Salmos 21

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।
1 Na tua força, Senhor , o rei se alegra! E como exulta com a tua salvação!
2 ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।
2 Satisfizeste-lhe o desejo do coração e não lhe negaste as súplicas dos seus lábios.
3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।
3 Pois o supres das bênçãos de bondade; pões-lhe na cabeça uma coroa de ouro puro.
4 ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।
4 Ele te pediu vida, e tu lha deste; sim, longevidade para todo o sempre.
5 ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?
5 Grande lhe é a glória da tua salvação; de esplendor e majestade o sobrevestiste.
6 ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।
6 Pois o puseste por bênção para sempre e o encheste de gozo com a tua presença.
7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।
7 O rei confia no Senhor e pela misericórdia do Altíssimo jamais vacilará.
8 ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।
8 A tua mão alcançará todos os teus inimigos, a tua destra apanhará os que te odeiam.
9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।
9 Tu os tornarás como em fornalha ardente, quando te manifestares; o o fogo os devorará.
10 ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।
10 Destruirás da terra a sua posteridade e a sua descendência, de entre os filhos dos homens.
11 କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।
11 Se contra ti intentarem o mal e urdirem intrigas, não conseguirão efetuá-los;
12 ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।
12 porquanto lhes farás voltar as costas e mirarás o rosto deles com o teu arco.
13 ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।
13 Exalta-te, Senhor , na tua força! Nós cantaremos e louvaremos o teu poder.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 21, comparar traduções ou montar um estudo — tudo direto pelo WhatsApp.