Salmos 11

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରଯ ନିଏ। ତଣେୁ କାହିଁକି ମାେତେ ଲୁଚିବାକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିୟାଅ ?
1 No Senhor confio. Como, pois, me dizeis: Foge para o monte, como um pássaro?
2 ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି। ସମାନେେ ଅନ୍ଧାରରେ ଲୁଚି ରହନ୍ତି। ସମାନେେ ଧନୁରେ ଗୁଣ ଚଢ଼ାନ୍ତି। ସମାନେେ ତୀର ଦ୍ବାରା ଲକ୍ଷ୍ଯ ସ୍ଥିର କରନ୍ତି ଏବଂ ସମାନେେ ସିଧା ସାଧୁ ଓ ଉତ୍ତମ ବ୍ଯକ୍ତିର ହୃଦଯକୁ ଶରବିଦ୍ଧ କରନ୍ତି।
2 Pois eis que os ímpios armam o arco, põem a sua flecha na corda, para atirarem, às ocultas, aos retos de coração.
3 ୟଦି ସମାନେେ ସବୁ ଉତ୍ତମ କାର୍ୟ୍ଯକୁ ନଷ୍ଟ କରନ୍ତି। ତବେେ କ'ଣ ଘଟିବ ? ତା'ପରେ ସବୁ ଧର୍ମାତ୍ମାମାନେ କ'ଣ କରିପାରିବେ।
3 Quando os fundamentos são destruídos, que pode fazer o justo?
4 ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।
4 O Senhor está no seu santo templo, o trono do Senhor está nos céus; os seus olhos contemplam, as suas pálpebras provam os filhos dos homens.
5 ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ଯାଖ୍ଯାନ କରନ୍ତି।
5 O Senhor prova o justo e o ímpio; a sua alma odeia ao que ama a violência.
6 ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
6 Sobre os ímpios fará chover brasas de fogo e enxofre; um vento abrasador será a porção do seu copo.
7 କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଚାଲନ୍ତି ଓ ପ୍ରମେ କରନ୍ତି। ସହେିମାନେ ହିଁ ତାଙ୍କର ମୁଖ ଦର୍ଶନ କରିପାରିବେ।
7 Porque o Senhor é justo; ele ama a justiça; os retos, pois, verão o seu rosto.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 11, comparar traduções ou montar um estudo — tudo direto pelo WhatsApp.