Salmos 143
Oriya Bible (GL_ORIYA) vs ARIB
1 ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମାରେ ସାହାୟ୍ଯ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର। ତୁମ୍ଭର ବିଶ୍ବସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମାେତେ ଉତ୍ତର ଦିଅ।
1 Ó Senhor, ouve a minha oração, dá ouvidos às minhas súplicas! Atende-me na tua fidelidade, e na tua retidão;
2 ମାେତେ ବିଚାର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କହେି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଚାରରେ ଆସିପାରିବ ନାହିଁ।
2 e não entres em juízo com o teu servo, porque à tua vista não se achará justo nenhum vivente.
3 ଶତ୍ରୁଗଣ ମାେ ପଛରେ ଗୋଡ଼ାଉଛନ୍ତି। ସମାନେେ ମାେ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସମାନେେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ଯ ମାେତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ଯ କରୁଛନ୍ତି।
3 Pois o inimigo me perseguiu; abateu-me até o chão; fez-me habitar em lugares escuros, como aqueles que morreram há muito.
4 ମୁଁ ତ୍ଯାଗ କରିବାକୁ ପ୍ରସ୍ତୁତ। ମୁଁ ମାରେ ସାହସ ହରାଉଛି।
4 Pelo que dentro de mim esmorece o meu espírito, e em mim está desolado o meu coração.
5 ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷଯରେ ଭାବେ। ତୁମ୍ଭେ ୟାହାସବୁ କର ମୁଁ ସେସବୁ ବିଷଯରେ ଭାବେ।
5 Lembro-me dos dias antigos; considero todos os teus feitos; medito na obra das tuas mãos.
6 ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାୟ୍ଯ ଅପେକ୍ଷାରେ ଅଛି, ୟପରେି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ।
6 A ti estendo as minhas mãos; a minha alma, qual terra sedenta, tem sede de ti.
7 ହେ ସଦାପ୍ରଭୁ, ଶୀଘ୍ର ମାେତେ ଉତ୍ତର ଦିଅ। ମୁଁ ମାରେ ସାହସ ହରାଇଛି। ମାଠାରୁେ ଦୂରଇେ ୟାଅ ନାହିଁ। ମାେତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ଯ ହବେି।
7 Atende-me depressa, ó Senhor; o meu espírito desfalece; não escondas de mim o teu rosto, para que não me torne semelhante aos que descem à cova.
8 ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।
8 Faze-me ouvir da tua benignidade pela manhã, pois em ti confio; faze-me saber o caminho que devo seguir, porque a ti elevo a minha alma.
9 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି। ମାରେ ଶତ୍ରୁମାନଙ୍କ କବଳରୁ ମାେତେ ରକ୍ଷା କର।
9 Livra-me, ó Senhor, dos meus inimigos; porque em ti é que eu me refugio.
10 ତୁମ୍ଭେ କ'ଣ ମାେ ପାଇଁ କରିବାକୁ ଚାହଁ ତାହା ମାେତେ ଦଖାେଅ ? ତୁମ୍ଭେ ମାରେ ପରମେଶ୍ବର, ତୁମ୍ଭର ଆତ୍ମା ମାେତେ ଭୂମି ସ୍ତରରେ ଆଗଇେ ନେଉା
10 Ensina-me a fazer a tua vontade, pois tu és o meu Deus; guie-me o teu bom Espírito por terreno plano.
11 ହେ ସଦାପ୍ରଭୁ, ମାେତେ ବଞ୍ଚିବାକୁ ଦିଅ, ୟପରେି ଲୋକାମନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତଣେୁ ମାରେ ଦୁଃଖରୁ ମାେତେ ରକ୍ଷା କର।
11 Vivifica-me, ó Senhor, por amor do teu nome; por amor da tua justiça, tira-me da tribulação.
12 ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଦ୍ବାରା ମାରେ ଶତ୍ରୁମାନଙ୍କୁ ପରାସ୍ତ କର। ଯେଉଁମାନେ ମାେତେ ହତ୍ଯା କରିବାକୁ ଚାହୁଁଛନ୍ତି, ସମାନଙ୍କେୁ ଧ୍ବଂସ କର। କାରଣ ମୁଁ ତୁମ୍ଭର ସବେକ ଅଟେ।
12 E por tua benignidade extermina os meus inimigos, e destrói todos os meus adversários, pois eu sou servo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 143, comparar traduções ou montar um estudo — tudo direto pelo WhatsApp.