Salmos 118

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମଯ ପରମେଶ୍ବର ଅଟନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
1 Deem graças ao Senhor , porque ele é bom, porque a sua misericórdia dura para sempre.
2 ଇଶ୍ରାୟେଲ ଏବେ କହନ୍ତୁ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
2 Diga, pois, Israel: “Sim, a sua misericórdia dura para sempre.”
3 ହାରୋଣର ପରିବାରବର୍ଗ ବର୍ତ୍ତମାନ ଏବେ ଏହା କୁହନ୍ତୁ ୟେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
3 Diga, pois, a casa de Arão: “Sim, a sua misericórdia dura para sempre.”
4 ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ, ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
4 Digam, pois, os que temem o “Sim, a sua misericórdia dura para sempre.”
5 ମୁଁ ସଙ୍କଟରେ ଥିଲି, ତଣେୁ ସଦାପ୍ରଭୁଙ୍କର ସାହାୟ୍ଯ ପାଇଁ ଡ଼ାକିଲି। ସଦାପ୍ରଭୁ ଉତ୍ତର ଦେଲେ ଏବଂ ମାେତେ ସେଥିରୁ ମୁକ୍ତ କଲେ।
5 Na angústia, invoquei o Senhor ; e o e me pôs a salvo.
6 ସଦାପ୍ରଭୁ ମାେ ସହିତ ଅଛନ୍ତି। ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ, ମାେତେ କ'ଣ କରିପାରିବେ,
6 O Senhor está comigo; não temerei. O que é que alguém pode me fazer?
7 ସଦାପ୍ରଭୁ ମାରେ ସାହାୟ୍ଯକାରୀ। ମୁଁ ମାରେ ଶତ୍ରୁମାନଙ୍କର ପରାସ୍ତ ଦେଖିବି।
7 O Senhor está comigo, para me ajudar; por isso, verei a derrota dos meus inimigos.
8 ଲୋକମାନଙ୍କଠାରେ ବିଶ୍ବାସ ରଖିବା ଅପେକ୍ଷା ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।
8 Melhor é buscar refúgio no do que confiar nos seres humanos.
9 ଅଧିପତିମାନଙ୍କ ଉପରେ ବିଶ୍ବାସ ରଖିବା ଅପେକ୍ଷା ପରମେଶ୍ବରଙ୍କଠାରେ ଶରଣାଗତ ହବୋ ଉତ୍ତମ।
9 Melhor é buscar refúgio no do que confiar em príncipes.
10 ଶତ୍ରୁମାନେ ମାେତେ ଘରେି ୟାଇଥିଲେ, କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସମାନଙ୍କେୁ ପରାସ୍ତ କଲି।
10 Todas as nações me cercaram, mas em nome do
11 ଶତ୍ରୁଗଣ ବାରମ୍ବାର ମାେତେ ଘରେି ରହୁଛନ୍ତି। ମୁଁ ସମାନଙ୍କେୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
11 Elas me cercaram, sim, me cercaram de todos os lados; mas em nome do
12 ଶତ୍ରୁମାନେ ମହୁମାଛି ଦଳ ପରି ମାରେ ଚତୁଃପାଶର୍‌ବରେ ବାରମ୍ବାର ଘରେିଗଲେ। କିନ୍ତୁ ସମାନେେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ। ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସମାନଙ୍କେୁ ପରାସ୍ତ କଲି।
12 Como abelhas me cercaram, porém como fogo em espinhos foram queimados; em nome do
13 ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରି ପ୍ରାଯ ଧ୍ବଂସ କରିବା ଉପରେ ଥିଲେ, କିନ୍ତୁ ସଦାପ୍ରଭୁ ମାେତେ ସାହାୟ୍ଯ କଲେ।
13 Empurraram-me violentamente para me fazer cair, porém o
14 ୟାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମାରେ ଶକ୍ତି ଓ ସୁରକ୍ଷା। ସଦାପ୍ରଭୁ ମାେତେ ରକ୍ଷା କଲେ।
