Salmos 111

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ଯବାଦ ଦବେି।
1 Aleluia! De todo o coração renderei graças ao na companhia dos justos e na assembleia.
2 ସଦାପ୍ରଭୁ ଆଶ୍ଚର୍ୟ୍ଯ କର୍ମମାନ କରନ୍ତି। ଯେଉଁମାନେ ତାଙ୍କୁ ଚାହାଁନ୍ତି ସମାନେେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
2 Grandes são as obras do Senhor , consideradas por todos os que nelas se comprazem.
3 ପରମେଶ୍ବର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ୟ୍ଯଜନକ କାର୍ୟ୍ଯମାନ କରନ୍ତି ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାଯୀ।
3 Em suas obras há glória e majestade, e a sua justiça permanece para sempre.
4 ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।
4 Ele fez memoráveis as suas maravilhas; benigno e misericordioso é o
5 ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସମାନଙ୍କେୁ ଖାଦ୍ୟ ଦିଅନ୍ତି। ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
5 Dá sustento aos que o temem; lembrar-se-á sempre da sua aliança.
6 ସେ ନିଜ ଲୋକମାନଙ୍କୁ ଅନ୍ୟଦେଶୀଯମାନଙ୍କ ଅଧିକାର ଦଇେ ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସମାନଙ୍କେୁ ଦଖାଇେଥିଲେ।
6 Manifesta ao seu povo o poder das suas obras, dando-lhe a herança das nações.
7 ତାହାଙ୍କ ଦ୍ବାରା ହାଇେଥିବା ଆଜ୍ଞାସବୁ ସତ୍ଯ ଓ ତାଙ୍କର ନିଯମସବୁ ବିଶ୍ବାସ ୟୋଗ୍ଯ।
7 As obras de suas mãos são verdade e justiça; fiéis, todos os seus preceitos.
8 ପରମେଶ୍ବରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାଯୀ। ତାଙ୍କର ଆଜ୍ଞା ବିଶ୍ବସ୍ତତା ଓ ସରଳତାରେ ସାଧିତ କରାୟାଏ।
8 Estáveis são eles para todo o sempre, instituídos em fidelidade e retidão.
9 ପରମେଶ୍ବର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ। ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାଯୀ ହାଇେ ରହିଲା। ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
9 Enviou ao seu povo a redenção; estabeleceu para sempre a sua aliança; santo e tremendo é o seu nome.
10 ଜ୍ଞାନ ପରମେଶ୍ବରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସମାନେେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାୟିବ।
10 O temor do Senhor é o princípio da sabedoria; revelam prudência todos os que o praticam. O seu louvor permanece para sempre.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 111, comparar traduções ou montar um estudo — tudo direto pelo WhatsApp.