Salmos 148

Oriya Bible (GL_ORIYA) vs BKJ

Sair da comparação
1 ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର !ସ୍ବର୍ଗରୁ ତାଙ୍କର ପ୍ରଶଂସା କର !
1 Louvai ao SENHOR. Louvai ao SENHOR desde os céus; louvai-o nas alturas.
2 ହେ ତାଙ୍କର ସମସ୍ତ ସ୍ବର୍ଗଦୂତଗଣ, ତାଙ୍କର ପ୍ରଶଂସା କର। ହେ ତାଙ୍କର ସମସ୍ତ ସୈନ୍ଯଗଣ, ତାଙ୍କର ପ୍ରଶଂସା କର।
2 Louvai-o, todos os seus anjos; louvai-o, todos os seus exércitos.
3 ହେ ସୂର୍ୟ୍ଯ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର ! ହେ ଆକାଶର ଦୀପ୍ତିମଯ ତାରାଗଣ ତାଙ୍କର ପ୍ରଶଂସା କର।
3 Louvai-o, sol e lua; louvai-o, todas as estrelas de luz.
4 ହେ ଉଚ୍ଚତମ ସ୍ବର୍ଗ, ତାଙ୍କର ପ୍ରଶଂସା କର ! ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
4 Louvai-o, vós céus dos céus, e vós águas que estiverem sobre os céus.
5 ସମାନେେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍ କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
5 Louvem o nome do SENHOR, pois ele comandou, e foram criados.
6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ, ଏହିପରି ଗୋଟିଏ ବ୍ଯବସ୍ଥା ଦେଲେ ୟାହା କବେେ ହେଲେ ପରିବର୍ତ୍ତନ ହବେ ନାହିଁ।
6 Ele também os estabeleceu para sempre e sempre; criou um decreto que não passará.
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମୁଦ୍ରର ମହାନ୍ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର !
7 Louvai ao SENHOR desde a terra: vós dragões, e todas as profundezas.
8 ପରମେଶ୍ବରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ଫ, ଏବଂ ପ୍ରଚଣ୍ଡ ବାଯୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
8 Fogo e granizo; neve e vapores, e vento tempestuoso cumprindo a sua palavra;
9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
9 Montes, e todas as colinas, árvores frutíferas e todos os cedros;
10 ସମସ୍ତ ବନ୍ଯ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର। ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
10 Animais, e todos os gados, coisas rastejantes e aves voadoras;
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ ତାଙ୍କର ପ୍ରଶଂସା କର। ପରମେଶ୍ବର ସମସ୍ତ ବିଚାରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
11 Reis da terra e todos os povos; príncipes e todos os juízes da terra;
12 ହେ ୟୁବକ ଓ ୟୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରୀତ ହାଇେ ପରମେଶ୍ବରଙ୍କ ପ୍ରଶଂସା କର।
12 Jovens, donzelas, velhos e crianças.
13 ସମାନେେ ସମସ୍ତେ ସଦାପ୍ରଭୁଙ୍କ ନାମକୁ ପ୍ରଶଂସା କରିବା ଉଚିତ୍। ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ। ତାଙ୍କର ଖ୍ଯାତି ସ୍ବର୍ଗ ଏବଂ ପୃଥିବୀରେ ମହାନ୍।
13 Louvem o nome do SENHOR, pois só o seu nome é excelente; a sua glória está sobre a terra e o céu.
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ, ତଣେୁ ସେ ତାଙ୍କର ବିଶ୍ବସ୍ତ ଲୋକମାନଙ୍କ ଦ୍ବାରା ପ୍ରଶଂସିତ ହୁଅନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କୁ ପ୍ରଶଂସା କର।
14 Ele também exalta o chifre do seu povo, o louvor de todos os seus santos, até das crianças de Israel, um povo perto dele. Louvai ao SENHOR.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 148, comparar traduções ou montar um estudo — tudo direto pelo WhatsApp.