Romanos 4
Oriya Bible (GL_ORIYA) vs NAA
1 ତା' ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରାହାମଙ୍କ ବିଷୟ ରେ କ'ଣ କହି ପାରିବା?
1 Que diremos, então, a respeito de Abraão, nosso pai segundo a carne? O que foi que ele conseguiu?
2 ସେ ବିଶ୍ବାସ ବିଷୟ ରେ କ'ଣ ଶିଖିଲେ? ଅବ୍ରାହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା' ହେଲେ, ସେଥି ରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କ ଆଗ ରେ ଗର୍ବ କରି ପାରିଲେ ନାହିଁ।
2 Porque, se Abraão foi justificado por obras, tem do que se orgulhar, porém não diante de Deus.
3 ଶାସ୍ତ୍ର କୁ ହେ, ଅବ୍ରାହାମ ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଲେ। ପରମେଶ୍ବର ତାହାଙ୍କର ବିଶ୍ବାସକୁ ଗ୍ରହଣ କଲେ। ଏହା ଦ୍ବାରା ପରମେଶ୍ବରଙ୍କ ପ୍ରତି ଅବ୍ରାହାମ ଧାର୍ମିକ ହେଲେ।
3 Pois o que diz a Escritura? Ela diz: “Abraão creu em Deus, e isso lhe foi atribuído para justiça.”
4 କାମ କରୁଥିବା ଲୋକକୁ ମଜୁରୀ ବା ଦରମା ଦବୋ ଦାନ ନୁହେଁ। ସେ ମଜୁରୀ ବା ଦରମା ଅର୍ଜନ କରେ।
4 Ora, para quem trabalha, o salário não é considerado como favor, mas como dívida.
5 କିନ୍ତୁ ଜଣେ ଲୋକ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହବୋ ଭଳି କାମ କରି ପରନୋହିଁ। ତାହାହ ପରମେଶ୍ବରଙ୍କ ପ୍ରତି ବିଶ୍ବାସ ରହିବା ଉଚ଼ିତ। ତା' ହେଲେ ପରମେଶ୍ବର ସେ ଲୋକର ବିଶ୍ବାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ବର ମନ୍ଦ ଲୋକକୁ ମଧ୍ଯ ଧାର୍ମିକ କରି ପାରନ୍ତି।
5 Mas, para quem não trabalha, porém crê naquele que justifica o ímpio, a sua fé lhe é atribuída como justiça.
6 ଦାଉଦ ସହେି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନକରି ପରମେଶ୍ବର ଯେତବେେଳେ ତାହାକୁ ଧାର୍ମିକ ହିସାବ ରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତ ରେ ଧନ୍ଯ:
6 E é assim também que Davi declara ser bem-aventurado aquele a quem Deus atribui justiça, independentemente de obras.
7 ଲୋକେ ପ୍ରକୃତ ରେ ଧନ୍ଯ, ଯେତବେେଳେ ସମାନଙ୍କେର ଅପରାଧ କ୍ଷମା କରାଯାଏ, ଓ ଯେତବେେଳେ ସମାନଙ୍କେର ପାପଗୁଡ଼ିକୁ ଢ଼ାଙ୍କି ଦିଆ ଯାଏ!
7 Davi disse: “Bem-aventurados aqueles cujas transgressões são perdoadas, e cujos pecados são cobertos;
8 ଓ ସେ ଲୋକମାନେ ପ୍ରକୃତ ରେ ଧନ୍ଯ, ଯେତବେେଳେ ପାପରହିତ ଭାବେ ପରମେଶ୍ବର ତାହାଙ୍କୁ ଗ୍ରହଣ କରି ନଇେଛନ୍ତି। ଗୀତସଂହିତା 32:1-2
8 bem-aventurado aquele a quem o Senhor jamais atribuir pecado.”
