Romanos 2
Oriya Bible (GL_ORIYA) vs ARC
1 ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭମାନେେ ଅନ୍ୟ ଲୋକଙ୍କର ନ୍ଯାୟବିଚ଼ାର କରି ପାରିବ ତା ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭମାନେେ ନିଜେ ମଧ୍ଯ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ଯାୟ ବିଚ଼ାର କରୁଛ, ହେଲେ ତୁମ୍ଭେ ମଧ୍ଯ ସମାନଙ୍କେ ପରି ମନ୍ଦ କାମ କରୁଛ। ଅତଏବ ଯେତବେେଳେ ତୁମ୍ଭେ ସମାନଙ୍କେର ନ୍ଯାୟବିଚ଼ାର କରୁଛ, ସେତବେେଳେ ପ୍ରକୃତ ରେ ନିଜକୁ ଅପରାଧୀ ବୋଲି ନ୍ଯାୟ ବିଗ୍ଭର କରୁଛ।
1 Portanto, és inescusável quando julgas, ó homem, quem quer que sejas, porque te condenas a ti mesmo naquilo em que julgas a outro; pois tu, que julgas, fazes o mesmo.
2 ପରମେଶ୍ବର, ଯେଉଁମାନେ ଏପରିକି ମନ୍ଦକର୍ମ କରନ୍ତି ତାହାଙ୍କର ନ୍ଯାୟ ବିଚ଼ାର କରନ୍ତି। ଏହା ଆମ୍ଭମାନେେ ଜାଣୁ ଯେ, ପରମେଶ୍ବରଙ୍କର ନ୍ଯାୟ ବିଚ଼ାର ଠିକ୍ ଅଟେ।
2 E bem sabemos que o juízo de Deus é segundo a verdade sobre os que tais coisas fazem.
3 ତୁମ୍ଭେଭୁଲକାମ କରୁଥିବା ଲୋକଙ୍କର ନ୍ଯାୟବିଚ଼ାର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ଯ ସହେି ଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ବର ନିଶ୍ଚିତ ଭାବରେ ତୁମ୍ଭର ନ୍ଯାୟବିଚ଼ାର କରିବେ। ତୁମ୍ଭେ ବିଚ଼ାରରୁ ରକ୍ଷା ପାଇ ପାରିବ ନାହିଁ।
3 E tu, ó homem, que julgas os que fazem tais coisas, cuidas que, fazendo-as tu, escaparás ao juízo de Deus?
4 ପରମେଶ୍ବର ତୁମ୍ଭପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ର୍ଧୈୟ୍ଯବାନ। ପରମେଶ୍ବର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟ ରେ ଆଦୌ ଭାବୁ ନାହଁ। ଏହା ହାଇେ ପା ରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦବୋ ଉଦ୍ଦେଶ୍ଯ ରେ ପରମେଶ୍ବର ତୁମ୍ଭ ପ୍ରତି ଦୟାଳୁ ହାଇେଛନ୍ତି।
4 Ou desprezas tu as riquezas da sua benignidade, e paciência, e longanimidade, ignorando que a benignidade de Deus te leva ao arrependimento?
5 କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।
5 Mas, segundo a tua dureza e teu coração impenitente, entesouras ira para ti no dia da ira e da manifestação do juízo de Deus,
6 ପରମେଶ୍ବର ପ୍ରେତ୍ୟକକ ଲୋକକୁ ନିଜ ନିଜର କର୍ମ ଅନୁସାରେ ପୁରସ୍କାର ବା ଦଣ୍ଡ ଦବେେ।
6 o qual recompensará cada um segundo as suas obras,
7 କେତକେ ଲୋକ ପରମେଶ୍ବରଙ୍କର ମହିମା, ସମ୍ମାନ ଓ ପରମେଶ୍ବର ଦବୋକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚିନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ର୍ଧୈୟ୍ଯପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସହେି ଲୋକମାନଙ୍କୁ ପରମେଶ୍ବର ଅନନ୍ତ ଜୀବନ ପ୍ରଦାନ କରିବେ।
7 a saber: a vida eterna aos que, com perseverança em fazer bem, procuram glória, e honra, e incorrupção;
8 କିନ୍ତୁ ଯେଉଁମାନେ ସ୍ବାର୍ଥପର ଓ ସତ୍ଯକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ବର ସମାନଙ୍କେୁ ଦଣ୍ଡ ଦବେେ।
8 mas indignação e ira aos que são contenciosos e desobedientes à verdade e obedientes à iniquidade;
9 ମନ୍ଦକାମ କରୁଥିବା ପ୍ରେତ୍ୟକକ ଲୋକକୁ ପରମେଶ୍ବର ଦୁଃଖ ଓ ସଂକଟ ରେ ପକାଇବେ। ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।
9 tribulação e angústia sobre toda alma do homem que faz o mal, primeiramente do judeu e também do grego;
10 କିନ୍ତୁ ପରମେଶ୍ବର, ଭଲ କାମ କରୁଥିବା ପ୍ରେତ୍ୟକକ ଲୋକକୁ ଗୌରବ, ସମ୍ମାନ ଓ ଶାନ୍ତି ପ୍ରଦାନ କରିବେ। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।
10 glória, porém, e honra e paz a qualquer que faz o bem, primeiramente ao judeu e também ao grego;
11 ପରମେଶ୍ବର ପ୍ରେତ୍ୟକକ ଲୋକଙ୍କ ପ୍ରତି ସମାନ ଭାବରେ ନ୍ଯାୟବିଚ଼ାର କରନ୍ତି।
11 porque, para com Deus, não há acepção de pessoas.
