Salmos 22
Oriya Bible (GL_ORIYA) vs ARC
1 ହେ ମାରେ ପରମେଶ୍ବର, ହେ ମାରେ ସଦାପ୍ରଭୁ, କାହିଁକି ତୁମ୍ଭେ ମାେତେ ପରିତ୍ଯାଗ କଲ ? ତୁମ୍ଭେ ମାେ ନିକଟରୁ ବହୁତ ଦୂରରେ ଥାଇ କିପରି ମାେତେ ସାହାୟ୍ଯ କରିବ। ତୁମ୍ଭେ ମାରେ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ ?
1 Deus meu, Deus meu, por que me desamparaste? Por que te alongas das palavras do meu bramido e não me auxilias?
2 ହେ ମାରେ ପରମେଶ୍ବର, ମୁଁ ତୁମ୍ଭକୁ ଦିନରେ ଡ଼ାକିଲି କିନ୍ତୁ ତୁମ୍ଭେ ଉତ୍ତର ଦଲେ ନାହିଁ ଓ ପୁନର୍ବାର ତୁମ୍ଭକୁ ରାତିରେ ଡ଼ାକିଲି।
2 Deus meu, eu clamo de dia, e tu não me ouves; de noite, e não tenho sossego.
3 ହେ ପରମେଶ୍ବର, ତୁମ୍ଭେ ଏକମାତ୍ର ପବିତ୍ର ଅଟ। ତୁମ୍ଭେ ରାଜାର ଆସନରେ ଆସୀନ। ଇଶ୍ରାୟେଲ ପ୍ରଶଂସା ହିଁ ତୁମ୍ଭର ସିଂହାସନ ଅଟେ।
3 Porém tu és Santo, o que habitas entre os louvores de Israel.
4 ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ବାସ କରିଥିଲେ। ହଁ ସମାନେେ ତୁମ୍ଭକୁ ବିଶ୍ବାସ କରୁଥିଲେ। ହେ ପରମେଶ୍ବର, ତୁମ୍ଭେ ହିଁ ସମାନଙ୍କେୁ ଉଦ୍ଧାର କରିଅଛ।
4 Em ti confiaram nossos pais; confiaram, e tu os livraste.
5 ହେ ପରମେଶ୍ବର, ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭକୁ ସାହାୟ୍ଯ ପାଇଁ ଡାକିଲେ ଏବଂ ସମାନେେ ଶତ୍ରୁମାନଙ୍କ କବଳରୁ ରକ୍ଷା ପାଇଲେ। ସମାନେେ ତୁମ୍ଭଙ୍କୁ ବିଶ୍ବାସ କରିଥିବାରୁ ସମାନେେ ନିରାଶ ହେଲେ ନାହିଁ।
5 A ti clamaram e escaparam; em ti confiaram e não foram confundidos.
6 କିନ୍ତୁ ମୁଁ ଗୋଟିଏ କୀଟ, ବ୍ଯକ୍ତି ନୁହେଁ, ଲୋକମାନେ ମାେ ପାଇଁ ଲଜ୍ଜିତ ହୁଅନ୍ତି ଓ ମାେତେ ଅବଜ୍ଞା କରନ୍ତି।
6 Mas eu sou verme, e não homem, opróbrio dos homens e desprezado do povo.
7 ପ୍ରେତ୍ୟକକ ୟିଏ ମାେତେ ଦେଖେ ସମାନେେ ମାରେ ପରିହାସ କରନ୍ତି। ସମାନେେ ଓଷ୍ଠ ଲମ୍ବାଇ ମୁଣ୍ଡ ହଲାନ୍ତି।
7 Todos os que me veem zombam de mim, estendem os lábios e meneiam a cabeça, dizendo:
8 ସମାନେେ ମାେତେ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକ, ସେ ତୁମ୍ଭକୁ ଉଦ୍ଧାର କରିପାରନ୍ତି। ୟଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥାନ୍ତି ତବେେ ନିଶ୍ଚଯ ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସିବେ।
8 Confiou no Senhor , que o livre; livre-o, pois nele tem prazer.
9 ହେ ପରମେଶ୍ବର, ସତ୍ଯ କଥା ଏହି, ତୁମ୍ଭେ ହେଉଛ ଏକମାତ୍ର ୟାହା ଉପରେ ମୁଁ ପ୍ରକୃତରେ ନିର୍ଭରଶୀଳ। ତୁମ୍ଭେ ମାରେ ଯତ୍ନ ନଇେଛ, ଯେଉଁଦିନରୁ ମୁଁ ଜନ୍ମଲାଭ କରିଛି। ତୁମ୍ଭେ ମାେତେ ସୁରକ୍ଷା ତଥା ବିଶ୍ବାସ ପ୍ରଦାନ କରିଛ, ୟବେେଠୁଁ ମୁଁ ଏକ େଛାଟ ପିଲା ଥିଲି।
