Salmos 130

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତଣେୁ ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକୁଛି।
1 Das profundezas clamo a ti, ó Senhor.
2 ହେ ମାରେ ପ୍ରଭୁ, ମାରେ ଗୁହାରୀ ଶୁଣ। ସାହାୟ୍ଯ ପାଇଁ ମାରେ ଡ଼ାକ ଶୁଣ।
2 Senhor, escuta a minha voz; estejam os teus ouvidos atentos à voz das minhas súplicas.
3 ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ଲୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।
3 Se tu, Senhor, observares as iniqüidades, Senhor, quem subsistirá?
4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର, ସେଥିପାଇଁ ସମାନେେ ତୁମ୍ଭଙ୍କୁ ଡ଼ରନ୍ତି ଏବଂ ଉପାସନା କରନ୍ତି।
4 Mas contigo está o perdão, para que sejas temido.
5 ମୁଁ ସଦାପ୍ରଭୁଙ୍କର ସାହାୟ୍ଯକୁ ଅପେକ୍ଷା କରିଛି। ମାରେ ପ୍ରାଣ ତାଙ୍କୁ ଚାହିଁ ରହିଛି। ମୁଁ ସଦାପ୍ରଭୁଙ୍କର ବାକ୍ଯରେ ଭରସା ରଖିଛି।
5 Aguardo ao Senhor; a minha alma o aguarda, e espero na sua palavra.
6 ମୁଁ ମାରେ ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ୟପରେି ଜଣେ ପ୍ରହରୀ ସକାଳ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରେ।
6 A minha alma anseia pelo Senhor, mais do que os guardas pelo romper da manhã, sim, mais do que os guardas pela manhã.
7 ହେ ଇଶ୍ରାୟେଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ୟିଏକି ବିଶ୍ବାସୀ ଏବଂ ସତ୍ଯ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
7 Espera, ó Israel, no Senhor! pois com o Senhor há benignidade, e com ele há copiosa redenção;
8 ଏବଂ ସେ ହେଉଛନ୍ତି ଜଣେ, ୟିଏ ଇଶ୍ରାୟେଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।
8 e ele remirá a Israel de todas as suas iniqüidades.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 130, comparar traduções ou montar um estudo — tudo direto pelo WhatsApp.