Salmos 128

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ଓ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।
1 Como é feliz aquele que teme o S enhor , que anda em seus caminhos!
2 ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ। ତୁମ୍ଭେ ସୁଖୀ ହବେ ଓ ତୁମ୍ଭର ମଙ୍ଗଳ ହବେ।
2 Você desfrutará o fruto de seu trabalho; será feliz e próspero.
3 ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ଯ ହବେ। ତୁମ୍ଭର ସନ୍ତାନମାନେ ତୁମ୍ଭ ମଜେର ଚାରିଆଡ଼େ ଜିତବୃକ୍ଷର ଚାରାପରି ହବେେ।
3 Sua esposa será como videira frutífera que floresce em seu lar. Seus filhos serão como brotos de oliveiras ao redor de sua mesa.
4 ୟିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହବେ।
4 Esta é a bênção do S enhor para aquele que o teme.
5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ଆଉ ୟିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
5 Que o S enhor o abençoe desde Sião. Que você veja a prosperidade de Jerusalém enquanto viver.
6 ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖିପାର। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।
6 Que você viva para ver seus netos. Que Israel tenha paz!

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 128, comparar traduções ou montar um estudo — tudo direto pelo WhatsApp.