Salmos 116

Oriya Bible (GL_ORIYA) vs VC

Sair da comparação
VC Versão Católica
1 ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।
1 Aleluia. Amo o Senhor, porque ele ouviu a voz de minha súplica,
2 ମୁଁ ତାଙ୍କୁ ଭଲ ପାଏ ଯେତବେେଳେ ସେ ମାେ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ଯୁବରଣ କଲା ପୂର୍ବରୁ ଉତ୍ତର ଦେଲେ।
2 porque inclinou para mim os seus ouvidos no dia em que o invoquei.
3 ମୃତ୍ଯୁର ରଜ୍ଜୁ ଚତୁଃପାଶର୍‌ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।
3 Os laços da morte me envolviam, a rede da habitação dos mortos me apanhou de improviso; estava abismado na aflição e na ansiedade.
4 ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, ହେ ସଦାପ୍ରଭୁ ମାେତେ ରକ୍ଷା କର!
4 Foi então que invoquei o nome do Senhor: Ó Senhor, salvai-me a vida!
5 ସଦାପ୍ରଭୁ ହେଉଛନ୍ତି ଧର୍ମମଯ ଓ ଦୟାଳୁ ଏବଂ ୟାହା ୟଥାର୍ଥ ସେ କରନ୍ତି। ଆମ୍ଭମାନଙ୍କର ପରମେଶ୍ବର ଦୟାଳୁ ଅଟନ୍ତି।
5 O Senhor é bom e justo, cheio de misericórdia é nosso Deus.
6 ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି। ମୁଁ ଯେତବେେଳେ ଦିନହୀନ ଥିଲି ସଦାପ୍ରଭୁ ମାେତେ ରକ୍ଷା କଲେ।
6 O Senhor cuida dos corações simples; achava-me na miséria e ele me salvou.
7 ହେ ମାରେ ପ୍ରାଣ ବିଶ୍ରାମ କର। ସଦାପ୍ରଭୁ ତୁମ୍ଭପ୍ରତି ମଙ୍ଗଳମଯ ଅଟନ୍ତି।
7 Volta, minha alma, à tua serenidade, porque o Senhor foi bom para contigo,
8 ସଦାପ୍ରଭୁ, ତୁମ୍ଭେ ମୃତ୍ଯୁରୁ ମାରେ ପ୍ରାଣକୁ ରକ୍ଷା କଲ। ମାରେ ଲୋତକ ବନ୍ଦ କଲ। ତୁମ୍ଭେ ଝୁଣ୍ଟି ପଡ଼ିୟିବାରୁ ମାେତେ ରକ୍ଷା କର।
8 pois livrou-me a alma da morte, preservou-me os olhos do pranto, os pés da queda.
9 ଜୀବିତମାନଙ୍କ ଦେଶରେ ମୁଁ ସଦାପ୍ରଭୁଙ୍କ ସବୋ କରିବି।
9 Na presença do Senhor continuarei o meu caminho na terra dos vivos.
10 ଏପରିକି ମୁଁ ୟବେେ କହିଲି, ମୁଁ ବହୁତ କଷ୍ଟ ପାଛଅଛି ତଥାପି ମୁଁ ବିଶ୍ବାସ କଲି।
10 Salmo. Conservei a confiança ainda quando podia dizer: Em verdade sou extremamente infeliz.
11 ମୁଁ ଯେତବେେଳେ ଭୟରେ ଥିଲି, କହିଲି, ସମସ୍ତ ମନୁଷ୍ଯ ମିଥ୍ଯାଚାରୀ ଅଟନ୍ତି।
11 Em meu pavor eu dizia: O homem é um apoio falaz.
12 ସେ କରିଥିବା ମଙ୍ଗଳଦାନର ଫଳସ୍ବରୂପ ମୁଁ ସଦାପ୍ରଭୁଙ୍କୁ କ'ଣ ଦଇପୋରେ ?
12 Mas que poderei retribuir ao Senhor por tudo o que ele me tem dado?
13 ସେ ମାେତେ ରକ୍ଷା କଲେ। ତଣେୁ ମୁଁ ତାଙ୍କୁ ପଯେ ନବୈେଦ୍ଯ ଉତ୍ସର୍ଗ କରିବି। ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
13 Erguerei o cálice da salvação, invocando o nome do Senhor.
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।
14 Cumprirei os meus votos para com o Senhor, na presença de todo o seu povo.
15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ଯରୁ ସଦ୍ ଭକ୍ତମାନଙ୍କ ମୃତ୍ଯୁ ବହୁମୂଲ୍ଯ ଅଟେ।
15 É penoso para o Senhor ver morrer os seus fiéis.
16 ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁର ଶିଙ୍କୁଳିରୁ ମୁକ୍ତ କର।
16 Senhor, eu sou vosso servo; vosso servo, filho de vossa serva: quebrastes os meus grilhões.
17 ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।
17 Oferecer-vos-ei um sacrifício de louvor, invocando o nome do Senhor.
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
18 Cumprirei os meus votos para com o Senhor, na presença de todo o seu povo,
19 ମୁଁ ତାଙ୍କର ୟିରୁଶାଲମରେ ଥିବା ମନ୍ଦିରକୁ ୟିବି। ସଦାପ୍ରଭୁଙ୍କର ପ୍ରଶଂସା କର !
19 nos átrios da casa do Senhor, no teu recinto, ó Jerusalém!

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 116, comparar traduções ou montar um estudo — tudo direto pelo WhatsApp.