Salmos 15

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ ? କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ ?
1 S enhor , quem pode ter acesso a teu santuário? Quem pode permanecer em teu santo monte?
2 କବଳେ ଯେଉଁ ବ୍ଯକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ୟାପନ କରେ, ଭଲ କାର୍ୟ୍ଯ କରେ ଓ ଅନ୍ତରରୁ ସତ୍ଯକଥା ପ୍ରକାଶ କରେ ସେ କବଳେ ତୁମ୍ଭର ପବିତ୍ର ପର୍ବତରେ ବାସ କରିପାରିବ।
2 Quem leva uma vida íntegra e pratica a justiça; quem, de coração, fala a verdade.
3 ସହେିଭଳି ମନୁଷ୍ଯ ୟିଏ କବେେ ଅନ୍ୟମାନଙ୍କ ବିଷଯରେ ମିଥ୍ଯା କଥା କ ହେ ନାହିଁ। ସହେି ବ୍ଯକ୍ତି ୟିଏ କବେେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ। ସହେି ବ୍ଯକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷଯରେ ମଧ୍ଯ କ ହେ ନାହିଁ।
3 Quem não difama os outros, não prejudica o próximo, nem fala mal dos amigos.
4 ଯେଉଁ ବ୍ଯକ୍ତି ପରମେଶ୍ବରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସହେି ବ୍ଯକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସବୋ କରୁଥିବା ଲୋକମାନଙ୍କୁ ସମ୍ମାନ ଦଖାେଏ। ୟଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦଇେଥାଏ ତବେେ ସହେି ପ୍ରତିଶ୍ରୁତିକୁ ପାଳନ କରେ।
4 Quem despreza os que têm conduta reprovável, e honra os que temem o S e cumpre suas promessas mesmo quando é prejudicado.
5 ୟଦି ଜଣେ ବ୍ଯକ୍ତି କିଛି ଧନ କରଜ ଦିଏ ଓ ସେ ସହେି ଜନଠାରୁ କୌଣସି ସୁଧ ଆଦାଯ କରେ ନାହିଁ କିଅବା ସହେି ବ୍ଯକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ଯକ୍ତି କରେ, ତବେେ ସହେି ଧାର୍ମିକ ସର୍ବଦା ପରମେଶ୍ବରଙ୍କ ନିକଟରେ ଅବସ୍ଥାନ କରିବ।
5 Quem empresta dinheiro sem visar lucro e não aceita suborno para mentir sobre o inocente. Quem age assim jamais será abalado.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 15, comparar traduções ou montar um estudo — tudo direto pelo WhatsApp.