9 Mas tu és o que me tiraste do ventre; o que me preservaste estando ainda aos seios de minha mãe.
10 ମାତୃ ଗର୍ଭରୁ ଜନ୍ମଲାଭ କଲାପରଠାରୁ ମୁଁ ତୁମ୍ଭକୁ ପରମେଶ୍ବର ବୋଲି ମାନି ଆସିଛି। ମୁଁ ମାତୃ ଗର୍ଭରୁ ବାହାରିବା ପରଠାରୁ ତୁମ୍ଭ ଯତ୍ନରେ ଲାଳିତ ପାଳିତ ହାଇେଛି।
10 Sobre ti fui lançado desde a madre; tu és o meu Deus desde o ventre de minha mãe.
11 ତଣେୁ ହେ ପରମେଶ୍ବର ତୁମ୍ଭେ ମାେତେ ପରିତ୍ଯାଗ କର ନାହିଁ। ଆଗରେ ବିପଦ ମାଡ଼ି ଆସୁଛି, ମାେତେ ସାହାୟ୍ଯ କରିବାକୁ କହେି ନାହିଁ।
11 Não te alongues de mim, pois a angústia está perto, e não há quem ajude.
12 ଲୋକମାନେ ମାରେ ଚାରିପାଖରେ ଘରେି ରହିଛନ୍ତି। ସମାନେେ ସମସ୍ତେ ଏକ ଶକ୍ତିଶାଳୀ ମାରଣା ଷଣ୍ଢ ପରି।
12 Muitos touros me cercaram; fortes touros de Basã me rodearam.
13 ସମାନେେ ମୁଖ ମଲୋଇ ରହିଛନ୍ତି ସତେ ୟମେିତି ଏକ ସିଂହ ତା'ର ଶିକାର ପଶୁକୁ ଆଗରେ ଦେଖି ଗର୍ଜ୍ଜନ କରେ।
13 Abriram contra mim suas bocas, como um leão que despedaça e que ruge.
14 ମାରେ ବଳ କ୍ରମେ କ୍ଷୀଣ ହାଇେ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମାରେ ଶକ୍ତି ଚାଲି ଯାଉଛି। ମାରେ ଅସ୍ଥିସବୁ ଭାଙ୍ଗି ଯାଉଛି। ମାରେ ସାହାସ କ୍ରମେ କ୍ଷୀଣ ହାଇେ ଆସୁଛି।
14 Como água me derramei, e todos os meus ossos se desconjuntaram; o meu coração é como cera e derreteu-se dentro de mim.
15 ମାରେ ପାଟି ଖଣ୍ଡେ ଖପରା ପରି ଶୁଷ୍କ ହାଇେ ଯାଉଛି। ମାରେ ଜିଭ ତାଳୁରେ ଲାଗି ଯାଉଛି, ତୁମ୍ଭେ ମାେତେ ମୃତ୍ଯୁର ଧୂଳିରେ ଫିଙ୍ଗି ଦଇେଛ।
15 A minha força se secou como um caco, e a língua se me pega ao paladar; e me puseste no pó da morte.
16 କୁକୁରମାନେ ମାରେ ଚାରିକଡ଼ରେ ଘରେି ରହିଛନ୍ତି। ସହେି ଦୁଷ୍ଟ ଲୋକମାନେ ଦଳବଦ୍ଧ ହାଇେ ମାେତେ ୟନ୍ତାରେ ପକାଇଛନ୍ତି। ସମାନେେ ମାରେ ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।
16 Pois me rodearam cães; o ajuntamento de malfeitores me cercou; traspassaram-me as mãos e os pés.
17 ମାରେ ପଞ୍ଜରା ସବୁ ଗଣି ହାଇେ ଯାଉଛି ଓ ସହେି ଲୋକମାନେ ମାେ ଆଡ଼କୁ କ୍ରୁର ଦୃଷ୍ଟିରେ ଚାହୁଁଛନ୍ତି।
17 Poderia contar todos os meus ossos; eles veem e me contemplam.
18 ସହେି ଲୋକମାନେ ମାରେ ବସ୍ତୁସବୁ ନିଜ ଭିତରେ ବାଣ୍ଟି ନଲେେ। ସମାନେେ ମାରେ ଚୋଗାକୁ ବାଜି ଲଗାନ୍ତି।
18 Repartem entre si as minhas vestes e lançam sortes sobre a minha túnica.
19 ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରିତ୍ଯାଗ କର ନାହିଁ। ତୁମ୍ଭେ ହିଁ ମାରେ ଶକ୍ତି, ଶୀଘ୍ର ମାେତେ ସାହାୟ୍ଯ କର।
