Romanos 3
Oriya Bible (GL_ORIYA) vs ARC
1 ଅତଏବ ଯିହୂଦୀମାନଙ୍କଠା ରେ କଣ ଅଧିକ ଅଛି ଯାହା ଅନ୍ୟ ଲୋକମାନଙ୍କଠା ରେ ନାହିଁ? ଅସୁନ୍ନତ ହବୋ ରେ କଣ ବିଶଷେ ମୂଲ୍ଯ ଅଛି?
1 Qual é, logo, a vantagem do judeu? Ou qual a utilidade da circuncisão?
2 ହଁ ଯିହୂଦୀମାନଙ୍କଠା ରେ ଅନକେ କିଛି ବିଶଷେ ବିଷୟ ଅଛି। ସବୁଠାରୁ ମହତ୍ତ୍ବପୂର୍ଣ୍ଣ କଥା ଏହି ଯେ, ସମାନଙ୍କେୁ ସର୍ବପ୍ରଥମେ ପରମେଶ୍ବର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ।
2 Muita, em toda maneira, porque, primeiramente, as palavras de Deus lhe foram confiadas.
3 ଏହା ସତ୍ଯ ଯେ, କେତକେ ଯିହୂଦୀ ପରମେଶ୍ବରଙ୍କର ବିଶ୍ବସ୍ତ ନଥିଲେ। କିନ୍ତୁ ସମାନଙ୍କେ ଅବିଶ୍ବସ୍ତତା କ'ଣ ପରମେଶ୍ବରଙ୍କୁ ନିଜ ପ୍ରତିଜ୍ଞା ରଖିବା ରେ ବାଧା ଦବେ?
3 Pois quê? Se alguns foram incrédulos, a sua incredulidade aniquilará a fidelidade de Deus?
4 କବେେ ନୁହେଁ। ଯଦି ପ୍ରେତ୍ୟକକ ଲୋକ ଅସତ୍ ହୁଅନ୍ତି, ତବେେ ମଧ୍ଯ ପରମେଶ୍ବର ସତ୍ଯ ହାଇେ ରହିବେ। ଶାସ୍ତ୍ର ରେ ଲଖାେ ଅଛି ଯେ:
4 De maneira nenhuma! Sempre seja Deus verdadeiro, e todo homem mentiroso, como está escrito: Para que sejas justificado em tuas palavras e venças quando fores julgado.
5 ଆମ୍ଭେ ଯେତବେେଳେ ଭୁଲ କରୁ, ସେଥିରୁ ସ୍ପଷ୍ଟ ଭାବରେ ଜଣା ପଡ଼େ ଯେ ପରମେଶ୍ବର ହେଉଛନ୍ତି ଠିକ୍। ସେଥିପାଇଁ ପରମେଶ୍ବର ଯେତବେେଳେ ଆମ୍ଭକୁ ଦଣ୍ଡ ଦିଅନ୍ତି, କଣ ଆମ୍ଭେ କହି ପାରିବା ଯେ, ସେ ଅନ୍ଯାଯୀ? ମୁଁ କେତକେ ଲୋକଙ୍କ ଭାବିବାର ଢ଼ଙ୍ଗ ବିଷୟ ରେ କହୁଛି।
5 E, se a nossa injustiça for causa da justiça de Deus, que diremos? Porventura, será Deus injusto, trazendo ira sobre nós? ( Falo como homem.)
6 ନା! ଯଦି ପରମେଶ୍ବର ଆମ୍ଭକୁ ଦଣ୍ଡ ଦଇେ ପାରିବେ ନାହିଁ, ତା ହେଲେ ସେ ସଂସାରର ବିଚ଼ାର କରି ପାରିବେ ନାହିଁ।
6 De maneira nenhuma! Doutro modo, como julgará Deus o mundo?
7 ଜଣେ ଲୋକ କହି ପରେ, ଯେତବେେଳେ ମୁଁ ମିଛ ତାହା ତା ହେ ପ୍ରକୃତ ରେ ପରମେଶ୍ବରଙ୍କୁ ଅଧିକତର ମହିମା ପ୍ରଦାନ କରେ, କାରଣ ମାେ ମିଛ, ପରମେଶ୍ବରଙ୍କ ସତ୍ଯକୁ ପ୍ରକାଶ କରେ। ସେଥିପାଇଁ ମାେତେ ପାପୀ ବୋଲି କାହିଁକି ବିଚ଼ାର କରାଗଲା?
7 Mas, se pela minha mentira abundou mais a verdade de Deus para glória sua, por que sou eu ainda julgado também como pecador?
