଯବହାର କରି ଏହି ପ୍ରତିଜ୍ଞା କରିଥିଲେ। ସହେି ପ୍ରତିଜ୍ଞା ପବିତ୍ର ଶାସ୍ତ୍ର ରେ ଲଖାେ ହାଇେଛି।
2 O qual antes prometeu pelos seus profetas nas santas escrituras,
3 ଏହି ସୁସମାଚ଼ାର ପରମେଶ୍ବରଙ୍କ ପୁତ୍ର ତଥା ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧ ରେ ଅଟେ।
3 Acerca de seu Filho, que nasceu da descendência de Davi segundo a carne,
4 ସେ ଦାଉଦଙ୍କ ବଂଶ ରେ ମନୁଷ୍ଯ ରୂପରେ ଜନ୍ମ ହାଇେଥିଲେ। କିନ୍ତୁ, ପବିତ୍ର ଆତ୍ମା ଦ୍ବାରା ପୁନରୁତ୍ଥାନର ଫଳ ସ୍ବରୂପ ସେ ମହାନ ଶକ୍ତି ସହିତ ପରମେଶ୍ବରଙ୍କର ପୁତ୍ର ରୂପେ ଘୋଷିତ ହେଲେ।
4 Declarado Filho de Deus em poder, segundo o Espírito de santificação, pela ressurreição dentre os mortos, Jesus Cristo, nosso Senhor,
5 ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ପରମେଶ୍ବର ମାେତେ ବାର୍ତ୍ତାବହ ହବୋର ବିଶଷେ କାର୍ୟ୍ଯ ଦଇେଛନ୍ତି। ପରମେଶ୍ବର, ଏହା ଦ୍ବାରା ସମସ୍ତ ଜାତିର ଲୋକଙ୍କ ମନ ରେ ତାହାଙ୍କ ପ୍ରତି ବିଶ୍ବାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମାେତେ ଦେଲେ। ମୁଁ ଏହି କାମ ଯୀଶୁଖ୍ରୀଷ୍ଟଙ୍କ ପାଇଁ କରୁଛି।
5 Pelo qual recebemos a graça e o apostolado, para a obediência da fé entre todas as gentes pelo seu nome,
6 ତୁମ୍ଭମାନେେ ମଧ୍ଯ ଯୀଶୁଖ୍ରୀଷ୍ଟଙ୍କର ହବୋ ପାଇଁ ଡ଼କା ଯାଇଛ।
6 Entre as quais sois também vós chamados para serdes de Jesus Cristo.
7 ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।
7 A todos os que estais em Roma, amados de Deus, chamados santos: Graça e paz de Deus nosso Pai, e do Senhor Jesus Cristo.
8 ସର୍ବପ୍ରଥମେ ମୁଁ କହିବାକୁ ଚା ହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମାରେ ପରମେଶ୍ବରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଧନ୍ଯବାଦ ଦେଉଛି। ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ବାସ ବିଷୟ ରେ ସାରା ସଂସାର ଚର୍ଚ୍ଚା କରୁଛି।
8 Primeiramente dou graças ao meu Deus por Jesus Cristo, acerca de vós todos, porque em todo o mundo é anunciada a vossa fé.
9 ପ୍ରତିଥର ମୁଁ ପ୍ରାର୍ଥନା କଲା ବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି।
9 Porque Deus, a quem sirvo em meu espírito, no evangelho de seu Filho, me é testemunha de como incessantemente faço menção de vós,
10 ପରମେଶ୍ବର ଜାଣନ୍ତି ଯେ ଏହା ସତ୍ଯ। ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟ ରେ ସୁସମାଚ଼ାର ଲୋକମାନଙ୍କୁ ଶୁଣାଇବା ଦ୍ବାରା ମୁଁ ପରମେଶ୍ବରଙ୍କୁ ମାେ ଅନ୍ତରର ସହ ଉପାସନା କରୁଛି। ମୁଁ ପ୍ରାର୍ଥନା କରେ ଯେ, ତୁମ୍ଭମାନଙ୍କ ପାଖକୁ ୟିବା ପାଇଁ ମାେତେ ଅନୁମତି ମିଳୁ। ପରମେଶ୍ବର ଇଚ୍ଛା କଲେ ଏହା ସମ୍ଭବ ହବେ।
10 Pedindo sempre em minhas orações que nalgum tempo, pela vontade de Deus, se me ofereça boa ocasião de ir ter convosco.
