Salmos 10

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ। ଯେଉଁମାନେ ବିପଦରେ ପଡ଼ନ୍ତି ସମାନେେ ତୁମ୍ଭକୁ ଦେଖିପାରନ୍ତି ନାହିଁ।
1 Ó S enhor , por que permaneces distante? Por que te escondes em tempos de aflição?
2 ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସମାନେେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।
2 O perverso, em sua arrogância, persegue o pobre; que seja pego em suas próprias tramas.
3 ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷଯରେ ଗର୍ବ ଅନୁଭବ କରନ୍ତି ଓ ସହେି ଲୋଭୀ ଲୋକମାନେ ପରମେଶ୍ବରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାଯରେ ସହେି ମନ୍ଦ ଲୋକମାନେ ଦଖାଇେ ଦବୋକୁ ଚାହାଁନ୍ତି ସମାନେେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।
3 Pois conta vantagem de seus desejos maus; elogia os gananciosos e amaldiçoa o S
4 ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ।
4 O perverso é orgulhoso demais para buscá-lo; seus planos não levam em conta que Deus existe.
5 ମନ୍ଦ ଲୋକମାନେ ସବୁବେଳେ ମନ୍ଦ କାର୍ୟ୍ଯ କରିବାକୁ ମନ ବଳାନ୍ତି। ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ। ପରମେଶ୍ବରଙ୍କର ଶତ୍ରୁମାନେ ତାଙ୍କର ଉପଦେଶକୁ ଅବଜ୍ଞା କରନ୍ତି।
5 No entanto, é bem-sucedido em tudo que faz; não vê que teu castigo o aguarda e despreza todos os seus inimigos.
6 ସହେି ଲୋକମାନେ ଭାବନ୍ତି ୟେ ସମାନଙ୍କେ ଉପରେ କବେେ ବିପଦ ଆସିବ ନାହିଁ। ସମାନେେ କହନ୍ତି, ଆମ୍ଭର ସବୁବେଳେ ଭଲ ହବେ ଏବଂ କବେେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।
6 Pensa: “Nenhum mal nos atingirá; nunca teremos problemas!”.
7 ସହେି ଲୋକମାନେ ସବୁବେଳେ ଈଶ୍ବରଙ୍କୁ ତିରସ୍କାର କରନ୍ତି। ସମାନେେ ସବୁବେଳେ ଅନ୍ୟମାନଙ୍କ ବିଷଯରେ ମନ୍ଦ କଥା କହନ୍ତି। ସମାନେେ ସବୁବେଳେ ମନ୍ଦକାର୍ୟ୍ଯ କରିବାକୁ ଯୋଜନା କରନ୍ତି।
7 Sua boca é cheia de maldições, mentiras e ameaças; em sua língua há violência e maldade.
8 ସହେି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି। ସମାନେେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି। ସମାନେେ ନିର୍ଦ୍ ଦୋଷ ଲୋକଙ୍କୁ ହତ୍ଯା କରନ୍ତି।
8 Fica de tocaia nos povoados, à espera para matar inocentes; está sempre à procura de vítimas indefesas.
9 ସହେି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ୟାଆନ୍ତି ସମାନେେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି। ସହେି ନିରୀହ ଲୋକମାନେ ସହଜରେ ସହେି ଦୁଷ୍ଟମାନଙ୍କ ଦ୍ବାରା ବସାୟାଇଥିବା ୟନ୍ତାରେ ପଡ଼ି ୟାଆନ୍ତି।
9 Como o leão à espreita em seu esconderijo, aguarda para atacar os desamparados. Como o caçador, ele os apanha e os arrasta dali.
10 ବାରମ୍ବାର ସହେି ଦୁଷ୍ଟ ଲୋକମାନେ ନିରୀହ ଲୋକମାନଙ୍କର କ୍ଷତି କରନ୍ତି।
10 As vítimas indefesas são esmagadas; caem sob a força do perverso.
11 ତଣେୁ ସହେି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, ପରମେଶ୍ବର ଆମ୍ଭମାନଙ୍କୁ ଭୁଲି ୟାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଚାଲି ୟାଇଛନ୍ତି। ଆମ୍ଭମାନଙ୍କ ଉପରେ ୟାହା ଘଟୁଛି ସେ ବୋଧହୁଏ ଦେଖୁ ନାହାଁନ୍ତି।
11 O perverso diz consigo: “Deus não se importa! Fechou os olhos e não vê o que faço!”.
12 ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର। ହେ ପରମେଶ୍ବର ସହେି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ !ଗରିବ ଲୋକମାନଙ୍କୁ ଭୁଲି ୟାଅ ନାହିଁ।
12 Levanta-te, S enhor ! Castiga o perverso, ó Deus! Não te esqueças dos indefesos!
13 କାହିଁକି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କ ବିରୁଦ୍ଧରେ ୟାଆନ୍ତି ? କାରଣ ସମାନେେ ଭାବନ୍ତି ୟେ ତାଙ୍କୁ ଦଣ୍ଡ ଦବେେ ନାହିଁ।
13 Por que o perverso continua a desprezar a Deus? Ele pensa: “Deus jamais me pedirá contas”.
14 ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ସହେି ନଷ୍ଠୁର ଲୋକମାନଙ୍କ କାର୍ୟ୍ଯ ଦେଖୁଅଛ। ଥରେ ସହେି ମନ୍ଦକାର୍ୟ୍ଯକୁ ଚାହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚଯ ତୁମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ୟିଏକି ସହେି ପିତୃହୀନ ମାନଙ୍କୁ ସାହାୟ୍ଯ କରିପାର।
14 Tu, porém, vês o sofrimento e a angústia que ele causa; observa-o e castiga-o. O indefeso confia em ti; tu amparas o órfão.
15 ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ବଂସ କର। ସମାନଙ୍କେର କୁକାର୍ୟ୍ଯ ପାଇଁ ସମାନଙ୍କେୁ ଦଣ୍ଡିତ କର, ସମାନେେ ଧ୍ବଂସ ହାଇେ ନ ୟିବା ପର୍ୟ୍ଯନ୍ତ।
15 Quebra os braços dessa gente má e perversa; pede contas de sua maldade até nada mais restar.
16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି। ସହେି ଦୁଷ୍ଟମାନଙ୍କୁ ତୁମ୍ଭ ରାଜ୍ଯରୁ ବିତାଡ଼ିତ କର।
16 O S enhor é rei para todo o sempre! As nações desaparecerão de sua terra.
17 ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର।
17 Tu, S enhor , conheces o desejo dos humildes; ouvirás seu clamor e os confortarás.
18 ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାଁନ୍ତି ସମାନଙ୍କେୁ ରକ୍ଷା କର। ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସହେି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ। ତଣେୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।
18 Farás justiça ao órfão e ao oprimido, para que nenhum simples mortal volte a lhes causar terror.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 10, comparar traduções ou montar um estudo — tudo direto pelo WhatsApp.