14 O Senhor é a minha força e o meu cântico, porque ele me salvou.
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜଯ ଧ୍ବନି ତୁମ୍ଭେ ଶୁଣିପାରିବ। ସଦାପ୍ରଭୁ ପୁନରାଯ ତାଙ୍କର ମହାନ୍ ଶକ୍ତି ପ୍ରଦର୍ଶନ କଲେ।
15 Nas tendas dos justos há voz de júbilo e de salvação; a mão do
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜଯ ପାଇଁ ଉତ୍ଥିତ ହେଲା। ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦଖାଇେଲେ।
16 A mão do Senhor se eleva, a mão do
17 ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
17 Não morrerei; pelo contrário, viverei e contarei as obras do
18 ସଦାପ୍ରଭୁ ମାେତେ ବୃହତ୍ ଶାସ୍ତି ଦଇେଅଛନ୍ତି। ମାତ୍ର ସେ ମାେତେ ମରିବାକୁ ଦେଲେ ନାହିଁ।
18 O Senhor me castigou severamente, mas não me entregou à morte.
19 ହେ ପରମେଶ୍ବର ମାେ ପାଇଁ ସତ୍ଯତାର ଫାଟ ସବୁ ଫିଟାଅ। ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
19 Abram as portas da justiça para mim; entrarei por elas e darei graças ao
20 ଏହିସବୁ ସଦାପ୍ରଭୁଙ୍କର ଦ୍ବାର ସମୂହ। କବଳେ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିପାରିବେ।
20 Esta é a porta do Senhor ; por ela entrarão os justos.
21 ହେ ସଦାପ୍ରଭୁ, ତୁମ୍ଭେ ମାରେ ପ୍ରାର୍ଥନାର ଉତ୍ତର ଦଇେଥିବାରୁ ମୁଁ ତୁମ୍ଭକୁ ଧନ୍ଯବାଦ ଦେଉଛି। ମାେତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ଯବାଦ।
21 Graças te dou porque me escutaste e foste a minha salvação.
22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ଯ କଲେ। ତାହା କୋଣର ପ୍ରଧାନ ପଥର ହାଇେଅଛି।
22 A pedra que os construtores rejeitaram, essa veio a ser a pedra angular.
23 ଏହାସବୁ ସଦାପ୍ରଭୁଙ୍କ କର୍ମ। କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ୟ୍ଯ।
23 Isto procede do Senhor e é maravilhoso aos nossos olhos.
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି। ଆସ ଆମ୍ଭମାନେେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।
24 Este é o dia que o Senhor fez; exultemos e alegremo-nos nele.
25 ଲୋକମାନେ କହନ୍ତି, ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର। ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।
25 Oh! Salva-nos, Senhor , nós te pedimos; oh! prosperidade!
26 ୟାଜକମାନେ କହନ୍ତି, ୟିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ବର ଆଶୀର୍ବାଦ କରନ୍ତୁ। ଆମ୍ଭମାନେେ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
26 Bendito o que vem em nome do Da Casa do nós os abençoamos.
27 ସଦାପ୍ରଭୁ ପରମେଶ୍ବର ଅଟନ୍ତି। ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି। ୟଜ୍ଞବଦେୀର ଶିଙ୍ଗରେ ରଜ୍ଜୁଦ୍ବାରା ମଷେକୁ ବାନ୍ଧ।
27 O Senhor é Deus, ele é a nossa luz; adornem a festa com ramos até as pontas do altar.
28 ହେ ସଦାପ୍ରଭୁ, ତୁମ୍ଭେ ମାରେ ପରମେଶ୍ବର, ମୁଁ ତୁମ୍ଭ ନାମର ଧନ୍ଯବାଦ କରୁଛି। ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
28 Tu és o meu Deus, e eu te louvarei; tu és o meu Deus, eu te exaltarei.
29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ହଁ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
29 Deem graças ao Senhor , porque ele é bom, porque a sua misericórdia dura para sempre.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 118, comparar traduções ou montar um estudo — tudo direto pelo WhatsApp.