Salmos 113

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
1 Aleluia! Louvai, servos do louvai o nome do
2 ଅଦ୍ଯାବଧି ଚିରକାଳ ସଦାପ୍ରଭୁଙ୍କର ନାମ ଧନ୍ଯ ହେଉ।
2 Bendito seja o nome do Senhor , agora e para sempre.
3 ସୂର୍ୟ୍ଯର ଉଦଯ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀଯ।
3 Do nascimento do sol até ao ocaso, louvado seja o nome do
4 ସଦାପ୍ରଭୁ ସମୁଦାଯ ବହୁ ଜାତିଗଣ ଉପରେ ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
4 Excelso é o Senhor , acima de todas as nações, e a sua glória, acima dos céus.
5 କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ତୁଲ୍ଯ ନୁହେଁ। ପରମେଶ୍ବର ଆକାଶର ଉର୍ଦ୍ଧ୍ବରେ ବିଦ୍ଯମାନ।
5 Quem há semelhante ao Senhor , nosso Deus, cujo trono está nas alturas,
6 ତଣେୁ ପରମେଶ୍ବର ଆକାଶ ଓ ପୃଥିବୀକୁ ଦେଖିବାକୁ ଦେଖିବାକୁ ତଳକୁ ଚାହିଁଲେ।
6 que se inclina para ver o que se passa no céu e sobre a terra?
7 ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
7 Ele ergue do pó o desvalido e do monturo, o necessitado,
8 ଏବଂ ପରମେଶ୍ବର ସହେି ଲୋକମାନଙ୍କୁ ଗୁରୁତ୍ବ ଦିଅନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
8 para o assentar ao lado dos príncipes, sim, com os príncipes do seu povo.
9 ଜଣେ ସ୍ତ୍ରୀ ବନ୍ଧ୍ଯା ହାଇପୋରେ । କିନ୍ତୁ ପରମେଶ୍ବର ତା' କୋଳରେ ସନ୍ତାନ ଦଇେ ତାକୁ ଖୁସି କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର !
9 Faz que a mulher estéril viva em família e seja alegre mãe de filhos. Aleluia!

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 113, comparar traduções ou montar um estudo — tudo direto pelo WhatsApp.