19 Mas tu, Senhor , não te alongues de mim; força minha, apressa-te em socorrer-me.
20 ହେ ସଦାପ୍ରଭୁ, ମାରେ ପ୍ରାଣକୁ ସହେି ଖଡ୍ଗରୁ ରକ୍ଷା କର। ସହେି କୁକୁରମାନଙ୍କ କବଳରୁ ମାରେ ମୂଲ୍ଯବାନ ଆତ୍ମାକୁ ରକ୍ଷା କର।
20 Livra a minha alma da espada e a minha predileta, da força do cão.
21 ମାେତେ ସିଂହ ମୁଖରୁ ଉଦ୍ଧାର କର। ମାେତେ ଷଣ୍ଢର ମୁନିଆ ଶିଙ୍ଗରୁ ବଞ୍ଚାଅ।
21 Salva-me da boca do leão; sim, ouve-me desde as pontas dos unicórnios.
22 ହେ ସଦାପ୍ରଭୁ, ମୁଁ ମାରେ ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି। ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।
22 Então, declararei o teu nome aos meus irmãos; louvar-te-ei no meio da congregação.
23 ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜଯଗାନ କର। ହେ ୟାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର। ଇଶ୍ରାୟେଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦଖାେଅ।
23 Vós que temeis ao Senhor , louvai-o; todos vós, descendência de Jacó, glorificai-o; e temei-o todos vós, descendência de Israel.
24 କାହିଁକି ? କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ଯକ୍ତିମାନଙ୍କୁ ହିଁ ସାହାୟ୍ଯ କରନ୍ତି। ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ। ସେ ସମାନଙ୍କେୁ ଘୃଣା କରନ୍ତି ନାହିଁ। ୟଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାୟ୍ଯ ପ୍ରାର୍ଥନା କରନ୍ତି, ସେ ସମାନଙ୍କେଠାରୁ ନିଜକୁ ଦୂରଇେ ରଖି ପାରିବେ ନାହିଁ।
24 Porque não desprezou nem abominou a aflição do aflito, nem escondeu dele o seu rosto; antes, quando ele clamou, o ouviu.
25 ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜଯଗାନ କଲି ତାହା ତୁମ୍ଭ ପ୍ରରଣୋର ଫଳ। ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମାରେ ନବୈେଦ୍ଯ ତାଙ୍କ ଉଦ୍ଦେଶ୍ଯରେ ଉତ୍ସର୍ଗ କରିବି ୟାହା ମୁଁ ପ୍ରତିଜ୍ଞା କରିଛି।
25 O meu louvor virá de ti na grande congregação; pagarei os meus votos perante os que o temem.
26 ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜଯଗାନ କର। ତୁମ୍ଭର ହୃଦଯ ଚିରଦିନ ପାଇଁ ଜୀବନ୍ତ ରହୁ।
26 Os mansos comerão e se fartarão; louvarão ao Senhor os que o buscam; o vosso coração viverá eternamente.
27 ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
27 Todos os limites da terra se lembrarão e se converterão ao Senhor ; e todas as gerações das nações adorarão perante a tua face.
28 କାହିଁକି ? କାରଣ ସେ ହେଉଛନ୍ତି ରାଜା। ସେ ସବୁ ରାଜ୍ଯକୁ ଶାସନ କରନ୍ତି।
28 Porque o reino é do Senhor , e ele domina entre as nações.
29 ବଳଶାଳୀ, ସ୍ବାସ୍ଥ୍ଯବାନ୍ ଲୋକମାନେ ଭୋଜନ କରି ପରମେଶ୍ବରଙ୍କ ସମ୍ମୁଖରେ ପ୍ରଣାମ ହବେେ। ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ଯୁବରଣ କରିବେ ଓ ଯେଉଁମାନେ ମୃତ୍ଯୁବରଣ କରିଛନ୍ତି ପରମେଶ୍ବରଙ୍କ ସମ୍ମୁଖରେ ନତ ମସ୍ତକ ହବେେ।
29 Todos os grandes da terra comerão e adorarão, e todos os que descem ao pó se prostrarão perante ele; como também os que não podem reter a sua vida.
30 ଏବଂ ଭବିଷ୍ଯତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସବୋ କରିବେ। ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।
30 Uma semente o servirá; falará do Senhor de geração em geração.
31 ପ୍ରେତ୍ୟକକ ପିଢ଼ି ତା'ର ପିଲାମାନଙ୍କୁ ଧାର୍ମିକତା ବିଷଯ କହିବେ, ୟାହା ସବୁ ପରମେଶ୍ବର କରିଛନ୍ତି।
31 Chegarão e anunciarão a sua justiça ao povo que nascer, porquanto ele o fez.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 22, comparar traduções ou montar um estudo — tudo direto pelo WhatsApp.