11 ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦଇେ ଶକ୍ତିଶାଳୀ କରାଇବା ମାରେ ଇଚ୍ଛା।
11 Porque desejo ver-vos, para vos comunicar algum dom espiritual, a fim de que sejais confortados;
12 ମାରେ କହିବାର ଅର୍ଥ ଏହି ଯେ ଆମ୍ଭମାନେେ ଏକ ଆ ରକେକୁ ନିଜ ନିଜର ବିଶ୍ବାସ ଦ୍ବାରା ସାହାୟ୍ଯ କରିବା। ତୁମ୍ଭମାନଙ୍କ ବିଶ୍ବସ ମାେତେ ଓ ମାେ ବିଶ୍ବାସ ତୁମ୍ଭମାନଙ୍କୁ ସାହାୟ୍ଯ କରିବ।
12 Isto é, para que juntamente convosco eu seja consolado pela fé mútua, assim vossa como minha.
13 ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଚ଼ା ହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବା ରେ ସାହାୟ୍ଯ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାୟ୍ଯ କରିଥିଲି, ସହେିପରି ତୁମ୍ଭମାନଙ୍କୁ ମୁଁ ସାହାୟ୍ଯ କରିବାକୁ ଚା ହେଁ।
13 Não quero, porém, irmãos, que ignoreis que muitas vezes propus ir ter convosco (mas até agora tenho sido impedido) para também ter entre vós algum fruto, como também entre os demais gentios.
14 ମୁଁ ଗ୍ରୀକ୍ ବା ବର୍ବର, ବୁଦ୍ଧିମାନ ବା ମୂର୍ଖ ସମସ୍ତଙ୍କୁ ସବୋ କରିବାକୁ ଉଚିତ ମନେ କରେ।
14 Eu sou devedor, tanto a gregos como a bárbaros, tanto a sábios como a ignorantes.
15 ସେଥିପାଇଁ ମୁଁ ରୋମ ରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଚ଼ାର ଦବୋକୁ ଇଚ୍ଛା କରୁଛି।
15 E assim, quanto está em mim, estou pronto para também vos anunciar o evangelho, a vós que estais em Roma.
16 ମୁଁ ଏହି ସୁସମାଚ଼ାର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଚ଼ାର ହେଉଛି ଶକ୍ତି, ଯାହା ଦ୍ବାରା ପରମେଶ୍ବର ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।
16 Porque não me envergonho do evangelho de Cristo, pois é o poder de Deus para salvação de todo aquele que crê; primeiro do judeu, e também do grego.
17 ପରମେଶ୍ବର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ବାସ ରେ ଶଷେ ହୁଏ। ଯେପରି ଧର୍ମଶାସ୍ତ୍ର ରେ କୁହା ଯାଇଛି, ବିଶ୍ବାସ ଦ୍ବାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।
17 Porque nele se descobre a justiça de Deus de fé em fé, como está escrito: Mas o justo viverá pela fé.
18 ପରମେଶ୍ବରଙ୍କ କୋର୍ଧ ସ୍ବର୍ଗରୁ ପ୍ରକାଶିତ ହାଇେଛି। ଲୋକମାନଙ୍କ ଦ୍ବାରା ପରମେଶ୍ବରଙ୍କ ବିରୁଦ୍ଧ ରେ କରାଯାଇଥିବା ପ୍ରେତ୍ୟକକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ବର କୋରଧ କରନ୍ତି। ସମାନଙ୍କେ ପାଖ ରେ ସତ୍ଯ ଅଛି, କିନ୍ତୁ ସମାନେେ ନିଜର ମନ୍ଦ ଜୀବନ ଦ୍ବାରା ତାହା ଲୁଚ଼ାନ୍ତି।
18 Porque do céu se manifesta a ira de Deus sobre toda a impiedade e injustiça dos homens, que detêm a verdade em injustiça.
