Romanos 7

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଭାଇ ଓ ଭଉଣୀଗଣ, ତୁମ୍ଭମାନେେ ବ୍ଯବସ୍ଥା ଜାଣ। ତୁମ୍ଭମାନେେ ଜାଣ ଯେ ଯେତବେେଳେ ଜଣେ ଲୋକ ଜୀବିତ, ବ୍ଯବସ୍ଥା ତାହାକୁ ନିୟନ୍ତ୍ରିତ କଲେ।
1 Ignorais, irmãos {falo aos que têm conhecimentos jurídicos}, que a lei só tem domínio sobre o homem durante o tempo que vive?
2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ସମୟ ପର୍ୟ୍ଯନ୍ତ ତା' ସହିତ ଆବଦ୍ଧ ହାଇେ ରହିଥାଏ। କିନ୍ତୁ ଯେତବେେଳେ ତାହାର ସ୍ବାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହାଇେ ଯାଏ।
2 Assim, a mulher casada está sujeita ao marido pela lei enquanto ele vive; mas, se o marido morrer, fica desobrigada da lei que a ligava ao marido.
3 କିନ୍ତୁ ଯେତବେେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ଅବସ୍ଥା ରେ, ଆଉ ଜଣକୁ ବିବାହ କରେ, ବ୍ଯବସ୍ଥା କୁ ହେ ଯେ, ସେ ବ୍ଯଭିଚ଼ାର ଦୋଷ ରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ବାମୀ ମରି ଯାଏ, ତାହା ହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ଯବସ୍ଥାରୁ ମୁକ୍ତ ହାଇେ ଯାଏ। ଅତଏବ, ଯଦି ସହେି ସ୍ତ୍ରୀଲୋକ ସ୍ବାମୀର ମୃତ୍ଯୁ ପରେ ଆଉ ଜଣକୁ ବିବାହ କରେ, ସେ ବ୍ଯଭିଚ଼ାର ଦୋଷ ରେ ଆଉ ଦୋଷୀ ହୁଏ ନାହିଁ।
3 Por isso, enquanto viver o marido, se se tornar mulher de outro homem, será chamada adúltera. Porém, morrendo o marido, fica desligada da lei, de maneira que, sem se tornar adúltera, poderá casar-se com outro homem.
4 ଠିକ୍ ସହେି ଭଳି, ମାେ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ଯକ୍ତିତ୍ବ ମରିଯାଇଛି ଓ ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଶରୀର ମାଧ୍ଯମ ରେ ବ୍ଯବସ୍ଥାରୁ ମୁକ୍ତ ହାଇଯୋଇଛ। ଏବେ ତୁମ୍ଭମାନେେ ଅନ୍ୟ ଜଣକର ଅଟ। ତୁମ୍ଭମାନେେ ମୃତ୍ଯୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ସବୋ ରେ ନିଯୋଜିତ ହାଇେ ପାରିବା।
4 Assim, meus irmãos, também vós estais mortos para a lei, pelo sacrifício do corpo de Cristo, para pertencerdes a outrem, àquele que ressuscitou dentre os mortos, a fim de que demos frutos para Deus.
5 ଅତୀତ ରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ବାରା ବ୍ଯବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ଯାତ୍ମିକ ମୃତ୍ଯୁ ଘଟାଉ ଥିଲା।
5 De fato, quando estávamos na carne, as paixões pecaminosas despertadas pela lei operavam em nossos membros, a fim de frutificarmos para a morte.
6 ଅତୀତର ବ୍ଯବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ଯକ୍ତିତ୍ବ ଏବେ ମରି ଯାଇଛି ଓ ଆମ୍ଭେ ବ୍ଯବସ୍ଥାରୁ ମୁକ୍ତ ହାଇେ ସାରିଛୁ। ଅତଏବ ଆମ୍ଭେ ପ୍ରାଚ଼ୀନ ପଦ୍ଧତି ଲିଖିତ ବ୍ଯବସ୍ଥା ଅନୁସାରେ ପରମେଶ୍ବରଙ୍କ ସବୋ କରୁନାହୁଁ। ଆମ୍ଭେ ପରମେଶ୍ବରଙ୍କ ନୂତନ ପଦ୍ଧତି ରେ ଆତ୍ମା ରେ ସବୋ କରୁଅଛୁ।
6 Agora, mortos para essa lei que nos mantinha sujeitos, dela nos temos libertado, e nosso serviço realiza-se conforme a renovação do Espírito e não mais sob a autoridade envelhecida da letra.
