Salmos 129

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ମାରେ ଜୀବନସାରା ବହୁ ଶତ୍ରୁ ମାେତେ ଆକ୍ରମଣ କଲେ। ଇଶ୍ରାୟେଲ, ଏହାକୁ ଆଉଥରେ କୁହ।
1 Muitas vezes me angustiaram desde a minha mocidade — Israel que o diga —;
2 ମାେ ଜୀବନସାରା ବହୁ ଶତ୍ରୁ ମାେତେ ଆକ୍ରମଣ କରିଛନ୍ତି। କିନ୍ତୁ ସମାନେେ କବେେ ମାେତେ ପରାସ୍ତ କରିପାରିଲେ ନାହିଁ।
2 muitas vezes me angustiaram desde a minha mocidade, mas não prevaleceram contra mim.
3 ସମାନେେ ମାେ ପିଠିରେ ଗଭୀର କ୍ଷତ ହବୋ ପର୍ୟ୍ଯନ୍ତ ଆଘାତ କରନ୍ତି। ମାରେ ପିଠି ହଳ କରା ପଡ଼ିଆ ପରି ଜଣାଗଲା।
3 Os lavradores passaram o arado nas minhas costas e abriram longos sulcos.
4 କିନ୍ତୁ ସଦାପ୍ରଭୁ ୟିଏ ୟାହା ଠିକ୍ କରନ୍ତି, ସହେି ରଜ୍ଜୁ କାଟି ପକାଇଲେ ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।
4 Mas o Senhor é justo; cortou as cordas dos ímpios.
5 ଯେଉଁ ଲୋକମାନେ ସିୟୋନ୍କୁ ଘୃଣା କରନ୍ତି, ସମାନେେ ଲଜ୍ଜିତ ହୁଅନ୍ତୁ। ସମାନେେ ଅଟକି ୟାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।
5 Sejam envergonhados e repelidos todos os que odeiam Sião!
6 ସମାନେେ ଗୃହର ଛାତ ଉପରିସ୍ଥ ତୃଣତୁଲ୍ଯ ବଢ଼ିବା ପୂର୍ବରୁ ଶୁଖି ୟାଆନ୍ତୁ।
6 Sejam como a erva dos telhados, que seca antes de florescer,
7 ୟପରେି କଟାଳି ତା'ର ହଳୋପୂର୍ଣ୍ଣ କରିପାରେ ନାହିଁ। ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
7 que não enche a mão do ceifeiro, nem os braços daquele que ata os feixes!
8 ତାଙ୍କ ବାଟ ଦଇେ ଯାଉଥିବା ଲୋକମାନେ କହନ୍ତି ନାହିଁ, ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ। କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।
8 E também os que passam não digam: “A bênção do seja com vocês! Nós os abençoamos em nome do

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 129, comparar traduções ou montar um estudo — tudo direto pelo WhatsApp.