Salmos 124

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ସଦାପ୍ରଭୁ ୟଦି ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ ତବେେ ଆମ୍ଭମାନଙ୍କ ପ୍ରତି କ'ଣ ହାଇେଥାନ୍ତା ? ଇଶ୍ରାୟେଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
1 Se o Senhor não estivesse do nosso lado; que Israel o repita:
2 କ'ଣ ହାଇେଥାନ୍ତା ଆମ୍ଭମାନଙ୍କର ୟଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ। ଯେତବେେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ ?
2 Se o Senhor não estivesse do nosso lado quando os inimigos nos atacaram,
3 ଆମ୍ଭମାନଙ୍କ ବିରୁଦ୍ଧରେ ସମାନଙ୍କେ କୋପ ପ୍ରଜ୍ଜ୍ବଳିତ ହବୋ ବେଳେ ସମାନେେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା'ନ୍ତେ।
3 eles já nos teriam engolido vivos, quando se enfureceram contra nós;
4 ଆମ୍ଭମାନଙ୍କ ଶତ୍ରୁ ସୈନ୍ଯମାନେ ଆମ୍ଭମାନଙ୍କୁ ଜଳରାଶି ପରି ମଗ୍ନ କରିଥାନ୍ତେ। ଷୋର୍ତ ଆମ୍ଭମାନଙ୍କର ପ୍ରାଣ ଉପର ଦଇେ ୟାଇଥା'ନ୍ତା।
4 as águas nos teriam arrastado e as torrentes nos teriam afogado;
5 ଗଜୁର୍ଥିବା ଜଳରାଶି ଆମ୍ଭକୁ ବୁଡ଼ାଇ ଦଇେଥା'ନ୍ତା।
5 sim, as águas violentas nos teriam afogado!
6 ସଦାପ୍ରଭୁଙ୍କର ପ୍ରଶଂସା କର। ସେ ଆମ୍ଭମାନଙ୍କୁ ସମାନଙ୍କେର ଦାନ୍ତର ଶିକାର ହବୋକୁ ନାହାନ୍ତି।
6 Bendito seja o Senhor, que não nos entregou para sermos dilacerados pelos dentes deles.
7 ଆମ୍ଭମାନେେ ହେଉଛୁ ଜାଲରେ ପଡ଼ିଥିବା ଚଢ଼ଇମାନଙ୍କେ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା'ନ୍ତି। ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭମାନେେ ରକ୍ଷା ପାଇଗଲୁ।
7 Como um pássaro escapamos da armadilha do caçador; a armadilha foi quebrada, e nós escapamos.
8 ଆମ୍ଭମାନଙ୍କର ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିଲା, ୟିଏ ସ୍ବର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
8 O nosso socorro está no nome do Senhor, que fez os céus e a terra.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 124, comparar traduções ou montar um estudo — tudo direto pelo WhatsApp.