8 ଏହି ସମାନ କଥା କହିବା ହେଲା, ଆମ୍ଭେ ନିଶ୍ଚୟ ମନ୍ଦକାମ କରିବା, କାରଣ ତା' ଦ୍ବାରା ଭଲ ଆସିବ। ଅନକେ ଲୋକ ଆମ୍ଭକୁ ସମାଲୋଚ଼ନା କରନ୍ତି ଓ ମିଛ ରେ କୁହନ୍ତି ଯେ ଆମ୍ଭେ ସହେି ଶିକ୍ଷା ଦେଉଛୁ। ଯେଉଁମାନେ ଏ ଭଳି କଥା କୁହନ୍ତି ସମାନେେ ଠିକ୍ ନୁହଁନ୍ତି ଓ ସମାନଙ୍କେୁ ଦଣ୍ଡ ଦବୋ ଉଚ଼ିତ।
8 E por que não dizemos (como somos blasfemados, e como alguns dizem que dizemos): Façamos males, para que venham bens? A condenação desses é justa.
9 ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସମାନେେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ।
9 Pois quê? Somos nós mais excelentes? De maneira nenhuma! Pois já dantes demonstramos que, tanto judeus como gregos, todos estão debaixo do pecado,
10 ଶାସ୍ତ୍ର ରେ ଏହିପରି ଲଖାେ ଅଛି,
10 como está escrito: Não há um justo, nem um sequer.
11 ବୁଝିବା ଲୋକ ଜଣେ ମଧ୍ଯ ନାହିଁ, ପରମେଶ୍ବରଙ୍କୁ ପ୍ରକୃତ ରେ ଖାଜେୁଥିବା ଲୋକ ଜଣେ ନାହିଁ।
11 Não há ninguém que entenda; não há ninguém que busque a Deus.
12 ସମସ୍ତେ ସତ୍ଯ ମାର୍ଗ ଭୁଲି ଯାଇଛନ୍ତି ଓ ସମସ୍ତେ ମୂଲ୍ଯହୀନ ହାଇେ ଯାଇଛନ୍ତି। ସଠାେରେ କହେି ନାହିଁ ୟିଏ ଭଲ କରେ। ଏପରିକି ଜଣେ ମଧ୍ଯ ନୁହେଁ। ଗୀତସଂହିତା 14:1-3
12 Todos se extraviaram e juntamente se fizeram inúteis. Não há quem faça o bem, não há nem um só.
13 ମଣିଷମାନଙ୍କର ମୁହଁ ଖାେଲା କବର ଭଳି ଅଟେ, ସମାନେେ ମିଛ ପାଇଁ ତାଙ୍କ ଜିହ୍ବାକୁ ବ୍ଯବହାର କରନ୍ତି। ଗୀତସଂହିତା 5:9
13 A sua garganta é um sepulcro aberto; com a língua tratam enganosamente; peçonha de áspides está debaixo de seus lábios;
14 ଅଭିଶାପ ଓ କଟୁତା ରେ ସମାନଙ୍କେର କଥା ପୂର୍ଣ୍ଣ ହାଇେଥାଏ। ଗୀତସଂହିତା 10:7
14 cuja boca está cheia de maldição e amargura.
15 ଲୋକେ ଅନ୍ୟକୁ ଆଘାତ ଓ ହତ୍ଯା କରିବା ପାଇଁ ସର୍ବଦା ପ୍ରସ୍ତୁତ
15 Os seus pés são ligeiros para derramar sangue.
16 ସମାନେେ ବିନାଶ କରିବା ଓ କ୍ଲେଶ ଦବୋ ପାଇଁ ସର୍ବତ୍ର ଯାଆନ୍ତି।
16 Em seus caminhos há destruição e miséria;
17 ଲୋକେ ଶାନ୍ତିର ମାର୍ଗ ଜାଣନ୍ତି ନାହିଁ। ୟିଶାଇୟ 59:7-8
17 e não conheceram o caminho da paz.
18 ସମାନଙ୍କେର ଆଖି ରେ ପରମେଶ୍ବରଙ୍କ ପ୍ରତି ଭୟ ବା ସମ୍ମାନ ଭାବ ନାହିଁ। ଗୀତସଂହିତା 36:1
18 Não há temor de Deus diante de seus olhos.
19 ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।
19 Ora, nós sabemos que tudo o que a lei diz aos que estão debaixo da lei o diz, para que toda boca esteja fechada e todo o mundo seja condenável diante de Deus.
20 ଏହାର କାରଣ ହେଲା, କୌଣସି ଲୋକ ବ୍ଯବସ୍ଥା ପାଳନ କରିବା ଦ୍ବାରା ପରମେଶ୍ବରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ଯବସ୍ଥା କବଳେ ଆମ୍ଭର ପାପ ବିଷୟ ରେ ଆମ୍ଭକୁ ସାବଧାନ କରାଏ।
20 Por isso, nenhuma carne será justificada diante dele pelas obras da lei, porque pela lei vem o conhecimento do pecado.
21 କିନ୍ତୁ ବିନା ବ୍ଯବସ୍ଥା ରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ବରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସହେି ନୂତନ ପଥ ଦଖାଇେ ଦଇେଛନ୍ତି। ଏହି ନୂତନ ପଥ ବିଷୟ ରେ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତା ଆମ୍ଭକୁ କହୁଛନ୍ତି।
21 Mas, agora, se manifestou, sem a lei, a justiça de Deus, tendo o testemunho da Lei e dos Profetas,
22 ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସ ଦ୍ବାରା ପରମେଶ୍ବର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠା ରେ ବିଶାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ବର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।
22 isto é, a justiça de Deus pela fé em Jesus Cristo para todos e sobre todos os que creem; porque não há diferença.
