Romanos 5
Oriya Bible (GL_ORIYA) vs ARA
1 ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।
1 Justificados, pois, mediante a fé, temos paz com Deus por meio de nosso Senhor Jesus Cristo;
2 ଏବେ ଆମ୍ଭେ ଏହି ଅନୁଗ୍ରହ ରେ ରହିଛୁ ଓ ଆମ୍ଭେ ପରମେଶ୍ବରଙ୍କ ଏହି ମହିମା ରେ ଭାଗୀଦର ହାଇେଥିବା ଆଶା ରେ ଆନନ୍ଦିତ।
2 por intermédio de quem obtivemos igualmente acesso, pela fé, a esta graça na qual estamos firmes; e gloriamo-nos na esperança da glória de Deus.
3 ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।
3 E não somente isto, mas também nos gloriamos nas próprias tribulações, sabendo que a tribulação produz perseverança;
4 ଏହି ର୍ଧୈୟ୍ଯ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ।
4 e a perseverança, experiência; e a experiência, esperança.
5 ଏହି ଭରସା ଆମ୍ଭକୁ କବେେ ହେଲେ ନିରାଶ କରିବ ନାହିଁ। କଣ ପାଇଁ? କାରଣ ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ ରମେ ଢ଼ାଳି ଦେଲେ। ପରମେଶ୍ବର ପବିତ୍ର ଆତ୍ମା ମାଧ୍ଯମ ରେ ତାହାଙ୍କର ପ୍ ରମେ ଦଇେଛନ୍ତି। ପରମେଶ୍ବରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ର ଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।
5 Ora, a esperança não confunde, porque o amor de Deus é derramado em nosso coração pelo Espírito Santo, que nos foi outorgado.
6 ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।
6 Porque Cristo, quando nós ainda éramos fracos, morreu a seu tempo pelos ímpios.
7 ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ଯ, ଖୁବ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ଯୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହାଇେ ଥାଏ, ତବେେ ତା ନିମନ୍ତେ କିଏ ଜଣେ ମୃତ୍ଯୁ ବରଣ କରିବା ପାଇଁ ସାହାସ କରିବ।
7 Dificilmente, alguém morreria por um justo; pois poderá ser que pelo bom alguém se anime a morrer.
8 କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ଯୁ ବରଣ କଲେ। ଏହା ଦ୍ବାରା ପରମେଶ୍ବର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ ରମେ କରନ୍ତି।
8 Mas Deus prova o seu próprio amor para conosco pelo fato de ter Cristo morrido por nós, sendo nós ainda pecadores.
9 ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କର କୋରଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା।
9 Logo, muito mais agora, sendo justificados pelo seu sangue, seremos por ele salvos da ira.
10 ମାେ କହିବା ଅର୍ଥ ଯେ ଆମ୍ଭେ ପରମେଶ୍ବରଙ୍କର ଶତୃ ହାଇେଥିଲେ ମଧ୍ଯ, ସେ ନିଜ ପୁତ୍ରଙ୍କ ମୃତ୍ଯୁ ଦ୍ବାରା ଆମ୍ଭ ସହିତ ବନ୍ଧୁତା ସ୍ଥାପନ କରିଛନ୍ତି। ସେଥିପାଇଁ ଏବେ ଯେ ହତେୁ ଆମ୍ଭେ ପରମେଶ୍ବରଙ୍କର ମିତ୍ର, ପରମେଶ୍ବର ତାଙ୍କ ପୁତ୍ରଙ୍କ ଜୀବନ ମାଧ୍ଯମ ରେ ଆମ୍ଭକୁ ନିଶ୍ଚିତ ଭାବରେ ରକ୍ଷା କରିବେ।
10 Porque, se nós, quando inimigos, fomos reconciliados com Deus mediante a morte do seu Filho, muito mais, estando já reconciliados, seremos salvos pela sua vida;
11 ଆମ୍ଭେ ଯେ କବଳେ ରକ୍ଷା ପାଇବୁ ତା ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଠା ରେ ମଧ୍ଯ ଅତ୍ଯଧିକ ଆନନ୍ଦିତ ହତେୁ କବଳେ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ବରଙ୍କ ମିତ୍ର ଅଟୁ।
11 e não apenas isto, mas também nos gloriamos em Deus por nosso Senhor Jesus Cristo, por intermédio de quem recebemos, agora, a reconciliação.