9 ତବେେ ଏହି ଖୁସି କଣ କବଳେ ସୁନ୍ନତ ହାଇେଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହାଇେ ନାହାଁନ୍ତି ସମାନଙ୍କେ ପାଇଁ ମଧ୍ଯ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ବର ଅବ୍ରାହାମଙ୍କ ବିଶ୍ବାସକୁ ଗ୍ରହଣ କଲେ ଓ ସହେି ବିଶ୍ବାସ ଅବ୍ରାହାମକୁ ତାଙ୍କ ପ୍ରତି ଧାର୍ମିକ କଲା।
9 Esta bem-aventurança vem apenas sobre os circuncisos ou será que ela vem também sobre os incircuncisos? Porque dizemos: “A fé foi atribuída a Abraão para justiça.”
10 ଏହା ଘଟିଲା କିପରି? ପରମେଶ୍ବର ଅବ୍ରାହାମଙ୍କୁ ସୁନ୍ନତ ହବୋପରେ ଗ୍ରହଣ କଲେ, ନା ସୁନ୍ନତ ହବୋ ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହାଇେ ସାରିଲା ପରେ ଏହା ପ୍ରକୃତ ରେ ଘଟିନାହିଁ, କିନ୍ତୁ ସେ ସୁନ୍ନତ ନ ହାଇେଥିଲା ବେଳେ ଏହା ଘଟିଛି।
10 Como, pois, lhe foi atribuída? Estando ele já circuncidado ou sendo ainda incircunciso? Não foi no regime da circuncisão, mas quando ele ainda não havia sido circuncidado.
11 ପରମେଶ୍ବର ଗ୍ରହଣ କରି ନଇେଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରାହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହବୋ ପୂର୍ବରୁ ପରମେଶ୍ବରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି ଓ ସୁନ୍ନତ ହାଇେ ନାହାଁନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରାହାମ ଅଟନ୍ତି। ସମାନେେ ବିଶ୍ବାସ କରନ୍ତି ଓ ଏହି କାରଣରୁ ସମାନେେ ପରମେଶ୍ବରଙ୍କ ପାଇଁ ଧାର୍ମିକ ବୋଲି ନିରୁପିତ ହୁଅନ୍ତି।
11 E Abraão recebeu o sinal da circuncisão como selo da justiça da fé que teve quando ainda não havia sido circuncidado. E isto para que ele viesse a ser o pai de todos os que creem, embora não circuncidados, a fim de que a justiça fosse atribuída também a eles.
12 ଅସୁନ୍ନତ ଲୋକଙ୍କର ପିତା ମଧ୍ଯ ଅବ୍ରାହାମ। ସୁନ୍ନତ ହାଇେଥିବା କାରଣରୁ ଅବ୍ରାହାମ ସମାନଙ୍କେର ପିତା ନୁହଁନ୍ତି। ସୁନ୍ନତ ହବୋ ପୂର୍ବରୁ ଅବ୍ରାହାମଙ୍କର ଯେଉଁ ବିଶ୍ବାସ ଥିଲା, ଯଦି ସମାନେେ ମଧ୍ଯ ସହେି ବିଶ୍ବାସ ଗ୍ରହଣ କରନ୍ତି, ତା' ହେଲେ ଅବ୍ରାହାମ ସମାନଙ୍କେର ପିତା।
12 Ele é também pai da circuncisão, isto é, daqueles que não são apenas circuncisos, mas também andam nas pisadas da fé que teve Abraão, nosso pai, antes de ser circuncidado.
13 ଅବ୍ରାହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସମାନେେ ସଂସାରର ଉତ୍ତରାଧିକାରୀ ହବେେ। କିନ୍ତୁ ଅବ୍ରାହାମ ଏହି ପ୍ରତିଶ୍ରୁତି ବ୍ଯବସ୍ଥା ପାଳନ କରିଥିବାରୁ ମିଳି ନଥିଲା। ବିଶ୍ବାସ ଦ୍ବାରା ସେ ପରମେଶ୍ବରଙ୍କଠା ରେ ଧାର୍ମିକ ହାଇେଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।
13 A promessa de que seria herdeiro do mundo não veio a Abraão ou à sua descendência por meio da lei, e sim por meio da justiça da fé.