19 ପରମେଶ୍ବରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ବର ତାହାଙ୍କର କୋରଧ ଦଖାେନ୍ତି। ପ୍ରକୃତ ରେ, ପରମେଶ୍ବର ନିଜ ବିଷୟ ରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦଖାଇେ ଦଇେଛନ୍ତି।
19 Porquanto o que de Deus se pode conhecer neles se manifesta, porque Deus lho manifestou.
20 ପରମେଶ୍ବରଙ୍କ ବିଷୟ ରେ କେତକେ ତଥ୍ଯ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ବରତ୍ବ ତାହାଙ୍କୁ ପରମେଶ୍ବର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସଗେୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରା ଯାଇଛି। ଏଗୁଡ଼ିକ ପରମେଶ୍ବର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହାଇେ ଥାଏ। ସେଥିପାଇଁ ମନ୍ଦ କାର୍ୟ୍ଯ କରିବା ପାଇଁ ଲୋକମାନଙ୍କ ପାଖ ରେ କୌଣସି ବାହାନା ନାହିଁ।
20 Porque as suas coisas invisíveis, desde a criação do mundo, tanto o seu eterno poder, como a sua divindade, se entendem, e claramente se vêem pelas coisas que estão criadas, para que eles fiquem inescusáveis;
21 ଲୋକେ ପରମେଶ୍ବରଙ୍କୁ ଜାଣିଥିଲେ। କିନ୍ତୁ ସମାନେେ ପରମେଶ୍ବରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ଯବାଦ ଜଣାଇଲେ ନାହିଁ। ଲୋକଙ୍କ ଚ଼ିନ୍ତାଧାରା ନିରର୍ଥକ ହେଲା। ସମାନଙ୍କେର ଜ୍ଞାନ ଅନ୍ଧକାର ରେ ଭରିଗଲା।
21 Porquanto, tendo conhecido a Deus, não o glorificaram como Deus, nem lhe deram graças, antes em seus discursos se desvaneceram, e o seu coração insensato se obscureceu.
22 ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତ ରେ ସମାନେେ ମୂର୍ଖ ହାଇଗେଲେ।
22 Dizendo-se sábios, tornaram-se loucos.
23 ସମାନେେ ପରମେଶ୍ବରଙ୍କ ଚ଼ିରସ୍ଥାଯୀ ମହିମାକୁ ଛାଡ଼ି ଦେଲେ। ଲୋକେ ସହେି ମହିମାକୁ ମୂର୍ତ୍ତିପୂଜା ଦ୍ବାରା ବପୋର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।
23 E mudaram a glória do Deus incorruptível em semelhança da imagem de homem corruptível, e de aves, e de quadrúpedes, e de répteis.
24 ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସମାନେେ ପାପରେ ପୁର୍ଣ୍ଣ ଥିଲେ। ପରମେଶ୍ବର ସମାନଙ୍କେୁ ନିଜର ପାପ ମାର୍ଗ ରେ ୟିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସମାନେେ ୟୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମ ରେ ନିଯୋଜିତ ରଖିଲେ, ଯା'ଦ୍ବାରା ସମାନଙ୍କେ ଶରୀର ନିନ୍ଦିତ ହେଲା।
24 Por isso também Deus os entregou às concupiscências de seus corações, à imundícia, para desonrarem seus corpos entre si;
25 ଲୋକେ ପରମେଶ୍ବରଙ୍କ ସତ୍ଯ ବଦଳ ରେ ମିଥ୍ଯାକୁ ଗ୍ରହଣ କଲେ। ସମାନେେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସବୋ କଲେ। ସମାନେେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କୁ ଉପାସନା କଲେ ନାହିଁ। ପରମେଶ୍ବର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।
25 Pois mudaram a verdade de Deus em mentira, e honraram e serviram mais a criatura do que o Criador, que é bendito eternamente. Amém.
