Romanos 9

Oriya Bible (GL_ORIYA) vs BKJ

Sair da comparação
1 ମୁଁ ଖ୍ରୀଷ୍ଟଙ୍କଠା ରେ ଅଛି, ଓ ମୁଁ ସତ୍ଯ କହୁଛି। ମୁଁ ମିଛ କହୁ ନାହିଁ। ପବିତ୍ରଆତ୍ମା ଦ୍ବାରା ମାରେ ଭାବନା ନିୟନ୍ତ୍ରିତ। ଏହି ଭାବନା ମାେତେ କୁ ହେ ଯେ ମୁଁ ମିଛ କୁ ହେ ନାହିଁ।
1 Eu digo a verdade em Cristo, eu não minto; a minha consciência também me dá testemunho no Espírito Santo,
2 ମାରେ ଅଶଷେ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବଦନୋଗ୍ରସ୍ତ ଅଛି।
2 que eu tenho grande pesar e contínua tristeza no meu coração.
3 ସମାନେେ ମାରେ ଭାଇ ଓ ଭଉଣୀ। ସମାନେେ ଏହି ସଂସାର ରେ ମାରେ ପରିବାର। ମୁଁ ସମାନଙ୍କେୁ ସାହାୟ୍ଯ କରିପା ରେ। ମୁଁ ନିଜେ ଅଭିଶପ୍ତ ହବୋ ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହାଇପୋ ରେ।
3 Porque eu mesmo desejava ser amaldiçoado de Cristo, por meus irmãos, meus parentes segundo a carne;
4 ସମାନେେ ଇଶ୍ରାୟେଲୀୟ ଲୋକ। ସମାନେେ ପରମେଶ୍ବରଙ୍କର ବଛାଯାଇଥୀବା ସନ୍ତାନ। ସମାନଙ୍କେ ପାଖ ରେ ପରମେଶ୍ବରଙ୍କ ମହିମା ଅଛି ଓ ସମାନେେ ପରମେଶ୍ବର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ବର ସମାନଙ୍କେୁ ମାଶାଙ୍କେ ବ୍ଯବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦଇେଛନ୍ତି। ପରମେଶ୍ବର ସମାନଙ୍କେୁ ତାଙ୍କର ପ୍ରତି ଶ୍ରୁତିମାନ ଦଇେଛନ୍ତି।
4 que são israelitas, aos quais pertence a adoção, e a glória, e os pactos, e a entrega da lei, e o serviço de Deus, e as promessas;
5 ସମାନେେ ଆମ ପୂର୍ବପୁରୁଷ ମାନଙ୍କର ବଂଶଧର ଅଟନ୍ତି। ସମାନେେ ସଂସାର ରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟ ରେ ଖ୍ରୀଷ୍ଟ ପରମେଶ୍ବର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।
5 dos quais são os pais, e dos quais, segundo a carne, veio Cristo, que é sobre todos, Deus bendito para sempre. Amém.
6 ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ବର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବଲେି ନୁହେଁ, କାରଣ ଇଶ୍ରାୟେଲର କବଳେ ଅଳ୍ପ କିଛି ଲୋକ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ଲୋକ।
6 Não, porém, que a palavra de Deus tenha perdido o seu efeito, porque nem todos os que são de Israel são israelitas.
7 ଅବ୍ରାହମଙ୍କ କବଳେ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ବର କହିଥୀଲେ: ଇସ୍ହାସ ଦ୍ବାରା ତୁମ୍ଭର ବିଧୀ ସଂଗତ ବଂଶବୃଦ୍ଦି ହବେ।
7 Nem por serem a semente de Abraão, são todos filhos; mas, em Isaque será chamada a tua semente.
8 ଏହାର ଅର୍ଥ ଯେ ଅବ୍ରାହମଙ୍କ ବଂଶର ସମସ୍ତେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ ନୁହଁନ୍ତି। କବଳେ ଯେଉଁମାନେ ପରମେଶ୍ବରଙ୍କ ପ୍ରତିଜ୍ଞା ଦ୍ବାରା ପରମେଶ୍ବରଙ୍କ ସନ୍ତାନ ହଇେଥିଲେ ସହେିମାନେ ଅବ୍ରାହମଙ୍କ ପ୍ରକୃତ ସନ୍ତାନ ହେଲେ।
8 Isto é: Os que são filhos da carne, estes não são filhos de Deus, mas os filhos da promessa são considerados como semente.
