Salmos 138
Oriya Bible (GL_ORIYA) vs NAA
1 ହେ ପରମେଶ୍ବର, ମୁଁ ମାରେ ହୃଦଯ ସହିତ ତୁମ୍ଭର ପ୍ରଶଂସା ଗାନ କରିବି। ସମସ୍ତ ଦବେତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
1 Eu te darei graças, Senhor , de todo o meu coração; na presença dos poderosos te cantarei louvores.
2 ହେ ପରମେଶ୍ବର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି। ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ଯତାକୁ ପ୍ରଶଂସା କରିବି। ତୁମ୍ଭେ ପ୍ରସିଦ୍ଧ ଅଟ ଏବଂ ୟାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ଯ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
2 Voltado para o teu santo templo, eu me prostrarei e louvarei o teu nome, por causa da tua misericórdia e da tua verdade, pois engrandeceste acima de tudo o teu nome e a tua palavra.
3 ହେ ପରମେଶ୍ବର, ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକିଲି। ତୁମ୍ଭେ ମାେତେ ଉତ୍ତର ଦଲେ !ତୁମ୍ଭେ ମାେତେ ସାହାସୀ ଏବଂ ଶକ୍ତ କଲ।
3 No dia em que eu clamei, tu me respondeste e alentaste a força de minha alma.
4 ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ, ଯେତବେେଳେ ସମାନେେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
4 Todos os reis da terra te louvarão, quando ouvirem as palavras da tua boca,
5 ସମାନେେ ସଦାପ୍ରଭୁଙ୍କର ପଥ ବିଷଯରେ ଗାନ କରିବେ, କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ୍।
5 e cantarão os caminhos do pois grande é a glória do
6 ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ଯ ଅଟନ୍ତି। କିନ୍ତୁ ଏପର୍ୟ୍ଯନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି। କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି ଗର୍ବୀ ଲୋକମାନେ କ'ଣ କରୁଛନ୍ତି।
6 O Senhor é excelso, contudo, atenta para os humildes; os soberbos, ele os conhece de longe.
7 ହେ ସଦାପ୍ରଭୁ, ୟଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମାେତେ ଜୀବିତ ରଖ। ୟଦି ମାରେ ଶତ୍ରୁଗଣ ତବେେ ମାେ ଉପରେ କୋର୍ଧ କରନ୍ତି, ତୁମ୍ଭେ ସମାନଙ୍କେଠାରୁ ମାେତେ ବଞ୍ଚାଅ।
7 Se ando em meio à angústia, tu me refazes a vida; estendes a mão contra a ira dos meus inimigos; a tua mão direita me salva.
8 ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମାେତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତଣେୁ ଆମ୍ଭକୁ ପରିତ୍ଯାଗ କର ନାହିଁ।
8 O que diz respeito a mim o a tua misericórdia, ó dura para sempre; não desampares as obras das tuas mãos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 138, comparar traduções ou montar um estudo — tudo direto pelo WhatsApp.