Salmos 150

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର !ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ଯମଣ୍ଡଳରେ ତାଙ୍କର ପ୍ରଶଂସା କର।
1 Louvado seja o S enhor ! Louvem o S louvem-no em seu majestoso céu!
2 ପରମେଶ୍ବର କରିଥିବା ସମସ୍ତ ମହାନ୍ କାର୍ୟ୍ଯ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
2 Louvem-no por seus feitos poderosos, louvem sua grandeza sem igual!
3 ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ଓ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର !
3 Louvem-no com o toque da trombeta, louvem-no com a lira e a harpa!
4 ଦାରା ବାଦ୍ଯ ଓ ନୃତ୍ଯଦ୍ବାରା ପରମେଶ୍ବର ପ୍ରଶଂସା କର। ତାରୟୁକ୍ତ ୟନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
4 Louvem-no com tamborins e danças, louvem-no com instrumentos de cordas e flautas!
5 ଉଚ୍ଚ କରତାଳିରେ ପରମେଶ୍ବରଙ୍କର ପ୍ରଶଂସା କର। ଉଚ୍ଚ କରତାଳି ଧ୍ବନିରେ ତାଙ୍କର ପ୍ରଶଂସା କର।
5 Louvem-no com o som dos címbalos, louvem-no com címbalos ressonantes!
6 ନିଶ୍ବାସ ପ୍ରଶ୍ବାସଧାରୀ ପ୍ରେତ୍ୟକକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର !ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !
6 Tudo que respira louve ao S enhor ! Louvado seja o S

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 150, comparar traduções ou montar um estudo — tudo direto pelo WhatsApp.