Salmos 149

Oriya Bible (GL_ORIYA) vs VC

Sair da comparação
VC Versão Católica
1 ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
1 Aleluia. Cantai ao Senhor um cântico novo, ressoe o seu louvor na assembléia dos fiéis.
2 ଇଶ୍ରାୟେଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
2 Alegre-se Israel em seu criador, exultem em seu rei os filhos de Sião.
3 ସହେି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି।
3 Em coros louvem o seu nome, cantem-lhe salmos com o tambor e a cítara,
4 ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ।
4 porque o Senhor ama o seu povo, e dá aos humildes a honra da vitória.
5 ପରମେଶ୍ବରଙ୍କ ଅନୁସରଣକାରୀ ତୁମ୍ଭମାନେେ ଗୌରବରେ ଆନନ୍ଦ କର !ଆପଣା ଶୟ୍ଯା ଉପରେ ମଧ୍ଯ ଆନନ୍ଦର ସହ ଗାନ କର।
5 Exultem os fiéis na glória, alegrem-se em seus leitos.
6 ସହେି ଲୋକମାନେ ପରମେଶ୍ବରଙ୍କ ପ୍ରଶଂସା ଉଚ୍ଚ ସ୍ବରରେ କରନ୍ତୁ ଏବଂ ସମାନଙ୍କେ ନିଜ ହସ୍ତରେ ନିଜର ଖଡ୍ଗମାନ ଧରନ୍ତୁ।
6 Tenham nos lábios o louvor de Deus, e nas mãos a espada de dois gumes,
7 ସମାନଙ୍କେୁ ଅନ୍ୟ ଗୋଷ୍ଠୀଯମାନଙ୍କୁ ଦଣ୍ଡିତ କରିବାକୁ ୟାଆନ୍ତୁ। ସମାନଙ୍କେୁ ୟିବାକୁ ଓ ଦଣ୍ଡ ଦବୋକୁ ଦିଅ।
7 para tirar vingança das nações pagãs, e impor castigos aos povos;
8 ପରମେଶ୍ବରଙ୍କର ଲୋକମାନେ ତାଙ୍କର ରାଜା ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।
8 para lançar em ferros os seus reis, e pôr algemas em seus príncipes,
9 ପରମେଶ୍ବରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସମାନଙ୍କେର ଶତ୍ରୁମାନଙ୍କୁ ଦଣ୍ଡ ଦବେେ। ଏହା ପରମେଶ୍ବରଙ୍କର ସମସ୍ତ ବିଶସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।
9 executando contra eles o julgamento pronunciado. Tal é a glória reservada a todos os seus fiéis.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 149, comparar traduções ou montar um estudo — tudo direto pelo WhatsApp.