12 ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।
12 Portanto, assim como por um só homem entrou o pecado no mundo, e pelo pecado, a morte, assim também a morte passou a todos os homens, porque todos pecaram.
13 ମାଶାେ ବ୍ଯବସ୍ଥା ଦବୋ ପୂର୍ବରୁ ପାପ ସଂସାର ରେ ଥିଲା। କିନ୍ତୁ ପରମେଶ୍ବର, ବ୍ଯବସ୍ଥା ନଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନଥିଲେ।
13 Porque até ao regime da lei havia pecado no mundo, mas o pecado não é levado em conta quando não há lei.
14 କିନ୍ତୁ ଆଦମଙ୍କ ସମୟରୁ ମାଶାଙ୍କେ ସମୟ ସୁଦ୍ଧା, ପ୍ରେତ୍ୟକକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ବରଙ୍କର ଆଦେଶ ଅମାନ୍ଯ କରି ପାପ କରିଥିବା ହତେୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନଥିଲେ, ସମାନଙ୍କେୁ ମଧ୍ଯ ମରିବାକୁ ହେଲା।
14 Entretanto, reinou a morte desde Adão até Moisés, mesmo sobre aqueles que não pecaram à semelhança da transgressão de Adão, o qual prefigurava aquele que havia de vir.
15 କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନକେ ଲୋକ ମୃତ୍ଯୁ ବରଣ କଲେ। କିନ୍ତୁ ପରମେଶ୍ବରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନକେ ଲୋକ ଜଣେ ଲୋକର ଅନୁଗ୍ରହ ହତେୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।
15 Todavia, não é assim o dom gratuito como a ofensa; porque, se, pela ofensa de um só, morreram muitos, muito mais a graça de Deus e o dom pela graça de um só homem, Jesus Cristo, foram abundantes sobre muitos.
16 ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ଯସ୍ତା ହେଲା। କିନ୍ତୁ ପରମେଶ୍ବରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନକେ ପାପ ପରେ ପରମେଶ୍ବରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରାଇଲା।
16 O dom, entretanto, não é como no caso em que somente um pecou; porque o julgamento derivou de uma só ofensa, para a condenação; mas a graça transcorre de muitas ofensas, para a justificação.
17 ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ଯୁ ସମସ୍ତଙ୍କ ଉପରେ ରାଜତ୍ବ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ବରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର 'ଧାର୍ମିକ' ହବୋ ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ଯ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସହେି ଲୋକମାନେ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଶାସନ କରିବେ।
17 Se, pela ofensa de um e por meio de um só, reinou a morte, muito mais os que recebem a abundância da graça e o dom da justiça reinarão em vida por meio de um só, a saber, Jesus Cristo.
18 ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ଯୁ ରେ ଦଣ୍ଡିତ କଲା, ସହେି ଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସହେି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦବେ।
18 Pois assim como, por uma só ofensa, veio o juízo sobre todos os homens para condenação, assim também, por um só ato de justiça, veio a graça sobre todos os homens para a justificação que dá vida.
19 ଜଣେ ଲୋକ ପରମେଶ୍ବରଙ୍କୁ ଅବଜ୍ଞା କଲା ଓ ଅନକେ ଲୋକ ପାପୀ ହାଇେ ଗଲେ। କିନ୍ତୁ ସହେିପରି ଜଣେ ଲୋକ ପରମେଶ୍ବରଙ୍କୁ ମାନିଲା ଓ ଅନକେ ଲୋକ ଧାର୍ମିକ ହାଇେ ଯିବେ।
19 Porque, como, pela desobediência de um só homem, muitos se tornaram pecadores, assim também, por meio da obediência de um só, muitos se tornarão justos.
20 ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।
20 Sobreveio a lei para que avultasse a ofensa; mas onde abundou o pecado, superabundou a graça,
21 ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ଯୁକୁ ବ୍ଯବହାର କଲା। କିନ୍ତୁ ପରମେଶ୍ବର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହା ଦ୍ବାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ରହିଲେ। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଏହା ଅନନ୍ତ ଜୀବନ ଆଣିଲା।
21 a fim de que, como o pecado reinou pela morte, assim também reinasse a graça pela justiça para a vida eterna, mediante Jesus Cristo, nosso Senhor.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Romanos 5, comparar traduções ou montar um estudo — tudo direto pelo WhatsApp.