12 ଯେଉଁ ଲୋକମାନେ ବ୍ଯବସ୍ଥା ଜାଣିଛନ୍ତି ଓ ଯେଉଁ ଲୋକମାନେ ବ୍ଯବସ୍ଥା ବିଷୟ ରେ ଶୁଣି ନାହାଁନ୍ତି, ପାପ କର୍ମ କଲା ବେଳେ ସମସ୍ତେ ସମାନ। ଲୋକେ ଯେଉଁମାନେ ବ୍ଯବସ୍ଥା ଜାଣି ନାହାଁନ୍ତି ଓ ପାପ କରୁଛନ୍ତି, ସମାନେେ ନଷ୍ଟ ହାଇେ ଯିବେ ଓ ସହେି ପରି, ଯେଉଁମାନେ ବ୍ଯବସ୍ଥା ଜାଣିଛନ୍ତି ଓ ପାପ କରୁଛନ୍ତି, ବ୍ଯବସ୍ଥା ଅନୁସାରେ ସମାନଙ୍କେର ନ୍ଯାୟବିଚ଼ାର ହବେ।
12 Porque todos os que sem lei pecaram sem lei também perecerão; e todos os que sob a lei pecaram pela lei serão julgados.
13 ବ୍ଯବସ୍ଥାକୁ କବଳେ ଶୁଣିଥିଲେ କହେି ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ପାରିବ ନାହିଁ। ବ୍ଯବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ଯବସ୍ଥା, ଲୋକମାନଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ।
13 Porque os que ouvem a lei não são justos diante de Deus, mas os que praticam a lei hão de ser justificados.
14 ଅଣ ଯିହୂଦୀମାନଙ୍କର କୌଣସି ବ୍ଯବସ୍ଥା ନାହିଁ। କିନ୍ତୁ ଯେତବେେଳେ ସମାନେେ ସ୍ବାଭାବିକ ଭାବରେ ବ୍ଯବସ୍ଥା ଅନୁଯାଯୀ ନଜାଣି ମଧ୍ଯ କାମ କରନ୍ତି, ସେତବେେଳେ ସଗେୁଡ଼ିକ ହିଁ ବ୍ଯବସ୍ଥା ହାଇଯୋଏ। ସମାନଙ୍କେର ବ୍ଯବସ୍ଥା ନଥିଲେ ମଧ୍ଯ ଏହା ସତ୍ଯ।
14 Porque, quando os gentios, que não têm lei, fazem naturalmente as coisas que são da lei, não tendo eles lei, para si mesmos são lei,
15 ସମାନେେ ହୃଦୟ ରେ ଜାଣି ପାରନ୍ତି ଯେ କଣ ଠିକ୍ ଓ କଣ ଭୁଲ୍। ଯାହା ଠିକ୍ ତାହା ବ୍ଯବସ୍ଥା ଚ଼ା ହେଁ। ସମାନେେ ଠିକ୍ ଓ ଭୁଲ୍ ବିଷୟ ରେ ଯାହା ଅନୁଭବ କରନ୍ତି, ତାହା ଦଖାଇେ ମଧ୍ଯ ଦିଅନ୍ତି। େ ବେଳବେଳେ ସମାନଙ୍କେ ବିଚ଼ାର ସମାନଙ୍କେୁ କୁ ହେ ଯେ, ସମାନେେ ମନ୍ଦ କାମ କଲେ, ସମାନେେ ଦୋଷୀ ହୁଅନ୍ତି ଓ େ ବେଳବେଳେ ସମାନଙ୍କେର ବିଗ୍ଭର ସମାନଙ୍କେୁ କୁ ହେ ଯେ, ସମାନେେ ଉତ୍ତମ କାମ କଲେ, ସମାନେେ ନିଜକୁ ଦୋଷୀ ବିବଚେିତ କରନ୍ତି ନାହିଁ।
15 os quais mostram a obra da lei escrita no seu coração, testificando juntamente a sua consciência e os seus pensamentos, quer acusando-os, quer defendendo-os,
16 ଯେଉଁ ଦିନ ପରମେଶ୍ବର ଲୋକମାନଙ୍କ ଭିତ ରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ଯାୟବିଚ଼ାର କରିବେ ସହେି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଚ଼ାର ଲୋକମାନଙ୍କୁ କହୁଛି, ତାହା କୁ ହେ ଯେ, ପରମେଶ୍ବର ଖ୍ରୀଷ୍ଟ ୟିଶୁଙ୍କ ଦ୍ବାରା, ଲୋକମାନଙ୍କର ନ୍ଯାୟବିଚ଼ାର କରିବେ।
16 no dia em que Deus há de julgar os segredos dos homens, por Jesus Cristo, segundo o meu evangelho.