26 ସେଥିପାଇଁ ପରମେଶ୍ବର ସମାନଙ୍କେୁ ସହେି ଲଜ୍ଜାଜନକ କାର୍ୟ୍ଯ କରିବା ପାଇଁ ଛାଡ଼ି ଦେଲେ।
26 Por isso Deus os abandonou às paixões infames. Porque até as suas mulheres mudaram o uso natural, no contrário à natureza.
27 ସହେିଭଳି ପୁରୁଷମାନେ ମଧ୍ଯ ସ୍ତ୍ରୀମାନଙ୍କ ସ୍ବାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତ ରେ କାମନା ରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ଯବହାର କଲେ। ନିଜର ମନ୍ଦ କାର୍ୟ୍ଯ ପାଇଁ ସମାନେେ ନିଜ ଦହେ ରେ ଦଣ୍ଡ ଭୋଗିଲେ।
27 E, semelhantemente, também os homens, deixando o uso natural da mulher, se inflamaram em sua sensualidade uns para com os outros, homens com homens, cometendo torpeza e recebendo em si mesmos a recompensa que convinha ao seu erro.
28 ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।
28 E, como eles não se importaram de ter conhecimento de Deus, assim Deus os entregou a um sentimento perverso, para fazerem coisas que não convêm;
29 ସହେି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ବାର୍ଥ ଓ ଘୃଣା ରେ ପରିପୂର୍ଣ୍ଣ ଥିଲେ। ସମାନେେ ହତ୍ଯା, ଝଗଡ଼ା, ମିଛ, ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚ଼ିନ୍ତା ରେ ବୁଡ଼ି ରହନ୍ତି।
29 Estando cheios de toda a iniqüidade, fornicação, malícia, avareza, maldade; cheios de inveja, homicídio, contenda, engano, malignidade;
30 ସମାନେେ ପରଚର୍‍ଚ୍ଚା କରନ୍ତି, ପରନିନ୍ଦା କରନ୍ତି ଓ ଏକ ଆ ରକେ ବିରୁଦ୍ଧ ରେ ମନ୍ଦକଥା କୁହନ୍ତି। ସମାନେେ ପରମେଶ୍ବରଙ୍କୁ ଘୃଣା କରନ୍ତି। ସମାନେେ ଉଦ୍ଧତ, ଆତ୍ମଗର୍ବୀ ଓ ଅହଂକାରୀ। ସମାନେେ ମନ୍ଦକର୍ମ କରିବା ପାଇଁ ବାଟ ଖୋଜୁ ଥାଆନ୍ତି।
30 Sendo murmuradores, detratores, aborrecedores de Deus, injuriadores, soberbos, presunçosos, inventores de males, desobedientes aos pais e às mães;
31 ସମାନେେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ । ସମାନେେ ମୂର୍ଖ ସମାନେେ ନିଜର କଥା ରଖନ୍ତି ନାହିଁ ଓ ସମାନେେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ।
31 Néscios, infiéis nos contratos, sem afeição natural, irreconciliáveis, sem misericórdia;
32 ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି। ସମାନେେ ଜାଣନ୍ତି ଯେ ପରମେଶ୍ବରଙ୍କ ବ୍ଯବସ୍ଥା କୁ ହେ, ଯେଉଁ ଲୋକ ଏହି ଭଳି ଜୀବନ ଯାପନ କରୁଛି, ସେ ମରିବା ଉଚ଼ିତ। କିନ୍ତୁ ସମାନେେ ଏହି ମନ୍ଦକାର୍ୟ୍ଯ ଗୁଡ଼ିକ କରି ଚ଼ାଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସମାନଙ୍କେୁ ମଧ୍ଯ ସମାନେେ ସମର୍ଥନ କରନ୍ତି।
32 Os quais, conhecendo o juízo de Deus (que são dignos de morte os que tais coisas praticam), não somente as fazem, mas também consentem aos que as fazem.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Romanos 1, comparar traduções ou montar um estudo — tudo direto pelo WhatsApp.