Salmos 144
Oriya Bible (GL_ORIYA) vs VC
1 ସଦାପ୍ରଭୁ ମାରେ ଶୈଳ, ତାଙ୍କର ପ୍ରଶଂସା ହେଉ। ସେ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି। ସଦାପ୍ରଭୁ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
1 De Davi. Bendito seja o Senhor, meu rochedo, que adestra minhas mãos para o combate, meus dedos para a guerra;
2 ସେ ମାେତେ ସ୍ନହେ କରନ୍ତି ଏବଂ ରକ୍ଷା କରନ୍ତି। ସେ ମାରେ ଉଚ୍ଚ ପର୍ବତରେ ନିରାପଦ ସ୍ଥାନ। ସେ ମାେତେ ଉଦ୍ଧାର କରନ୍ତି। ସେ ମାରେ ଢ଼ାଲ, ସେ ହେଉଛନ୍ତି ମାେ ଆଶ୍ରଯସ୍ଥଳ। ସଦାପ୍ରଭୁ ମାରେ ଲୋକମାନଙ୍କୁ ଶାସନ କରିବାରେ ମାେତେ ସାହାୟ୍ଯ କରନ୍ତି।
2 meu benfeitor e meu refúgio, minha cidadela e meu libertador, meu escudo e meu asilo, que submete a mim os povos.
3 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ବପୂର୍ଣ୍ଣ କାହିଁକି ? ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ଯାନ ଦିଅ ?
3 Que é o homem, Senhor, para cuidardes dele, que é o filho do homem para que vos ocupeis dele?
4 ମନୁଷ୍ଯ ଜୀବନ ପବନର ଫୁତ୍କାର। ତାହାର ଜୀବନ ବହିୟିବା ଦିନର ଛାଯା ତୁଲ୍ଯ।
4 O homem é semelhante ao sopro da brisa, seus dias são como a sombra que passa.
5 ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ। ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସମାନେେ ଧୂମ ନିର୍ଗତ କରିବେ।
5 Inclinai, Senhor, os vossos céus e descei, tocai as montanhas para que se abrasem,
6 ବିଜୁଳି ନିକ୍ଷପେ କରି ଶତ୍ରୁମାନଙ୍କୁ ଘରଦ୍ବାର ଦିଅ। ତୁମ୍ଭର ବାଣ ନିକ୍ଷପେ କର ଏବଂ ସମାନଙ୍କେୁ ତଡ଼ି ଦିଅ।
6 fulminai o raio e dispersai-os, lançai vossas setas e afugentai-os.
7 ସଦାପ୍ରଭୁ ସ୍ବର୍ଗରୁ ଓହ୍ଲାଇ ଆସ ଏବଂ ମାେତେ ରକ୍ଷା କର। ମାେତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ। ମାେତେ ବିଦେଶୀମାନଙ୍କଠାରୁ ରକ୍ଷା କର।
7 Estendei do alto a vossa mão, tirai-me do caudal, das mãos do estrangeiro,
8 ସହେି ଶତ୍ରୁଗଣ ମିଥ୍ଯାବାଦୀ ଏପରିକି ଯେତବେେଳେ ସମାନେେ ସତ୍ଯ କହିବାକୁ ଶପଥ ନିଅନ୍ତି।
8 cuja boca só diz mentiras e cuja mão só faz juramentos falsos.
9 ହେ ସଦାପ୍ରଭୁ, ତୁମ୍ଭ ବିଷଯରେ ମୁଁ ନୂତନ ଗୀତ ଗାନ କରିବି। ଦଶତାର ୟନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ଯରେ ମୁଁ ପ୍ରଶଂସାଗାନ କରିବି।
9 Ó Deus, cantar-vos-ei um cântico novo, louvar-vos-ei com a harpa de dez cordas.
10 ହେ ସଦାପ୍ରଭୁ, ତୁମ୍ଭ ରାଜାମାନଙ୍କୁ ସମାନଙ୍କେ ୟୁଦ୍ଧରେ ବିଜଯୀ କରାଅ। ସଦାପ୍ରଭୁ, ତୁମ୍ଭେ ଆପଣା ସବେକ ଦାଉଦଙ୍କୁ ଶତ୍ରୁ ଖଡ୍ଗର ସମ୍ମୁଖରୁ ଉଦ୍ଧାର କର।
10 Vós que aos reis dais a vitória, que livrastes Davi, vosso servo;
11 ମାେତେ ସହେି ବିଦେଶୀଙ୍କ ଠାରୁ ରକ୍ଷା କର। ସହେି ଶତ୍ରୁମାନେ ମିଥ୍ଯାବାଦୀ, ଏପରିକି ଯେତବେେଳେ ସମାନେେ ସତ୍ଯ କହିବାକୁ ଶପଥ ନିଅନ୍ତି।
11 salvai-me da espada da malícia, e livrai-me das mãos de estrangeiros, cuja boca só diz mentiras e cuja mão só faz juramentos falsos.
12 ଆମ୍ଭର ପୁତ୍ରଗଣ ସହେି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି। ଆମ୍ଭମାନଙ୍କ କନ୍ଯାଗଣ ରାଜପ୍ରାସାଦର ଖାଦେିତ କୋଣର ଖମ୍ବ ତୁଲ୍ଯ ହୁଅନ୍ତୁ।
12 Sejam nossos filhos como as plantas novas, que crescem na sua juventude; sejam nossas filhas como as colunas angulares esculpidas, como os pilares do templo.
13 ଆମ୍ଭମାନଙ୍କର ଭଣ୍ଡାର ସର୍ବପ୍ରକାର ଶସ୍ଯରେ ପରିପୂର୍ଣ୍ଣ ହେଉ। ଆମ୍ଭମାନଙ୍କର ମଷଗେଣ ସହସ୍ର ସହସ୍ର ଓ ଅଯୁତ ଅଯୁତ ଶାବକ ପ୍ରସବ କରନ୍ତୁ।
13 Encham-se os nossos celeiros de frutos variados e abundantes, multipliquem-se aos milhares nossos rebanhos, por miríades cresçam eles em nossos campos; sejam fecundas as nossas novilhas.
14 ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ବାରା ଅଧିକ ଓଜନିଆ ହାଇେ ପଡ଼ନ୍ତୁ। ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ। ଆମ୍ଭମାନଙ୍କ ମଧ୍ଯରୁ କହେି ନିର୍ବାସିତ ନ ହୁଅନ୍ତୁ। ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ।
14 Não haja brechas em nossos muros, nem ruptura, nem lamentações em nossas praças.
15 ସହେିପରି ଲୋକମାନେ ହେଉଛନ୍ତି ଧନ୍ଯ, ୟାହାର ଏହିଭଳି ଅଛି। ସହେି ଲୋକମାନେ ଧନ୍ଯ ହୁଅନ୍ତୁ, ୟାହାର ପରମେଶ୍ବର ହେଉଛନ୍ତି ସଦାପ୍ରଭୁ।
15 Feliz o povo agraciado com tais bens, feliz o povo cujo Deus é o Senhor.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 144, comparar traduções ou montar um estudo — tudo direto pelo WhatsApp.