9 ପରମେଶ୍ବରଙ୍କ ପ୍ରତିଜ୍ଞା ଏହିପରି ଥିଲା: ଉଚିତ୍ ସମୟ ଉପସ୍ଥିତ ହେଲେ ମୁଁ ଫରେିବି ଓ ସାରା ପୁତ୍ର ଜନ୍ମ କରିବ।
9 Porque esta é a palavra da promessa: Por este tempo eu virei, e Sara terá um filho.
10 କବଳେ ଏତିକି ନୁହେଁ। ଆମ୍ଭର ପୂର୍ବ ପୁରୁଷ ୟିସ୍ହାଙ୍କ ଠାରୁ ରିବିକା ଦୁଇଟି ସନ୍ତାନ ଲାଭ କରିଥିଲେ।
10 E não somente isso, mas também quando Rebeca concebeu de um, de nosso pai Isaque;
11 ଦୁଇଟି ପୁତ୍ର ଜନ୍ମ ହବୋ ପୂର୍ବରୁ ଓ ସମାନେେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ବର ରିବିକାକୁ କହିଥୀଲେ, ବଡ ପୁତ୍ରଟି ସାନଟିର ସବୋକରିବ।
11 (porque, não tendo os filhos ainda nascido, nem tendo feito algo bom ou mal, para que o propósito de Deus pudesse permanecer segundo a eleição, não por obras, mas por aquele que chama),
12 ପରମେଶ୍ବରଙ୍କ ମ ନୋନୟନ ତାହାଙ୍କ ଯଜେନା ଉପରେ ଆଧାରିତ ଥିଲା ଓ ଯାହା ସେ ଗ୍ଭହିଁଥୀଲେ ସହେି କାରଣରୁ ହେଲା।
12 isto foi dito a ela: O mais velho servirá ao mais jovem.
13 ଶାସ୍ତ୍ର କୁ ହେ: ମୁଁ ଯାବକକୁ ଭଲ ପାଇଲି କିନ୍ତୁ, ଏଷୌକୁ ନୁହେଁ।
13 Como está escrito: Jacó eu tenho amado, mas Esaú eu tenho odiado.
14 ତା' ହେଲେ ଏ ବିଷୟ ରେ ଆମ୍ଭେ କଣ କହିବା? କ'ଣ ପରମେଶ୍ବର ଅନ୍ଯାଯୀ?
14 O que diremos então? Há em Deus injustiça? De forma alguma!
15 ନା, ଆମ୍ଭେ ଏପରି କହି ପାରିବା ନାହିଁ। ପରମେଶ୍ବର ମାଶାଙ୍କେୁ କହିଥୀଲେ, ଆମ୍ଭେ ଯାହାକୁ ଦୟା କରିବା ପାଇଁ ଇଚ୍ଛା କରିବା, ଆମ୍ଭେ ତାହା ପ୍ରତି ଦୟା ଦଖାଇବୋ। ଆମ୍ଭେ ଯାହାକୁ କରୁଣା ଦଖାଇବୋ ପାଇଁ ଇଛା କରିବା ଆମ୍ଭେ ତାହାକୁ କରୁଣା ଦଖାଇବୋା
15 Porque ele diz a Moisés: Eu terei misericórdia de quem eu tiver misericórdia, e eu terei compaixão de quem eu tiver compaixão.
