Salmos 101
Oriya Bible (GL_ORIYA) vs NVI
1 ମୁଁ ବିଶ୍ବସ୍ତତା ଓ ସ୍ବଚ୍ଛତାର ବିଷଯରେ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।
1 Cantarei a lealdade e a justiça. A ti, Senhor, cantarei louvores!
2 ମୁଁ ଯତ୍ନଶୀଳ ହାଇେ ସିଦ୍ଧ ପଥରେ ଜୀବନୟାପନ କରିବି। ହେ ସଦାପ୍ରଭୁ, କବେେ ତୁମ୍ଭେ ମାେ ନିକଟକୁ ଆସିବ। ମୁଁ ମାେ ରାଜ ପ୍ରାସାଦରେ ଧାର୍ମିକତା ଜୀବନୟାପନ କରିବି।
2 Seguirei o caminho da integridade; quando virás ao meu encontro? Em minha casa viverei de coração íntegro.
3 ମୁଁ ମାରେ ସମ୍ମୁଖରେ କୌଣସି ମୂଲ୍ଯହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।
3 Repudiarei todo mal. Odeio a conduta dos infiéis; jamais me dominará!
4 ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି, ମୁଁ ମନ୍ଦକାର୍ୟ୍ଯରୁ ଦୂରଇେ ରହିବି।
4 Longe estou dos perversos de coração; não quero envolver-me com o mal.
5 ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ବଂସ କରିଦବେି। ମୁଁ ଲୋକମାନଙ୍କୁ ଗର୍ବୀ ହବୋକୁ ଦବେି ନାହିଁ। ସମାନେେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦବେି ନାହିଁ।
5 Farei calar ao que difama o próximo às ocultas. Não vou tolerar o homem de olhos arrogantes e de coração orgulhoso.
6 ସମଗ୍ର ଦେଶରେ ସହେି ବିଶ୍ବସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାୟାଇପାରିବ, ୟାହା ଫଳରେ ସମାନେେ ମାେ ପାଇଁ ମାରେ ରାଜପ୍ରାସାଦ କାମ କରିପାରିବେ। କବଳେ ଶୁଦ୍ଧ ପଥରେ ଜୀବନୟାପନ କରୁଥିବା ଲୋକମାନେ ହିଁ ମାରେ ସବେକ ହାଇପୋରିବେ।
6 Meus olhos aprovam os fiéis da terra, e eles habitarão comigo. Somente quem tem vida íntegra me servirá.
7 ଯେଉଁମାନେ ମିଥ୍ଯା କହନ୍ତି, ସମାନେେ ମାରେ ଏହି ରାଜପ୍ରାସାଦରେ ବାସ କରିପାରିବେ ନାହିଁ। ମିଥ୍ଯାବାଦୀମାନଙ୍କୁ ମାେ ନିକଟତର ହବୋ ପାଇଁ ଦବେି ନାହିଁ।
7 Quem pratica a fraude não habitará no meu santuário; o mentiroso não permanecerá na minha presença.
8 ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦବେି, ପ୍ରେତ୍ୟକକ ଦିନ ମୁଁ ଅଧର୍ମାଚାରୀ ଲୋକମାନଙ୍କୁ ବିନାଶ କରିବି।
8 Cada manhã fiz calar todos os ímpios desta terra; eliminei todos os malfeitores da cidade do Senhor.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 101, comparar traduções ou montar um estudo — tudo direto pelo WhatsApp.