Salmos 14
Oriya Bible (GL_ORIYA) vs NVT
1 ଏକ ମୂର୍ଖ ଲୋକ ନିଜ ହୃଦଯରେ କ ହେ, ପରମେଶ୍ବର ନାହାଁନ୍ତି। ସହେି ମୂର୍ଖମାନେ ଭ୍ରଷ୍ଟ ଓ ସମାନେେ ଘୃଣା ୟୋଗ୍ଯ କାର୍ୟ୍ଯ କରନ୍ତି। ସମାନଙ୍କେ ମଧ୍ୟରେ ଉତ୍ତମ କାର୍ୟ୍ଯ କରିଥିବା ଲୋକ କହେି ନାହାଁନ୍ତି।
1 Os tolos dizem em seu coração: “Não há Deus”. São corruptos e praticam o mal; nenhum deles faz o bem.
2 ସଦାପ୍ରଭୁ ସ୍ବର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷପେ କରି ଦେଖନ୍ତି ୟ ୟଦି କହେି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ। ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ବରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।
2 O S enhor olha dos céus para toda a humanidade, para ver se alguém é sábio, se alguém busca a Deus.
3 କିନ୍ତୁ ପ୍ରେତ୍ୟକକ ମଣିଷ ଆଜି ପରମେଶ୍ବରଙ୍କଠାରୁ ଦୂରଇେ ୟାଇଛନ୍ତି। ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହାଇେଛନ୍ତି। ଜଣେ ବି କହେି ଆଜି ଭଲ କାର୍ୟ୍ଯ କରୁଥିବା ଲୋକ ନାହାଁନ୍ତି।
3 Todos, porém, se desviaram; todos se corromperam. Ninguém faz o bem, nem um sequer!
4 ଦୁଷ୍ଟ ଲୋକମାନେ ମାରେ ଅନକେ ଲୋକଙ୍କୁ ନଷ୍ଟ କରିଛନ୍ତି ଓ ସହେି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହାଇେ ପାରନ୍ତି ନାହିଁ।
4 Acaso os que praticam o mal jamais aprenderão? Devoram meu povo como se fosse pão e nem pensam em orar ao S
5 ସହେି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହଁନ୍ତି କାହିଁକି ?
5 Grande terror se apoderará deles, pois Deus está com os que lhe obedecem.
6 କାରଣ ସହେି ନିରୀହ ଲୋକଟି ପରମେଶ୍ବରଙ୍କ ଉପରେ ନିର୍ଭରଶୀଳ କିନ୍ତୁ ପରମେଶ୍ବର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି। ତଣେୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ବରଙ୍କୁ ଭୟ କରିବା ଉଚିତ୍।
6 Os perversos frustram os planos dos oprimidos, mas o S
7 ମୁଁ ଆଶାକରେ କହେି ଜଣେ ତାଙ୍କର ମନ୍ଦିରରୁ ସିଯୋନ ପର୍ବତ ଉପରକୁ ଆସନ୍ତା ଏବଂ ଇଶ୍ରାୟେଲକୁ ରକ୍ଷା କରନ୍ତା। ସେତବେେଳେ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି, ତା ହେଲେ ୟାକୁବ ଆହ୍ଲାଦିତ ହବେ। ଇଶ୍ରାୟେଲ ବହୁତ ଖୁସି ହବେ।
7 Quem virá do monte Sião para salvar Israel? Quando o S Jacó dará gritos de alegria, e Israel exultará.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 14, comparar traduções ou montar um estudo — tudo direto pelo WhatsApp.