16 ଅତଏବ, ପରମେଶ୍ବରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ ।
16 Assim, pois, não é daquele que quer, nem daquele que corre, mas de Deus, que manifesta misericórdia.
17 ଧର୍ମଶାନ୍ତ୍ର ରେ ଯେପରି ପରମେଶ୍ବର ଫାରୋକୁ କହନ୍ତି: ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦେଶ୍ଯ ପାଇଁ ତୁମ୍ଭକୁ ରାଜା କରିଛୁ, ୟଦ୍ବାରା ତୁମ୍ଭ ମାଧ୍ଯମ ରେ ଆମ୍ଭେ ଆପଣା ଶକ୍ତି ଦଖାଇେ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ବ ରେ ଘୋଷିତ ହେଉ ବୋଲ ଆମ୍ଭ ଇଚ୍ଛା।
17 Porque a escritura diz a faraó: Para este mesmo propósito eu te levantei; para mostrar o meu poder em ti, e para que o meu nome seja declarado em toda a terra.
18 ଅତଏବ ଯେଉଁମାନଙ୍କୁ ପରମେଶ୍ବର ଦୟା ଦଖାଇବୋକୁ ଚାହାନ୍ତି ସମାନଙ୍କେୁ ସେ ଦୟା ଦଖାେନ୍ତି ଓ ଯେଉଁ ମାନଙ୍କୁ ସେ କଠାେର କରିବାକୁ ଚାହାଁନ୍ତି, ସମାନଙ୍କେୁ ସେ କଠାେର କରନ୍ତି।
18 Portanto, ele tem misericórdia de quem ele quer ter misericórdia, e endurece a quem quer.
19 ତା ହେଲେ ତୁମ୍ଭେ ମାେତେ ପ୍ରଶ୍ନ କରି ପାର ଯେ ସେ ଆମ୍ଭର ଦୋଷ କାହିଁକି ଧରନ୍ତି?
19 Tu dirás a mim então: Por que ele ainda achou culpa? Pois quem tem resistido à sua vontade?
20 ତୁମ୍ଭେ କବଳେ ଜଣେ ମଣିଷ। ପରମେଶ୍ବରଙ୍କୁ ଓଲଟି ପ୍ରଶ୍ନ ପଚାରିବାର ଅଧୀକାର ତୁମ୍ଭର ନାହିଁ। ମାଟିକଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ ତୁମ୍ଭେ ମାେତେ ଏପରି ଭାବେ କାହିଁକି ଗଢିଲ?
20 Mas, ó homem, quem és tu, para que contestes a Deus? Dirá a coisa formada ao que a formou: Por que tu me fizeste assim?
21 କୁମ୍ଭାରର ଅଧୀକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନଇେ ବିଶଷେ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।
21 Não tem o oleiro poder sobre o barro, para da mesma massa fazer um vaso para honra e outro para ­desonra?
22 ଠିକ୍ ସହେିଭଳି ପରମେଶ୍ବର ମଧ୍ଯ ନିଜର କୋରଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଚାହିଁଥୀଲେ। ସେ ଖୁବ୍ ଧୈୟ୍ଯର ସହିତ ତାହାଙ୍କ କୋର୍ଧ ଓ ବିନାଶ ପାତ୍ରମାନଙ୍କୁ ସହି ନଇେଥୀଲେ।
22 E se Deus, disposto a demonstrar a sua ira e dar a conhecer o seu poder, suportou com muita paciência os vasos da ira, preparados para a destruição,
23 ପରମେଶ୍ବର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦଖାଇବୋ ଲାଗି ର୍ଧୈୟ୍ଯପୂର୍ବକ ଅପେକ୍ଷା କରିଥୀଲେ।
23 para que ele também desse a conhecer as riquezas da sua glória nos vasos de misericórdia, que antes ele já preparou para glória,
24 ସମାନଙ୍କେୁ ତାହାଙ୍କ ମହିମା ଦବୋ ପାଇଁ ପ୍ରସ୍ତୁତ କଲେ।
24 até nós, a quem ele chamou, não só dentre os judeus, mas também dentre os gentios?
25 ଆମ୍ଭେ ମାନେ ସହେି ଲୋକ। ପରମେଶ୍ବର କବଳେ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣ ଯିହୂଦୀମାନଙ୍କ ଭିତରୁ ମଧ୍ଯ ଆମ୍ଭ ମାନଙ୍କୁ ଡାକିଲେ। ହାେେଶୟ ପୁସ୍ତକରେ ଏହିପରି ଲଖାେ ଅଛି:
25 Assim como ele também diz em Oseias: Eu os chamarei meu povo, os quais não eram meu povo; e amada à que não era amada.