23 ସମସ୍ତେ ପାପ କରିଛନ୍ତି ଓ ପରମେଶ୍ବରଙ୍କ ମହିମା ପାଇବା ରେ ଉଣା ପଡ଼ିଛନ୍ତି।
23 Porque todos pecaram e destituídos estão da glória de Deus,
24 ପରମେଶ୍ବରଙ୍କ ଅନୁଗ୍ରହ ଦ୍ବାରା ଲୋକେ ତାହାଙ୍କ ଦୃଷ୍ଟି ରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ଯର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପାପରୁ ମୁକ୍ତ ହାଇେ ଲୋକେ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ହୁଅନ୍ତି।
24 sendo justificados gratuitamente pela sua graça, pela redenção que há em Cristo Jesus,
25 ଲୋକମାନଙ୍କୁ ବିଶ୍ବାସ ଜରିଆ ରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ଯ ରେ ପରମେଶ୍ବର ଯୀଶୁଙ୍କୁ ପଥ ଭାବରେ ଦଇେଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ଯୁ ଦ୍ବାରା ପରମେଶ୍ବର କ୍ଷମା କରନ୍ତି। ଯୀଶୁଙ୍କୁ ଦବୋ ଦ୍ବାରା ଏହା ପ୍ରମାଣିତ କରେ ଯେ ପରମେଶ୍ବର ସର୍ବଦା ନ୍ଯାୟ କରନ୍ତି।
25 ao qual Deus propôs para propiciação pela fé no seu sangue, para demonstrar a sua justiça pela remissão dos pecados dantes cometidos, sob a paciência de Deus;
26 ପୂର୍ବରୁ ପରମେଶ୍ବର ର୍ଧୈୟ୍ଯ ଧରି ରହିଥିବା ଲୋକମାନଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡ ନଦଇେ ଉଚ଼ିତ କାର୍ୟ୍ଯ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ବର ଯେ, ନିଜେ ନ୍ଯାୟବାନ ତାହା ଦଖାଇବୋ ପାଇଁ ଯୀଶୁଙ୍କଠା ରେ ବିଶ୍ବାସ ରଖି ଥିବା ଯେ କୌଣସି ଲୋକକୁ ଧାର୍ମିକ କଲେ।
26 para demonstração da sua justiça neste tempo presente, para que ele seja justo e justificador daquele que tem fé em Jesus.
27 ତା' ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ବାସର ମାର୍ଗ ଦ୍ବାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରା ଯାଇଛି।
27 Onde está, logo, a jactância? É excluída. Por qual lei? Das obras? Não! Mas pela lei da fé.
28 ଏହାର କାରଣ ହେଲା ଜଣେ ଲୋକ ବ୍ଯବସ୍ଥା ପାଳନ କରିବା ଦ୍ବାରା ନୁହେଁ ବରଂ ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥା ରେ ଆମ୍ଭେ ବିଶ୍ବାସ କରୁ।
28 Concluímos, pois, que o homem é justificado pela fé, sem as obras da lei.
29 ପରମେଶ୍ବର କବଳେ ଯିହୂଦୀମାନଙ୍କର ପରମେଶ୍ବର ନୁହଁନ୍ତି। ଅଣଯିହୂଦୀମାନଙ୍କର ମଧ୍ଯ ସେ ପରମେଶ୍ବର ଅଟନ୍ତି।
29 É, porventura, Deus somente dos judeus? E não o é também dos gentios? Também dos gentios, certamente.
30 ପରମେଶ୍ବର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀ ମାନଙ୍କୁ ସମାନଙ୍କେ ବିଶ୍ବାସ ଆଧାର ରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ଯ ସମାନଙ୍କେର ବିଶ୍ବାସ ପାଇଁ ସେ ଧାର୍ମିକ କରିବେ।
30 Se Deus é um só, que justifica, pela fé, a circuncisão e, por meio da fé, a incircuncisão,
31 ଏଠା ରେ ପ୍ରଶ୍ନ ଉେଠ ଯେ ଆମ୍ଭେ କ'ଣ ବିଶ୍ବାସର ମାର୍ଗ ଅନୁସରଣ କରିବା ଦ୍ବାରା ବ୍ଯବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ଯ ନୁହେଁ। ବରଂ ବ୍ଯବସ୍ଥା ଆମ୍ଭଠାରୁ ଯାହା ଆଶା କରେ, ତାହା ହବୋ ପାଇଁ ବିଶ୍ବାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।
31 anulamos, pois, a lei pela fé? De maneira nenhuma! Antes, estabelecemos a lei.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Romanos 3, comparar traduções ou montar um estudo — tudo direto pelo WhatsApp.