Salmos 146

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ସଦାପ୍ରଭୁଙ୍କର ପ୍ରଶଂସା କର !ମୁଁ ନିଜକୁ କ ହେ, ସଦାପ୍ରଭୁଙ୍କର ପ୍ରଶଂସା କର।
1 Louvai ao Senhor ! Ó minha alma, louva ao Senhor !
2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମାରେ ପରମେଶ୍ବରଙ୍କର ପ୍ରଶଂସାର ଗୀତ ଗାଇବି।
2 Louvarei ao Senhor durante a minha vida; cantarei louvores ao meu Deus enquanto viver.
3 ସାହାୟ୍ଯ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରିପାରିବେ ନାହିଁ।
3 Não confieis em príncipes nem em filhos de homens, em quem não há salvação.
4 ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସହେିଦିନ, ସମାନଙ୍କେର ଯୋଜନା ସବୁ ମଧ୍ଯ ମରିୟାଏ।
4 Sai-lhes o espírito, e eles tornam para sua terra; naquele mesmo dia, perecem os seus pensamentos.
5 କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
5 Bem-aventurado aquele que tem o Deus de Jacó por seu auxílio e cuja esperança está posta no Senhor , seu Deus,
6 ସଦାପ୍ରଭୁ ସ୍ବର୍ଗ, ପୃଥିବୀ, ସମୁଦ୍ର ଏବଂ ଏଥିରେ ଥିବା ପ୍ରେତ୍ୟକକ ବସ୍ତୁ ମଧ୍ଯ ତିଆରି କଲେ। ସେ ସର୍ବଦା ବିଶ୍ବସ୍ତ ଅଟନ୍ତି।
6 que fez os céus e a terra, o mar e tudo quanto há neles e que guarda a verdade para sempre;
7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
7 que faz justiça aos oprimidos; que dá pão aos famintos. O
8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।
8 o Senhor abre os olhos aos cegos; o Senhor levanta os abatidos; o Senhor ama os justos;
9 ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ବଂସ କରନ୍ତି।
9 o Senhor guarda os estrangeiros; ampara o órfão e a viúva, mas transtorna o caminho dos ímpios.
10 ସଦାପ୍ରଭୁ ଚିରକାଳ ରାଜ୍ଯ କରିବେ। ହେ ସିୟୋନ, ତୁମ୍ଭର ପରମେଶ୍ବର ସଦାସର୍ବଦା ରାଜ୍ଯ କରିବେ। ସଦାପ୍ରଭୁଙ୍କର ପ୍ରଶଂସା କର।
10 O Senhor reinará eternamente; o teu Deus, ó Sião, é de geração em geração. Louvai ao Senhor !

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 146, comparar traduções ou montar um estudo — tudo direto pelo WhatsApp.