Salmos 112

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,
1 Louvai ao SENHOR. Bem-aventurado o homem que teme ao SENHOR, que em seus mandamentos tem grande prazer.
2 ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।
2 A sua semente será poderosa na terra; a geração dos retos será abençoada.
3 ସହେି ଲୋକର ପରିବାର ଧନଶାଳୀ ହବେେ ଏବଂ ତା'ର ଧର୍ମ ଚିରକାଳସ୍ଥାଯୀ ହବେ।
3 Prosperidade e riquezas haverá na sua casa, e a sua justiça permanece para sempre.
4 ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।
4 Aos justos nasce luz nas trevas; ele é piedoso, misericordioso e justo.
5 ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
5 O homem bom se compadece, e empresta; disporá as suas coisas com juízo;
6 ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
6 Porque nunca será abalado; o justo estará em memória eterna.
7 ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।
7 Não temerá maus rumores; o seu coração está firme, confiando no Senhor.
8 ସହେି ଲୋକ ସୁସ୍ଥିର ଥାଏ। ସେ କବେେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହବୋର ଦେଖିବ।
8 O seu coração está bem confirmado, ele não temerá, até que veja o seu desejo sobre os seus inimigos.
9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।
9 Ele espalhou, deu aos necessitados; a sua justiça permanece para sempre, e a sua força se exaltará em glória.
10 ଦୁଷ୍ଟ ଲୋକ ଏହା ଦେଖି କୋର୍ଧ କରିବେ। ସମାନେେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହାପରେ ସମାନେେ ଅଦୃଶ୍ଯ ହବେେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହବେ ନାହିଁ।
10 O ímpio o verá, e se entristecerá; rangerá os dentes, e se consumirá; o desejo dos ímpios perecerá.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 112, comparar traduções ou montar um estudo — tudo direto pelo WhatsApp.