17 ତୁମ୍ଭ ବିଷୟ ରେ କଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ଯବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ଅଛ।
17 Eis que tu, que tens por sobrenome judeu, e repousas na lei, e te glorias em Deus;
18 ତୁମ୍ଭେ ଜାଣ ଯେ, ତୁମ୍ଭେ କଣ କରିବ ବୋଲି ପରମେଶ୍ବର ଚ଼ାହାଁନ୍ତି। ଏବଂ ତୁମ୍ଭେ ଜାଣିଛ ଯେ କେଉଁ ବିଷୟଗୁଡ଼ିକ ମହତ୍ତ୍ବପୁର୍ଣ୍ଣ, କାରଣ ତୁମ୍ଭେ ବ୍ଯବସ୍ଥା ଶିଖିଛ।
18 e sabes a sua vontade, e aprovas as coisas excelentes, sendo instruído por lei;
19 ତୁମ୍ଭେ ଭାବୁଛ ଯେ, ଯେଉଁ ଲୋକମାନେ ସତ୍ଯ ମାର୍ଗ ବିଷୟ ରେ ଜାଣନ୍ତି ନାହିଁ, ତୁମ୍ଭେ ସମାନଙ୍କେର ମାର୍ଗ ଦର୍ଶକ। ତୁମ୍ଭେ ଭାବୁଛ ଯେ, ଯେଉଁମାନେ ଅନ୍ଧକାର ରେ ଅଛନ୍ତି ସମାନଙ୍କେ ପାଇଁ ତୁମ୍ଭେ ଆଲୁଅ ସଦୃଶ।
19 e confias que és guia dos cegos, luz dos que estão em trevas,
20 ତୁମ୍ଭେ ଭାବୁଛ ଯେ, ଯେଉଁମାନେ ମୁର୍ଖ, ସମାନଙ୍କେୁ ସତ୍ଯ ଦଖାଇେ ପାରିବ। ଏବଂ ତୁମ୍ଭେ ଭାବୁଛ ଯେ, ଯେଉଁମାନଙ୍କର ଏବେ ମଧ୍ଯ ଶିଖିବା ଆବଶ୍ଯକ, ସମାନଙ୍କେର ତୁମ୍ଭେ ଶିକ୍ଷକ। ତୁମ୍ଭ ପାଖ ରେ ବ୍ଯବସ୍ଥା ଅଛି, ସେଥିପାଇଁ ତୁମ୍ଭେ ଭାବୁଛ ଯେ ତୁମ୍ଭେ ସବୁ କିଛି ଜାଣିଛ ଓ ତୁମ୍ଭ ପାଖ ରେ ସତ୍ଯ ଅଛି।
20 instruidor dos néscios, mestre de crianças, que tens a forma da ciência e da verdade na lei;
21 ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଚେ଼ାରୀକରନାହିଁ। କିନ୍ତୁ ତୁମ୍ଭେ ନିଜେ ଚେ଼ାରୀ କରୁଛ।
21 tu, pois, que ensinas a outro, não te ensinas a ti mesmo? Tu, que pregas que não se deve furtar, furtas?