14 ବ୍ଯବସ୍ଥା ପାଳନ କରିବା ଦ୍ବାରା ଯଦି ଜଣେ ଲୋକ ପରମେଶ୍ବର ଯାହା ପ୍ରତିଜ୍ଞା ଦଇେଥିଲେ ତାହା ପାଏ, ତା' ହେଲେ ବିଶ୍ବାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ଯ ନାହିଁ।
14 Pois, se os da lei é que são os herdeiros, anula-se a fé e cancela-se a promessa.
15 କାରଣ ବ୍ଯବସ୍ଥା ପାଳନ ନକରିବା ଦ୍ବାରା ବ୍ଯବସ୍ଥା ପରମେଶ୍ବରଙ୍କର କୋରଧ ଆଣିଥାଏ। କିନ୍ତୁ ଯଦି ବ୍ଯବସ୍ଥା ନଥାନ୍ତା, ତା' ହେଲେ ଅବାଧ୍ଯ ହବୋର ପ୍ରଶ୍ନ ଉଠିବ ନାହିଁ।
15 Porque a lei suscita a ira; mas onde não há lei, também não há transgressão.
16 ସେଥିପାଇଁ ବିଶ୍ବାସ ଦ୍ବାରା ଲୋକେ ପରମେଶ୍ବରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ଯର ଦାନ ହାଇପୋ ରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ଯ ରେ ପ୍ରତିଜ୍ଞା ଦାନ ମିଳେ ତା' ହେଲେ ଅବ୍ରାହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କବଳେ ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରାହାମ ଭଳି ବିଶ୍ବାସ ପୂର୍ବକ ଜୀବନ ଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରାହାମ ଆମ୍ଭ ସମସ୍ତଙ୍କର ପିତା।
16 Essa é a razão por que provém da fé, para que seja segundo a graça, a fim de que a promessa seja garantida para toda a descendência, não somente à descendência que está no regime da lei, mas também à descendência que tem a fé que Abraão teve — porque Abraão é pai de todos nós,
17 ଶାସ୍ତ୍ର ରେ ଲଖାେ ଅଛି, ମୁଁ ତୁମ୍ଭକୁ (ଅବ୍ରାହାମ) ଅନକେ ଗୁଡ଼ିଏ ଜାତିର ପିତା ଘୋଷିତ କରିଛି। ପରମେଶ୍ବରଙ୍କ ଆଗ ରେ ଏହା ସତ୍ଯ ଅଟେ। ଅବ୍ରାହାମ ଯେଉଁ ପରମେଶ୍ବରଙ୍କୁ ବିଶ୍ବାସ କରିଥିଲେ, ସହେି ପରମେଶ୍ବର ମୃତ ଲୋକଙ୍କୁ ଜୀବନ ପ୍ରଦାନ କରନ୍ତି ଓ ଯେଉଁ ଘଟଣା ଅଦ୍ଯାପି ଘଟି ନାହିଁ ସଗେୁଡ଼ିକ ଘଟିବା କଥା ନିର୍ଣ୍ଣୟ କରନ୍ତି।
17 como está escrito: “Eu o constituí por pai de muitas nações” — diante daquele em quem Abraão creu, o Deus que vivifica os mortos e chama à existência as coisas que não existem.
18 ଅବ୍ରାହାମଙ୍କର ସନ୍ତାନ ହବୋର ଆଶା ନଥିଲା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନକେ ଜାତିର ପିତା ହେଲେ। ପରମେଶ୍ବର ତାହାଙ୍କୁ କହିଥିଲେ: ତୁମ୍ଭର ଅଗଣିତ ବଂଶଧର ହବେେ।
18 Abraão, esperando contra a esperança, creu, para vir a ser pai de muitas nações, segundo lhe havia sido dito: “Assim será a sua descendência.”
