Salmos 1
Oriya Bible (GL_ORIYA) vs NTLH
1 ଜଣେ ବ୍ଯକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ, ୟଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ, ପାପୀମାନଙ୍କ ପରି ଜୀବନ ୟାପନ କରେ ନାହିଁ, ଯେଉଁମାନେ କି ପରମେଶ୍ବରଙ୍କୁ ସମ୍ମାନ ଦଖାେନ୍ତି ନାହିଁ, ସହେି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ,
1 Felizes são aqueles que não se deixam levar pelos conselhos dos maus, que não seguem o exemplo dos que não querem saber de Deus e que não se juntam com os que zombam de tudo o que é sagrado!
2 ଉତ୍ତମ ବ୍ଯକ୍ତି ସଦାପ୍ରଭୁଙ୍କ ପ୍ରେତ୍ୟକକ ବ୍ଯବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ ଓ ଦିନ ରାତି ସଦାପ୍ରଭୁଙ୍କ ବ୍ଯବସ୍ଥା ଧ୍ଯାନ କରୁଥାଏ।
2 Pelo contrário, o prazer deles está na e nessa lei eles meditam dia e noite.
3 ତଣେୁ ସହେି ବ୍ଯକ୍ତି ଅଧିକ ବଳଶାଳୀ ହୁଏ, ପ୍ରଚୁର ପାଣି ପାଉଥିବା ତୁଷର ସ୍ଥିତି ପରି। ସହେି ବ୍ଯକ୍ତି ଠିକ୍ ସମଯରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ। ସହେି ବ୍ଯକ୍ତି ସହେି ବୃକ୍ଷ ପରି ଶକ୍ତିଶାଳୀ, ୟାହାର ପତ୍ର କବେେ ହେଲେ ଶୁଖିୟାଏ ନାହିଁ। ସେ ୟାହା କରେ, ତହିଁରେ କୃତକାର୍ୟ୍ଯ ହୁଏ।
3 Essas pessoas são como árvores que crescem na beira de um riacho; elas dão frutas no tempo certo, e as suas folhas não murcham. Assim também tudo o que essas pessoas fazem dá certo.
4 ଦୁଷ୍ଟ ଲୋକମାନେ ସପରେି ନୁହଁନ୍ତି। ଦୁଷ୍ଟ ଲୋକମାନେ କବଳେ ଚୋପା' ବା ତୁଷ' ଭଳି ୟାହାକୁ କି ସହଜରେ ପବନ ଉଡ଼ାଇ ନଇେପାରେ।
4 O mesmo não acontece com os maus; eles são como a palha que o vento leva.
5 ୟଦି ଧାର୍ମିକ ବ୍ଯକ୍ତିମାନେ ଏକତ୍ରୀତ ହାଇେ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହା ହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ଯସ୍ତ ହାଇଯେିବେ। ସହେି ପାପୀମାନେ କବେେ ହେଲେ ନିରପରାଧୀ ବୋଲି ପ୍ରମାଣିତ ହାଇପୋରିବେ ନାହିଁ।
5 No Dia do Juízo eles serão condenados e ficarão separados dos que obedecem a Deus.
6 କାରଣ ସଦାପ୍ରଭୁ କବଳେ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି ଦୁଷ୍ଟ ଲୋକମାନଙ୍କର କାର୍ୟ୍ଯ ବିନଷ୍ଟ କରନ୍ତି।
6 Pois o Senhor dirige e abençoa a vida daqueles que lhe obedecem, porém o fim dos maus são a desgraça e a morte.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 1, comparar traduções ou montar um estudo — tudo direto pelo WhatsApp.