Salmos 121

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ମୁଁ ସାହାୟ୍ଯ ପାଇଁ ପର୍ବତଗଣ ଆଡ଼େ ଚା ହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମାରେ ସାହାୟ୍ଯ ଆସିବ ?
1 Elevo os meus olhos para os montes: de onde me virá o socorro?
2 ମାରେ ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିବ ୟିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
2 O meu socorro vem do Senhor , que fez o céu e a terra.
3 ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ।
3 Ele não permitirá que os seus pés vacilem; não dormitará aquele que guarda você.
4 ଇଶ୍ରାୟେଲର ରକ୍ଷାକର୍ତ୍ତା କବେେ ନିଦ୍ରା ଯିବେ ନାହିଁ। କି କବେେ ଶାଇେବେ ନାହିଁ।
4 É certo que não dormita, nem dorme o guarda de Israel.
5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ତୁମ୍ଭକୁ ଢ଼ାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
5 O Senhor é quem guarda você; o
6 ଦିନରେ ସୂର୍ୟ୍ଯ ତୁମ୍ଭକୁ ଆଘାତ କରିପାରିବେ ନାହିଁ କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିପାରିବ ନାହିଁ।
6 De dia não lhe fará mal o sol, nem de noite, a lua.
7 ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
7 O Senhor guardará você de todo mal; guardará a sua alma.
8 ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
8 O Senhor guardará a sua saída e a sua entrada, desde agora e para sempre.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 121, comparar traduções ou montar um estudo — tudo direto pelo WhatsApp.