19 ଅବ୍ରାହାମଙ୍କୁ 100 ବର୍ଷ ବୟସ ହାଇେଥିଲା, ଅତଏବ ପିଲାପିଲି ହବୋ ସମୟ ଚ଼ାଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ଯ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରାହାମ ଏ କଥା ଭାବିଥିଲେ।
19 E, sem enfraquecer na fé, levou em conta o seu próprio corpo já amortecido, tendo ele quase cem anos, e a esterilidade do ventre de Sara.
20 କିନ୍ତୁ ପରମେଶ୍ବରଙ୍କ ପ୍ରତି ତାହାଙ୍କର ବିଶ୍ବାସ ଦୁର୍ବଳ ହେଲା ନାହିଁ। ପରମେଶ୍ବର ତାହାଙ୍କୁ ଯାହା ପ୍ରତିଶ୍ରୁତି ଦଇେଛନ୍ତି ତାହା ସେ କରିବା ରେ ସମର୍ଥ ଏଥି ରେ ଅବ୍ରାହାମ ଟିକେ ହେଲେ ସନ୍ଦହେ କଲେ ନାହିଁ। ବରଂ ତାହାଙ୍କର ବିଶ୍ବାସ ଅଧିକ ଦୃଢ଼ ହେଲା ଓ ସେ ପରମେଶ୍ବରଙ୍କୁ ଗୌରବ ଦେଲେ।
20 Não duvidou, por incredulidade, da promessa de Deus; mas, pela fé, se fortaleceu, dando glória a Deus,
21 ଅବ୍ରାହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ବର ଯାହା ପ୍ରତିଶ୍ରୁତି ଦଇେଛନ୍ତି, ତାହା କରିବା ରେ ସେ ସକ୍ଷମ ଥିଲେ।
21 estando plenamente convicto de que Deus era poderoso para cumprir o que havia prometido.
22 ସେଥିପାଇଁ ପରମେଶ୍ବର, ଅବ୍ରାହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସେ ବିଶ୍ବାସ ଅବ୍ରାହାମଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।
22 Assim, também isso lhe foi atribuído para justiça.
23 ପରମେଶ୍ବର ଅବ୍ରାହାମଙ୍କ ବିଶ୍ବାସ ଗ୍ରହଣ କଲେ, ଏହି ବାକ୍ଯଗୁଡ଼ିକ କବଳେ ଅବ୍ରାହାମଙ୍କ ପାଇଁ ଲଖାେ ଯାଇ ନଥିଲା।
23 E as palavras “lhe foi atribuído” foram escritas não somente por causa dele,
24 ଏହି ବାକ୍ଯଗୁଡ଼ିକ ଆମ୍ଭ ପାଇଁ ମଧ୍ଯ ଲଖାେ ଯାଇଥିଲା। ଆମ୍ଭେ ବିଶ୍ବାସ କରୁଥିବା ୟୋଗୁ ପରମେଶ୍ବର ଆମ୍ଭକୁ ମଧ୍ଯ ଗ୍ରହଣ କରିବେ। ଆମ୍ଭେ ତାହାଙ୍କୁ ବିଶ୍ବାସ କରୁ ୟିଏ ଆମ୍ଭର ପ୍ରଭୁ ଯୀଶୁଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ।
24 mas também por nossa causa, visto que a nós igualmente nos será atribuído, a saber, a nós que cremos naquele que ressuscitou dentre os mortos a Jesus, nosso Senhor,
25 ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ଯୁ ନିମନ୍ତେ ସମର୍ପିତ କରା ହେଲା। ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ଯୁରୁ ପୁନର୍ଜୀବିତ ହେଲେ।
25 o qual foi entregue por causa das nossas transgressões e ressuscitou para a nossa justificação.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Romanos 4, comparar traduções ou montar um estudo — tudo direto pelo WhatsApp.