7 ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ଯବସ୍ଥା ହେଉଛି ଏକା କଥା। ଏହା ସତ୍ଯ ନୁହେଁ। କିନ୍ତୁ ବ୍ଯବସ୍ଥା ହେଉଛି ଏକମାତ୍ର ଉପାୟ ଯାହା ଦ୍ବାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କବେେ ହେଲେ ଜାଣି ପାରି ନଥାନ୍ତି, ଲୋଭ କରିବା ଅର୍ଥ କଣ। କିନ୍ତୁ ବ୍ଯବସ୍ଥା କହିଲା, ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କବେେ ହେଲେ ଲୋଭ କର ନାହିଁ।
7 Que diremos, então? Que a lei é pecado? De modo algum. Mas eu não conheci o pecado senão pela lei. Porque não teria idéia da concupiscência, se a lei não dissesse: Não cobiçarás {Ex 20,17}.
8 ଏହି ଆଦେଶ ଅନୁସାରେ ମାେ ଭିତ ରେ ସମସ୍ତ ପ୍ରକାରର ଭୁଲ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହତେୁ ପାପ ମାେ ପାଖକୁ ଆସିଲା। କିନ୍ତୁ ବ୍ଯବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ।
8 Foi o pecado, portanto, que, aproveitando-se da ocasião que lhe foi dada pelo preceito, excitou em mim todas as concupiscências; porque, sem a lei, o pecado estava morto.
9 ବ୍ଯବସ୍ଥା ଜାଣିବା ପୂର୍ବରୁ, ବ୍ଯବସ୍ଥା ବିନା ମୁଁ ଜୀବିତ ଥିଲା। କିନ୍ତୁ ଯେତବେେଳେ ବ୍ଯବସ୍ଥାର ଆଦେଶ ମାେ ପାଖକୁ ଆସିଲା, ସେତବେେଳେ ପାପ ଜୀବିତ ହେଲା ଓ ପାପ ହତେୁ ଆତ୍ମିକ ଭାବରେ ମୁଁ ମୃତ୍ଯୁ ବରଣ କଲି।
9 Quando eu estava sem a lei, eu vivia; mas, sobrevindo o preceito, o pecado recobrou vida,
10 ଆଦେଶର ଆଜ୍ଞା ଥିଲା ଜୀବନ ଦାନ କିନ୍ତୁ ମାେ ପାଇଁ ଆଜ୍ଞା ଆଣିଲା ମୃତ୍ଯୁ।
10 e eu morri. Assim o mandamento, que me devia dar a vida, conduziu-me à morte.
11 ଏହି ଆଜ୍ଞାକୁ ବ୍ଯବହାର କରି ପାପ ମାେତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମାେତେ ଆତ୍ମିକ ଭାବରେ ମୃତ କରାଇବା ରେ ପାପ ଏହି ଆଜ୍ଞାକୁ ବ୍ଯବହାର କଲା।
11 Porque o pecado, aproveitando da ocasião do mandamento, seduziu-me, e por ele me levou à morte.
12 ଅତଏବ ବ୍ଯବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ଯ ପବିତ୍ର, ଠିକ୍ ଓ ଉତ୍ତମ।
12 Por conseguinte, a lei é santa e o mandamento é santo, e justo, e bom...
13 ଏହାର କଣ ଏହି ଅର୍ଥ ଯେ ଯାହା ଭଲ, ତାହାହିଁ ମାେ ପାଇଁ ମୃତ୍ଯୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ଯବହାର କରି ମାେ ପାଇଁ ମୃତ୍ଯୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ'ଣ ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ଯବହାର ମଧ୍ଯ ଏହାହିଁ ଦଖାଇବୋ ପାଇଁ ହେଲା।
13 Então o que é bom tornou-se causa de morte para mim? De certo que não. Foi o pecado que, para se mostrar realmente pecado, acarretou para mim a morte por meio do que é bom, a fim de que, pelo mandamento, o pecado se fizesse excessivamente pecaminoso.
14 ମୁଁ ଜାଣେ ଯେ ବ୍ଯବସ୍ଥା ହେଉଛି ଆତ୍ମିକ। କନ୍ତୁ ମୁଁ ଆତ୍ମକ ନୁହେଁ। ପାପର ଦାସ ଭଳି ମୁଁ ତା' ପାଖ ରେ ବିକ୍ରି ହାଇେ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।
