Salmos 132

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ୍ କାର୍ୟ୍ଯକୁ ସ୍ମରଣ କର।
1 Lembra-te, Senhor , de Davi e de todas as suas aflições.
2 ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନଲେେ, ଦାଉଦ ୟାକୁବର ଶକ୍ତିମାନ୍ ପରମେଶ୍ବରଙ୍କଠାରେ ଏକ ବିଶଷେ ପ୍ରତିଜ୍ଞା କଲେ।
2 Como jurou ao Senhor e fez votos ao Poderoso de Jacó, dizendo:
3 ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ୟ୍ଯନ୍ତ ସର୍ବଶକ୍ତିମାନ ୟାକୁବର ପରମେଶ୍ବରଙ୍କ ପାଇଁ ଏକ ତମ୍ବୁ କରିବି।
3 Certamente, que não entrarei na tenda em que habito, nem subirei ao leito em que durmo;
4 ମୁଁ ଶଯନ କରିବି ନାହିଁ। ମୁଁ ମାରେ ଚକ୍ଷୁକୁ ବିଶ୍ରାମ ଦବେି ନାହିଁ।
4 não darei sono aos meus olhos, nem repouso às minhas pálpebras,
5 ମୁଁ ମାରେ ଗୃହକୁ ୟିବି ନାହିଁ ଏବଂ ମୁଁ ମାେ ବିଛଣାରେ ରହିବି ନାହିଁ।
5 enquanto não achar lugar para o Senhor , uma morada para o Poderoso de Jacó.
6 ଦେଖ ଆମ୍ଭମାନେେ ଇଫ୍ରାଥାରେ ନିଯମ-ସିନ୍ଦୁକ ବିଷଯରେ ଶୁଣିଲୁ। ଆମ୍ଭମାନେେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
6 Eis que ouvimos falar da arca em Efrata e a achamos no campo do bosque.
7 ଚାଲ ସହେି ପବିତ୍ର ତମ୍ବୁକୁ ୟିବା। ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
7 Entraremos nos seus tabernáculos; prostrar-nos-emos ante o escabelo de seus pés.
8 ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ୟାଅ, ସିନ୍ଦୁକ ସହିତ ୟାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
8 Levanta-te, Senhor , no teu repouso, tu e a arca da tua força.
9 ସଦାପ୍ରଭୁ ତୁମ୍ଭର ୟାଜକମାନେ ବିଜଯ ପରିହିତ ହୁଅନ୍ତୁ ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
9 Vistam-se os teus sacerdotes de justiça, e alegrem-se os teus santos.
10 ତୁମ୍ଭ ଦାସ ଦାଉଦଙ୍କ ସକାଶୁ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ଯାଗ କର ନାହିଁ।
10 Por amor de Davi, teu servo, não faças virar o rosto do teu ungido.
11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ବାସର ଗୋଟିଏ ଶପଥ କଲେ, ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
11 O Senhor jurou a Davi com verdade e não se desviará dela: Do fruto do teu ventre porei sobre o teu trono.
12 ଦାଉଦ, ୟଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିଯମକୁ ଓ ଆମ୍ଭେ ଯେଉଁ ବ୍ଯବସ୍ଥା ଶିକ୍ଷା ସମାନଙ୍କେୁ ଦିଏ ସଗେୁଡ଼ିକୁ ମାନନ୍ତି, ତବେେ ତୁମ୍ଭ ପରିବାରରୁ କହେିଜଣେ ସବୁଦିନ ରାଜା ହାଇେ ରହିବି।
12 Se os teus filhos guardarem o meu concerto e os meus testemunhos, que eu lhes hei de ensinar, também os seus filhos se assentarão perpetuamente no teu trono.
13 ସଦାପ୍ରଭୁ ସିଯୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ। ଓ ସେ ସହେି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
13 Porque o Senhor elegeu a Sião; desejou-a para sua habitação, dizendo:
14 ସଦାପ୍ରଭୁ କହିଲେ, ଏହା ଚିରକାଳ ମାରେ ବିଶ୍ରାମସ୍ଥାନ ହବେ। ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଚାହୁଁ।
14 Este é o meu repouso para sempre; aqui habitarei, pois o desejei.
15 ଆମ୍ଭେ ସହେି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା। ଏପରିକି ସଠାେକାର ଗରିବମାନେ ମଧ୍ଯ ପ୍ରଚୁର ଖାଦ୍ୟ ପାଇବେ।
15 Abençoarei abundantemente o seu mantimento; fartarei de pão os seus necessitados.
16 ଆମ୍ଭେ ତାଙ୍କର ୟାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ବନି କରିବେ।
16 Vestirei de salvação os seus sacerdotes, e os seus santos rejubilarão.
17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା। ଆମ୍ଭେ ଆପଣା ବଚ୍ଛାୟାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କବେେ ହେଲେ ନିବୃତ୍ତ କରିବା ନାହିଁ।
17 Ali farei brotar a força de Davi; preparei uma lâmpada para o meu ungido.
18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା, କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚକ୍ ଚକ୍ କରୁଥିବା ରାଜମୁକୁଟ ଶାେଭା ପାଇବ।
18 Vestirei os seus inimigos de confusão; mas sobre ele florescerá a sua coroa.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 132, comparar traduções ou montar um estudo — tudo direto pelo WhatsApp.