22 ତୁମ୍ଭେ କହୁଛ ଲୋକେ ବ୍ଯଭିଚ଼ାର ପାପ କରିବା କଥା ନୁହେଁ। କିନ୍ତୁ ତୁମ୍ଭେ ନିଜେ ସହେି ପାପରେ ଦୋଷୀ। ତୁମ୍ଭେ ମୂର୍ତ୍ତିକୁ ଘୃଣା କରିଥାଅ।
22 Tu, que dizes que não se deve adulterar, adulteras? Tu, que abominas os ídolos, cometes sacrilégio?
23 କିନ୍ତୁ ତୁମ୍ଭେ ମନ୍ଦିରରୁ ଚେ଼ାରୀ କରୁଛ। ତୁମ୍ଭେ ପରମେଶ୍ବରଙ୍କ ବ୍ଯବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସହେି ବ୍ଯବସ୍ଥା ଭଙ୍ଗ କରି ପରମେଶ୍ବରଙ୍କୁ ଲଜ୍ଜା ଦେଉଛ।
23 Tu, que te glorias na lei, desonras a Deus pela transgressão da lei?
24 ପବିତ୍ର-ଶାସ୍ତ୍ର ରେ ଲଖାେ ଅଛି, ଅଣ ଯିହୂଦୀମାନେ ପରମେଶ୍ବରଙ୍କ ବିଷୟ ରେ ମନ୍ଦ କଥା, ଯିହୂଦୀମାନଙ୍କ ପାଇଁ ହିଁ କୁହନ୍ତି।
24 Porque, como está escrito, o nome de Deus é blasfemado entre os gentios por causa de vós.
25 ଯଦି ତୁମ୍ଭେ ବ୍ଯବସ୍ଥା ପାଳନ କରୁଛ, ତା ହେଲେ ତୁମ୍ଭର ସୁନ୍ନତ ହବୋର ମୂଲ୍ଯ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ଯବସ୍ଥା ଭଙ୍ଗ କରୁଛ ତା ହେଲେ ତୁମ୍ଭେ ସୁନ୍ନତ ନ ହବୋ ସହିତ ସମାନ।
25 Porque a circuncisão é, na verdade, proveitosa, se tu guardares a lei; mas, se tu és transgressor da lei, a tua circuncisão se torna em incircuncisão.
26 ଅଣ ଯିହୂଦୀମାନେ ସୁନ୍ନତ ହୁଅନ୍ତି ନାହିଁ। କିନ୍ତୁ ସମାନେେ ଯଦି ବ୍ଯବସ୍ଥା କହିବା ଭଳି ଆଚ଼ରଣ କରନ୍ତି, ତା ହେଲେ ସମାନେେ ସୁନ୍ନତ ହବୋ ଭଳି ହେଲେ।
26 Se, pois, a incircuncisão guardar os preceitos da lei, porventura, a incircuncisão não será reputada como circuncisão?
27 ତୁମ୍ଭ ଯିହୂଦୀମାନଙ୍କର ଲିଖିତ ବ୍ଯବସ୍ଥା ଅଛି ଓ ସୁନ୍ନତ ମଧ୍ଯ, କିନ୍ତୁ ତୁମ୍ଭମାନେେ ବ୍ଯବସ୍ଥା ଭଙ୍ଗ କରୁଛ। ଅତଏବ ଶାରୀରିକ ଭାବେ ସୁନ୍ନତ ନ ହାଇେ ବ୍ଯବସ୍ଥା ପାଳନ କରୁଥିବା ଲୋକେ ଦଖାଇେ ଦବେେ ଯେ ତୁମ୍ଭେ ଦୋଷୀ ଅଟ।
27 E a incircuncisão que por natureza o é, se cumpre a lei, não te julgará, porventura, a ti, que pela letra e circuncisão és transgressor da lei?
28 ଜଣେ କବଳେ ଶରୀର ରେ ଯିହୂଦୀ, କିନ୍ତୁ ପ୍ରକୃତ ରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କବଳେ ବାହାର ଶରୀର ରେ ନୁହେଁ।
28 Porque não é judeu o que o é exteriormente, nem é circuncisão a que o é exteriormente na carne.
29 ଜଣେ ଲୋକ ଯଦି ପ୍ରକୃତ ରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟ ରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ବାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟ ରେ ଆତ୍ମା ଦ୍ବାରା ସୁନ୍ନତ ହାଇେଥାଏ ସେ ପରମେଶ୍ବରଙ୍କ ଠାରୁ ପ୍ରଶଂସା ପାଏ, ମଣିଷମାନଙ୍କ ଠାରୁ ନୁହେଁ।
29 Mas é judeu o que o é no interior, e circuncisão, a que é do coração, no espírito, não na letra, cujo louvor não provém dos homens, mas de Deus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Romanos 2, comparar traduções ou montar um estudo — tudo direto pelo WhatsApp.