14 Sabemos, de fato, que a lei é espiritual, mas eu sou carnal, vendido ao pecado.
15 ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସହେି କାମ କରେ।
15 Não entendo, absolutamente, o que faço, pois não faço o que quero; faço o que aborreço.
16 ଯେଉଁ କାମ କରିବାକୁ ଚା ହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ଯବସ୍ଥା ଭଲ ବୋଲି ସମର୍ଥନ କରେ।
16 E, se faço o que não quero, reconheço que a lei é boa.
17 କିନ୍ତୁ ମୁଁ, ପକୃତ ରେ ଏହି ମନ୍ଦ କମ କରି ନ ଥାଏ। ମାେ ଭିତ ରେ ଥିବା ପାପର ସ୍ବଭାବ ଏହି ସବୁ କାମ କରେ।
17 Mas, então, não sou eu que o faço, mas o pecado que em mim habita.
18 ମୁଁ ଏହା ଜାଣେ ଯେ ମାେ ଭିତ ରେ କିଛି ଭଲ ନାହିଁ। ମାେ କହିବା ଅର୍ଥ ଯେ, ମାରେଶରୀର ରେ କୌଣସି ଭଲ ବିଷୟ ନାହିଁ।
18 Eu sei que em mim, isto é, na minha carne, não habita o bem, porque o querer o bem está em mim, mas não sou capaz de efetuá-lo.
19 ମୁଁ ଭଲ କାମ କରିବାକୁ ଇଚ୍ଛା କରେ। କିନ୍ତୁ ମୁଁ ଏହା କରେ ନାହିଁ।
19 Não faço o bem que quereria, mas o mal que não quero.
20 ମୁଁ ମନ୍ଦ କାମ କରେ ଯାହା ମୁଁ କରିବାକୁ ଚା ହେଁ ନାହିଁ। ତାହାର ଅର୍ଥ ମୁଁ ପ୍ରକୃତ ରେ ଏସବୁ କରେ ନାହିଁ। ମାେ ଭିତ ରେ ଥିବା ପାପ ଏହି ସବୁ କାମ କରେ।
20 Ora, se faço o que não quero, já não sou eu que faço, mas sim o pecado que em mim habita.
21 ସହେି ଭଳି ମୁଁ ଏହି ବ୍ଯବସ୍ଥାଟି ଶିଖିଛି: ଯେତବେେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମାେ ପାଖେ ଉପସ୍ଥିତ ଥାଏ।
21 Encontro, pois, em mim esta lei: quando quero fazer o bem, o que se me depara é o mal.
22 ମାେ ମନ ରେ, ମୁଁ ପରମେଶ୍ବରଙ୍କର ବ୍ଯବସ୍ଥା ରେ ସୁଖୀ।
22 Deleito-me na lei de Deus, no íntimo do meu ser.
23 କିନ୍ତୁ ମାେ ଶରୀର ରେ ମୁଁ ଆଉ ଗୋଟିଏ ବ୍ଯବସ୍ଥା କାମ କରୁଥିବାର ଦେଖୁଛି। ସମାନେେ ଗ୍ରହଣ କରୁଥିବା ବ୍ଯବସ୍ଥା ସହିତ ମାେ ଶରୀରର ବ୍ଯବସ୍ଥା ସଂଘର୍ଷ କରୁଛି। ମାେ ଶରୀର ରେ କାମ କରୁଥିବା ଏହି ବ୍ଯବସ୍ଥାଟି ପାପର ବ୍ଯବସ୍ଥା ଅଟେ, ଓ ସୋହି ବ୍ଯବସ୍ଥା ମାେତେ ବନ୍ଦୀ କରି ପକାଏ।
23 Sinto, porém, nos meus membros outra lei, que luta contra a lei do meu espírito e me prende à lei do pecado, que está nos meus membros.
24 ଏହା ଭୟଙ୍କର ଅଟେ! ମାେତେ ଏହି ଶରୀରରୁ, ଯାହା ମାେ ପାଇଁ ମୁତ୍ଯୁ ଆଣେ, କିଏ ରକ୍ଷା କରିବ? ପରମେଶ୍ବର ମାେତେ ରକ୍ଷା କରିବେ।
24 Homem infeliz que sou! Quem me livrará deste corpo que me acarreta a morte?...
25 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଧନ୍ଯବାଦ ହେଉ। ଅତଏବ-ମାେ ମନ ସହିତ ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାର ଦାସ। କିନ୍ତୁ ପାପପୂର୍ଣ ସ୍ବଭାବରେ ମୁଁ ପାପୟୁକ୍ତ ନିୟମର ଦାସ।
25 Graças sejam dadas a Deus por Jesus Cristo, nosso Senhor! Assim, pois, de um lado, pelo meu espírito, sou submisso à lei de Deus; de outro lado, por minha carne, sou escravo da lei do pecado.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Romanos 7, comparar traduções ou montar um estudo — tudo direto pelo WhatsApp.