26 ଏବଂ ଯେଉଁ ସ୍ଥାନ ରେ ପରମେଶ୍ବର କହିଥୀଲେ, 'ତୁମ୍ଭମାନେେ ଆମ୍ବ ଲୋକ ନୁହଁ'- ସହେି ସ୍ଥାନ ରେ ସମାନେେ ଜୀବିତ ପରମେଶ୍ବରଙ୍କ ସନ୍ତାନ ବୋଲାଇବେ। ହାେେଶୟ 1:10
26 E acontecerá que, no lugar em que lhes foi dito: Vós não sois meu povo; ali serão chamados filhos do Deus vivo.
27 ଏବଂ ଇଶ୍ରାୟେଲ ବିଷୟ ରେ ୟିଶାଇୟ ଘାଷେଣା କରି କୁହନ୍ତି:
27 Isaías também clamava acerca de Israel: Ainda que o número dos filhos de Israel seja como a areia do mar, o remanescente será salvo;
28 କାରଣ ପ୍ରଭୁ ନିଜ ନ୍ଯାୟ ବଳ ରେ ବିଚାର କରି ପୃଥିବୀର ଲୋକଙ୍କୁ ଶୀଘ୍ର ସମାପ୍ତ କରି ଦବେେ।
28 porque ele concluirá a obra e a abreviará em justiça; porque o Senhor fará breve a obra sobre a terra.
29 ୟିଶାଇୟ ଆହୁରି ମଧ୍ଯ କହିଥିଲେ:
29 E como Isaías disse antes: Se o Senhor Sabaoth não nos tivesse deixado semente, teríamos nos tornado como Sodoma, e teríamos sido feitos semelhante a Gomorra.
30 ତା' ହେଲେ ଏସବୁର ଅର୍ଥ କ'ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ବରଙ୍କ ପାଇଁ ଧାର୍ମିକ ହବୋ ପାଇଁ ଯତ୍ନ ଶୀଳ ନୁହଁନ୍ତି। କିନ୍ତୁ ସମାନେେ ପରମେଶ୍ବରଙ୍କ ଦ୍ବାରା ନିଜ ବିଶ୍ବାସ ହତେୁ ଧାର୍ମିକ ହେଲେ।
30 O que diremos então? Que os gentios, que não seguiam a justiça, alcançaram justiça, a justiça que é pela fé.
31 ଇଶ୍ରାୟେଲର ଲୋକେ ଧାର୍ମିକ ହବୋ ପାଇଁ ବ୍ଯବସ୍ଥା ପାଳନ କରି ମଧ୍ଯ କୃତକାର୍ୟ୍ଯ ହେଲେ ନାହିଁ।
31 Mas Israel, que seguia a lei da justiça, não alcançou a lei da justiça.
32 କାରଣ ସମାନଙ୍କେର ବିଶ୍ବାସ ନଥିଲା ଯେ ସମାନେେ ନିଜର କାର୍ୟ୍ଯ ଦ୍ବାରା ଧାର୍ମିକ ହବୋ ପାଇଁ ଚେଷ୍ଟା କଲେ ତେଣୁ ସମାନେେ ଝୁଣ୍ଟି ପଡିବା ପଥର ରେ ଝୁଣ୍ଟି ପଡିଲେ।
32 Por quê? Porque eles não a buscaram pela fé, mas como que pelas obras da lei; pois eles tropeçaram na pedra de tropeço.
33 ଧର୍ମଶାସ୍ତ୍ର ସେ ପଥର ବିଷୟ ରେ କୁ ହେ:
33 Como está escrito: Eis que eu ponho em Sião uma pedra de tropeço, e uma rocha de ofensa; e todo aquele que crer nela não será envergonhado.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Romanos 9, comparar traduções ou montar um estudo — tudo direto pelo WhatsApp.