Salmos 12

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।
1 Salva-nos, Senhor, pois não existe mais o piedoso; os fiéis desapareceram dentre os filhos dos homens.
2 ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ଯା କହନ୍ତି। ପ୍ରେତ୍ୟକକ ମଣିଷ ଆଜି ଚାଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ଯା କଥାରେ ଭୁଲାଇ କହନ୍ତି।
2 Cada um fala com falsidade ao seu próximo; falam com lábios lisonjeiros e coração dobre.
3 ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।
3 Corte o Senhor todos os lábios lisonjeiros e a língua que fala soberbamente,
4 ସହେି ଲୋକମାନେ କହନ୍ତି, ଆମ୍ଭମାନେେ ଏହିପରି ମିଥ୍ଯା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ଯ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ'ଣ କହିବାକୁ ପଡ଼ିବ। ୟାହାଫଳରେ କହେି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।
4 os que dizem: Com a nossa língua prevaleceremos; os nossos lábios a nós nos pertencem; quem sobre nós é senhor?
5 କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।
5 Por causa da opressão dos pobres, e do gemido dos necessitados, levantar-me-ei agora, diz o Senhor; porei em segurança quem por ela suspira.
6 ସଦାପ୍ରଭୁଙ୍କର ବାକ୍ଯସବୁ ସତ୍ଯ ଓ ନିର୍ମଳ। ୟାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସଗେୁଡିକୁ ସାତଥର ତରଳା ୟାଇଥିବା ରୂପା ପରି ଶୁଦ୍ଧ।
6 As palavras do Senhor são palavras puras, como prata refinada numa fornalha de barro, purificada sete vezes.
7 ହେ ସଦାପ୍ରଭୁ, ସହେି ଅସହାୟ ଲୋକମାନଙ୍କର ଯତ୍ନ ନିଅ। ସମାନଙ୍କେୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।
7 Guarda-nos, ó Senhor; desta geração defende-nos para sempre.
8 ସହେି ଦୁଷ୍ଟ ଲୋକମାନେ ୟଦିଓ ପ୍ରାଧାନ୍ଯ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସମାନେେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ଯ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।
8 Os ímpios andam por toda parte, quando a vileza se exalta entre os filhos dos homens.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 12, comparar traduções ou montar um estudo — tudo direto pelo WhatsApp.