Salmos 13

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ବପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ୍ କାର୍ୟ୍ଯ କିଅବା ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ଆଗ୍ରହୀ ହାଇେ ନାହିଁ।
1 Até quando, S enhor , te esquecerás de mim? Será para sempre? Até quando esconderás de mim o teu rosto?
2 ମୁଁ ଶାନ୍ତ ଅଟେ, ମାରେ ପ୍ରାଣ ଧୀର ଅଟେ।
2 Até quando terei de lutar com a angústia em minha alma, com a tristeza em meu coração a cada dia? Até quando meu inimigo terá vantagem sobre mim?
3 ଏକ ଶିଶୁ ତା'ର ମା କୋଳରେ ଥିବାପରି ମୁଁ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
3 Volta-te e responde-me, S enhor , meu Deus! Restaura o brilho de meus olhos, ou morrerei.
4 ହେ ଇଶ୍ରାୟେଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖ।
4 Não permitas que meus inimigos digam: “Nós o derrotamos!”; não deixes que se alegrem com meu tropeço.
5 ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।
5 Eu, porém, confio em teu amor; por teu livramento me alegrarei.
6 ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି। କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।
6 Cantarei ao S enhor , porque ele é bom para mim.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 13, comparar traduções ou montar um estudo — tudo direto pelo WhatsApp.