Salmos 20
Oriya Bible (GL_ORIYA) vs ARA
1 ତୁମ୍ଭେ ଯେତବେେଳେ ବିପଦରେ ପଡ଼ିଥାଅ, ସହେି ସଦାପଭ୍ରୁ ତୁମ୍ଭର ଡ଼ାକ ଶୁଣି ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସନ୍ତୁ। ୟାକୁବଙ୍କର ପରମେଶ୍ବର ତୁମ୍ଭକୁ ରକ୍ଷା କରନ୍ତୁ।
1 O Senhor te responda no dia da tribulação; o nome do Deus de Jacó te eleve em segurança.
2 ପରମେଶ୍ବର ତାଙ୍କର ପବିତ୍ରସ୍ଥାନରୁ ତୁମ୍ଭକୁ ସାହାୟ୍ଯ ପଠାନ୍ତୁ। ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାୟ୍ଯ କରନ୍ତୁ।
2 Do seu santuário te envie socorro e desde Sião te sustenha.
3 ତୁମ୍ଭର ଉପହାର ସବୁ ୟାହା ତାଙ୍କ ଉଦ୍ଦେଶ୍ଯରେ ଅର୍ପିତ, ପରମେଶ୍ବର ତାକୁ ଗ୍ରହଣ କରନ୍ତୁ। ତୁମ୍ଭର ହାମବେଳୀକୁ ସେ ଗ୍ରହଣ କରନ୍ତୁ।
3 Lembre-se de todas as tuas ofertas de manjares e aceite os teus holocaustos.
4 ତୁମ୍ଭେ ୟାହା ଚାହୁଁଛ, ପରମେଶ୍ବର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
4 Conceda-te segundo o teu coração e realize todos os teus desígnios.
5 ଆମ୍ଭେ ସମସ୍ତେ ଖୁସି ହବେୁ ଯେତବେେଳେ ପରମେଶ୍ବର ତୁମ୍ଭକୁ ସାହାୟ୍ଯ କରିବେ। ଆସ ସମସ୍ତେ ପରମେଶ୍ବରଙ୍କ ନାମର ଜଯଗାନ କରିବା। ୟାହା ତୁମ୍ଭେ ଚାହୁଁଛ, ସଦାପ୍ରଭୁ ତୁମ୍ଭର ସହେି ସକଳ କାମନା ପୂରଣ କରନ୍ତୁ।
5 Celebraremos com júbilo a tua vitória e em nome do nosso Deus hastearemos pendões; satisfaça o
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାୟ୍ଯ କରନ୍ତି। ପରମେଶ୍ବର ତାଙ୍କର ପବିତ୍ର ସ୍ବର୍ଗ ରାଜ୍ଯରେ ଥାଆନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି। ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
6 Agora, sei que o Senhor salva o seu ungido; ele lhe responderá do seu santo céu com a vitoriosa força de sua destra.
7 କେତକେ ଲୋକ ସମାନଙ୍କେ ରଥ ଉପରେ ବିଶ୍ବାସ ରଖନ୍ତି। ଅନ୍ୟ ଲୋକମାନେ ସମାନଙ୍କେ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ନାମକୁ ଉଚ୍ଚସ୍ବରରେ ଡ଼ାକୁ।
7 Uns confiam em carros, outros, em cavalos; nós, porém, nos gloriaremos em o nome do
8 ସହେି ଅନ୍ୟ ଲୋକମାନେ ପରାସ୍ତ ହାଇେ ୟୁଦ୍ଧ କ୍ଷେତ୍ରରେ ମୃତ୍ଯୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ। ଆମ୍ଭେ ବିଜଯୀ ଦଳ।
8 Eles se encurvam e caem; nós, porém, nos levantamos e nos mantemos de pé.
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ। କାରଣ ପରମେଶ୍ବରଙ୍କ ମନୋନୀତ ରାଜା ତାଙ୍କୁ ସାହାୟ୍ଯ ପାଇଁ ନିବଦେିନ କଲେ ଓ ପରମେଶ୍ବର ତାକୁ ଉଦ୍ଧାର ଦେଲେ।
9 Ó Senhor , dá vitória ao rei; responde-nos, quando clamarmos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 20, comparar traduções ou montar um estudo — tudo direto pelo WhatsApp.