Salmos 147

Oriya Bible (GL_ORIYA) vs BKJ

Sair da comparação
1 ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !କାରଣ ଆମ୍ଭର ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ପ୍ରଶଂସା ଗାନ କରିବା ଉତ୍ତମ !ପରମେଶ୍ବରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମ ନୋହର ଅଟେ।
1 Louvai ao SENHOR pois é bom cantar louvores ao nosso Deus; pois isso é prazeroso, e o louvor é agradável.
2 ସଦାପ୍ରଭୁ ହେଉଛନ୍ତି ଜଣେ ୟିଏ ୟିରୁଶାଲମକୁ ପୁନଃନିର୍ମାଣ କରନ୍ତି। ସେ ହିଁ ଜଣେ ଇଶ୍ରାୟେଲର ନିର୍ବସିତମାନଙ୍କୁ ଏକତ୍ରୀତ କରନ୍ତି।
2 O SENHOR edifica a Jerusalém, ele ajunta os exilados de Israel.
3 ସେ ସମାନଙ୍କେର ଭଗ୍ନ ହୃଦଯକୁ ସୁସ୍ଥ କରନ୍ତି ଓ ସମାନଙ୍କେ କ୍ଷତରେ ପଟି ବାନ୍ଧନ୍ତି।
3 Ele sara os quebrantados de coração, e lhes ata as suas feridas.
4 ସେ ତାରାଗଣଙ୍କୁ ଗଣନା କରନ୍ତି। ସେ ପ୍ରେତ୍ୟକକଙ୍କର ଗୋଟି ଗୋଟି କରି ନାମ ଧରି ଡ଼ାକନ୍ତି।
4 Ele conta o número das estrelas, chama-as a todas pelos seus nomes.
5 ଆମ୍ଭର ପ୍ରଭୁ ଅତି ମହାନ୍ ଏବଂ ଶକ୍ତିମାନ୍। ତାଙ୍କର ବୁଝାମଣା ଅସୀମ।
5 Grande é o nosso Senhor, e de grande poder; o seu entendimento é infinito.
6 ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥାଆନ୍ତି। ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।
6 O SENHOR eleva os humildes; ele lança os perversos ao chão.
7 ସଦାପ୍ରଭୁଙ୍କୁ ଗୀତରେ ଧନ୍ଯବାଦ ଦିଅ। ବୀଣାୟନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ପ୍ରଶଂସା କର।
7 Cantai ao SENHOR com ação de graças; cantai louvores sobre a harpa ao nosso Deus.
8 ପରମେଶ୍ବର ଆକାଶକୁ ମାଟୋ ମେଘମାଳାରେ ଆଚ୍ଛନ୍ନ କରନ୍ତି। ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି। ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
8 Que cobre o céu com as nuvens, que prepara a chuva para a terra, que faz a grama crescer sobre os montes.
9 ପରମେଶ୍ବର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ଯ ଆହାର ଦିଅନ୍ତି, ୟାହା ପାଇଁ ସମାନେେ ଚିତ୍କାର କରନ୍ତି।
9 Ele dá aos animais da sua comida, e aos corvos jovens que clamam.
10 ୟୁଦ୍ଧ ଅଶ୍ବର ଓ ପରାକ୍ରମୀ ସୈନ୍ଯ ତାଙ୍କୁ ଖୁସି କରିପାରନ୍ତି ନାହିଁ।
10 Ele não se deleita na força do cavalo; não tem prazer nas pernas do homem.
11 ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ବସ୍ତ ପ୍ରମରେେ ଭରସା ରଖନ୍ତି, ସେ ସମାନଙ୍କେ ଉପରେ ସନ୍ତୁଷ୍ଟ ହୁଅନ୍ତି।
11 O SENHOR tem prazer naqueles que o temem, naqueles que esperam na sua misericórdia.
12 ହେ ୟିରୁଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସିଯୋନ, ତୁମ୍ଭ ପରମେଶ୍ବରଙ୍କର ପ୍ରଶଂସା କର !
12 Louva ao SENHOR, ó Jerusalém; louva ao teu Deus, ó Sião.
13 ହେ ୟିରୁଶାଲମ, ପରମେଶ୍ବର ତୁମ୍ଭ ଫାଟକକୁ ଦୃଢ଼ କରିଛନ୍ତି, ଏବଂ ସେ ତୁମ୍ଭ ସହରର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି।
13 Pois ele fortaleceu as barras dos teus portões; ele abençoou aos teus filhos dentro de ti.
14 ସେ ତୁମ୍ଭ ଦେଶକୁ ଧନଧାନ୍ଯରେ ପୂର୍ଣ୍ଣ କରନ୍ତି, ଯେଉଁଥିପାଇଁ ତୁମ୍ଭମାନଙ୍କର ଖାଇବା ପାଇଁ ୟଥେଷ୍ଟ ଖାଦ୍ୟ ଅଛି।
14 Ele pacifica em tuas fronteiras, e te preenche com o mais fino trigo.
15 ପରମେଶ୍ବର ପୃଥିବୀକୁ ଆପଣା ଆଦେଶ ଦିଅନ୍ତି। ତାଙ୍କର ବାକ୍ଯସବୁ ଅତିଶୀଘ୍ର ପାଳନ କରାୟାଏ।
15 Ele envia o seu mandamento sobre a terra; a sua palavra corre velozmente.
16 ପରମେଶ୍ବର ପୃଥିବୀ ଧଳା ପଶମ ତୁଲ୍ଯ ହବୋୟାଏଁ ହିମପାତ କରନ୍ତି। ସେ ଧୂଳିପରି ପୃଥିବୀରେ ତାହା ବିକ୍ଷିପ୍ତ କରନ୍ତି।
16 Ele dá a neve como lã; ele espalha a geada como cinza.
17 ପରମେଶ୍ବର ପଥର ପରି ଆକାଶରୁ ଖଣ୍ଡ ଖଣ୍ଡ ବରଫ ପକାନ୍ତି, ତାଙ୍କ ପଠାୟାଇଥିବା ଶୀତ ଆଗରେ କହେି ଠିଆ ହାଇେ ପାରିବେ ନାହିଁ।
17 Ele lança seu gelo como pedaços; quem pode suportar diante do seu frio?
18 ଏହାପରେ ସେ ଗୋଟିଏ ଆଦେଶରେ ବରଫଗୁଡ଼ିକ ତରଳାଇ ପକାନ୍ତି, ଏବଂ ତାଙ୍କ ଆଜ୍ଞାରେ ପବନ ବହିଲେ ଜଳ ସୋର୍ତ ବ ହେ।
18 Ele envia a sua palavra, e os derrete; faz o seu vento soprar, e as águas fluírem.
19 ପରମେଶ୍ବର ୟାକୁବକୁ ଆପଣା ଆଦେଶ ଦେଲେ, ପରମେଶ୍ବର ଇଶ୍ରାୟେଲ ପ୍ରତି ଆପଣା ବ୍ଯବସ୍ଥା ଓ ବିଧି ପ୍ରକାଶ କଲେ !
19 Mostra a sua palavra a Jacó, os seus estatutos e os seus juízos a Israel.
20 ପରମେଶ୍ବର କୌଣସି ଦେଶ ପାଇଁ କବେେ ଏହିପରି କରି ନାହାଁନ୍ତି। ସେ ତାଙ୍କର ନିଯମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାଁନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର।
20 Ele não fez assim a nenhuma outra nação; e quanto aos seus juízos, eles não os conheceram. Louvai ao SENHOR.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 147, comparar traduções ou montar um estudo — tudo direto pelo WhatsApp.